-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ମହିଳା ସଶକ୍ତିକରଣ କ୍ଷେତ୍ରରେ ସମନ୍ୱିତ କୃଷି ବ୍ୟବସ୍ଥା ଓ ଫଳ , ପନିପରିବାରେ ଉନ୍ନତି ଚାଷ ର ପ୍ରାଣାଳୀ ଉପରେ ସଚେତନତା କାର୍ଯ୍ୟକ୍ରମ

29-May-2022



ପାଟଣାଗଡ଼ (ରୁପେନ୍ଦ୍ର ମୁଣ୍ଡା): ପାଟଣାଗଡ଼ ଉଦ୍ୟାନ ବିଭାଗ ଓ ଖପ୍ରାଖୋଲ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିକଳ୍ପ ର ମିଳିତ ଆନୁକୁଲ୍ୟରେ ମହିଳା ସଶକ୍ତିକରଣ କ୍ଷେତ୍ରରେ ସମନ୍ୱିତ କୃଷି ବ୍ୟବସ୍ଥା ଓ ଉନ୍ନତ ମାନର ଫଳ ଓ ପନିପରିବାର ଚାଷ ର ପ୍ରାଣାଳୀ ଉପରେ ସଚେତନତା କାର୍ଯ୍ୟକ୍ରମ ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଭାନପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ପାଟଣାଗଡ଼ ଉଦ୍ୟାନ ବିଭାଗ ର ମୁଖ୍ୟ ଅଧିକାରୀ ଅଭିନାଶ ବିଶ୍ଵାଳ ମୂଖ୍ୟ ଅତିଥି , ଖପ୍ରାଖୋଲ ଉଦ୍ୟାନ ବିଭାଗ ଏଚ୍ ଇ ଡବ୍ଳୁ ଶେଷଦେବ ମାଝୀ, ଅବସରପ୍ରାପ୍ତ ଏଚ୍ ଇ ଡବ୍ଳୁ ନବ୍ଦୀ ଚାନ୍ଦ ଓ ବିକଳ୍ପ ର ସୁରେଶ କୁମାର ବେହେରା , ଲିଙ୍ଗରାଜ ପୁଟେଲ , ଭାନପୁର ସରପଞ୍ଚ ରୀନା ଜାଳ  ଯୋଗଦେଇଥିଲେ ।ଚାଷ କ୍ଷେତ୍ରରେ ମହିଳା ମାନଙ୍କ ଭୂମିକା ଓ ବର୍ତ୍ତମାନ ପରିପ୍ରେକ୍ଷୀରେ ବୈଷୟିକ ଜ୍ଞାନକୌଶଳରେ ବ୍ୟବହାର କରି ଜୈବିକ ପ୍ରଣାଳୀରେ ଫଳ ଓ ପନିପରିବାର ଚାଷ କରି  କିପରି ଅଧିକରୁ ଅଧିକ ଫସଳ ଉତ୍ପାଦନ କରିପାରିବେ ସେ ବିଷୟରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସରକାରଙ୍କ ଦ୍ଵାରା ଚାଲିଥିବା ବିଭିନ୍ନ ଉଦ୍ୟାନ କୃଷି ଯୋଜନା ଗୁଡିକ ମାଧ୍ୟମରେ ମହିଳା ମାନେ  କିପରି ତାଙ୍କର ରୋଜଗାର ବଢାଇପାରିବେ ସେ ଉପରେ ଗୀତ ଓ ପ୍ରବଚନ ମାଧ୍ୟମରେ ବୁଝାଇଥିଲେ  ଏକତା ହୋଇ କାମ କଲେ ଆଗକୁ ବଢ଼ିପାରିବା ବୋଲି  ଅବସରପ୍ରାପ୍ତ ଏଚ୍ ଇ ଡବ୍ଳୁ ନବ୍ଦୀ ଚାନ୍ଦ କହିଥିଲେ । ଭାନୁପୁର ଗ୍ରାମ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନେ ଯୋଗଦେଇଥିଲେ । ମିଶନ ଶକ୍ତି ର  ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କୁ ନେଇ ଏକ ପିଜି ଗୃପ ଗଠନ  କରାଯାଇଥିଲା । ଏଥିରେ ଉଦ୍ୟାନ ସାଥି ଓ ଅନ୍ୟ ଅଧିକାରୀ  ମାନେ ଉପସ୍ଥିତ ଥିବା ବେଳେ ବିକଳ୍ପ ର ସୁରେଶ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like