-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧର ଗୁରୁ ଙ୍କ ଜୟନ୍ତୀ ପାଳନ

29-May-2022



ବରଗଡ଼:-ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟରେ ସୁଶ୍ରୀ ଜିତେଶ୍ୱରୀ ଦାସଙ୍କ ସଭାପତିତ୍ୱ ରେ ସ୍ବର୍ଗତ ଗଙ୍ଗାଧର ଗୁରୁଙ୍କ ଜୟନ୍ତୀ ପାଳନ ହୋଇଯାଇଛି । ମୁଖ୍ୟ ଅତିଥି ଶ୍ରୀ ଜୟଦେବ  ଭାରତୀ ମୁଖ୍ୟ ବକ୍ତା ଶ୍ରୀ  ସନ୍ତୋଷ  ସିଂହ  ଠାକୁର ସମ୍ମାନିତ ଅତିଥି ଶ୍ରୀ ଧର୍ମକୁମାର ଶତପଥୀ ଶ୍ରୀ ସାକେତ ଶ୍ରୀ ଭୂଷଣ ସାହୁ ଯୋଗଦେଇ ଗୁରୁଙ୍କ ସାହିତ୍ୟିକ ମୂଲ୍ୟବୋଧ ଓ ତାଙ୍କର ଜୀବନୀ ଉପରେ ଆଲୋକପାତ କରିଥିଲେ । ସମ୍ପାଦକ ରାଜେନ୍ଦ୍ର କୁମାର ମହାନ୍ତି ଅତିଥି ପରିଚୟ ଓ  ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ,ସହ ସଂପାଦକ ଶ୍ରୀ ରମଣୀ  ରଞ୍ଜନ ବିଶ୍ୱାଳ ଙ୍କ  ସଂଯୋଜନାରେ ଏକ ମନୋଜ୍ଞ କବିତା ପାଠ  ଅନୁଷ୍ଠିତ ହୋଇ  ଥିଲା । ଏହି ଅବସରରେ ଶ୍ରୀ ମାନ ଭଞ୍ଜନ ପ୍ରଧାନ ଙ୍କୁ  "ସିରଜିନା ଗଙ୍ଗାଧର ଗୁରୁ ସମ୍ମାନ"  ରେ ଭୂଷିତ କରାଯାଇଥିଲା । ଅସୁସ୍ଥତା  ଯୋଗୁଁ  ସେ ଆସି ପାରିନଥିଲେ  ତେଣୁ  ତାଙ୍କ  ସାନ ଭାଇ ନାଟ୍ୟକାର  କେଶ ରଞ୍ଜନ ପ୍ରଧାନ ଗ୍ରହଣ କରିଥିଲେ  । ୧୪ ଜଣ କବିଙ୍କୁ  ସ୍ୱତନ୍ତ୍ର

ଭାବେ  ସମ୍ମାନିତ କରାଯାଇଥିଲା ।ସିରଜିନା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ର ଉପସଭାପତି ଆଡଭୋକେଟ ଅଜିତ କୁମାର ଶତପଥୀ, ନାଟ୍ୟକାର ଅଶୋକ ବହିଦାର , ରମେଶ ଗୁର୍ଲା,  ସୁରେନ୍ଦ୍ର ସାହୁ, ନରୋତ୍ତମ ଦାଶ,  ଆଖଣ୍ଡଳ ଦାଶ, ବାଳମୁକୁନ୍ଦ ନିଆଲ, ନାସିବ ଗୁର୍ଲା, ଅନ୍ତ ବନଛୋର , ସୁରୁ  ଦାଦା, ଭଗବାନ ମଲ୍ଲିକ, ମମତା ଗୁରୁ, ରୀତାଞ୍ଜଳୀ ଗୁରୁ, ଶ୍ରୀ ଜିତେନ୍ଦ୍ର ଗୁରୁ ପ୍ରମୁଖ ମଞ୍ଚାସୀନଥିଲେ । ଡ. ପ୍ରଫୁଲ୍ଲ ସାହୁ ସସ୍ମିତା ସେଠଙ୍କୁ ମଧ୍ୟ ମଞ୍ଚରେ  ସମ୍ମାନିତ କରାଯାଇଥିଲା । ପରିଶେଷରେ ଡ. ଅବନୀକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like