-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||     

HOME   ଜିଲ୍ଲା

ଆଦିବାସୀନେତା ନିରଞ୍ଜନ ବିଶି ବିଜେଡିର ରାଜ୍ୟସଭାପ୍ରାର୍ଥୀ,ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ, ଆଦିବାସୀଙ୍କ ସ୍ୱାର୍ଥରକ୍ଷା ପାଇଁ କାମ କରିବି-ନିରଂଜନ

29-May-2022



ବଲାଙ୍ଗୀର,(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା ପାଟଣାଗଡର ଜଣାଶୁଣା ଆଦିବାସୀ ନେତା ନିରଂଜନ ବିଶିଙ୍କୁ ବିଜୁଜନତା ଦଳ ପକ୍ଷରୁ ରାଜ୍ୟସଭା ପ୍ରାର୍ଥି ଘୋଷିତ ହେବାପରେ ବଲାଙ୍ଗୀରରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ସେ ବିଦ୍ୟୁତବିଭାଗର ଜଣେ କର୍ମଚାରୀ ହୋଥିବା ବେଳେ ଦୀର୍ଘଦିନ ହେଲା ଆଦିବାସୀମାନଙ୍କ କଲ୍ୟାଣ ପାଇଁ ସଂଗଠନ କରି କାମକରୁଛନ୍ତି । ନିରଂଜନ ଏବେ ପଶ୍ଚିମଓଡିଶା ଆଦିବାସୀକଲ୍ୟାଣ ମହାସଂଘର ମହାସଚିବ ରହିଛନ୍ତି । ଗତ ଦୁଇଦିନ ତଳେ ସେ ଚାକିରିଛାଡି ବ୍ରଜରାଜନଗରରେ ମନ୍ତ୍ରୀ ସୁଶାନ୍ତ ସିଂ,ବରିଷ୍ଠ ବିଧାୟକ ଅତନୁସବ୍ୟସାଚୀ ନାଏକ ଓ ଅନ୍ୟମାନଙ୍କ ଉପସ୍ଥିତିରେ ବିଜେଡିଦଳରେ ବିଧିବଦ୍ଧ ଭାବରେ ଯୋଗଦାନ କରିଥିଲେ । ଆଜି ରାଜ୍ୟସଭ ପଦ ପାଇଁ ତାଙ୍କନାମ ଘୋଷଣା କରାଯାଇଛି । ବିଜେଡି ସୁପ୍ରୀମୋ ନବୀନ ପଟ୍ଟନାୟକ ଏକ ବଡମାଷ୍ଟର ଷ୍ଟ୍ରୋକଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲାଭଳି ନିରଂଜନ ବିଶିଙ୍କ ନାମରେ ମୋହର ମାରିଛନ୍ତି । ନିରଂଜନ ଆଦିବାସୀ ସଂଗଠକ ହୋଇଥିବା ବେଳେ ଜଣେ ଟ୍ରେଡୟୁନିୟନର ନେତା ମଧ୍ୟ ରହିଛନ୍ତି । ପଶ୍ଚିମାଞ୍ଚଳ ବିଦ୍ୟୁତଶ୍ରମିକ ସଂଘର ଉପସଭାପତି,ରାଜ୍ୟସବର ସଂଘର ଉପସଭାପତି,ୱେସକୋ ଏସସି/ଏସଟି କର୍ମଚାରୀସଂଘର ସଭାପତି,ପଶ୍ଚିମଓଡିଶା କେନ୍ଦୁପତ୍ର କର୍ମଚାରୀମହାସଂଘର ସଭାପତି ରହିଆସିଛନ୍ତି । ଏହା ସହିତ କୋସଲରାଜ୍ୟ ସମନ୍ୱୟ ସମିତିରେ ମଧ୍ୟ ରହିଛନ୍ତି । ସେ କିସ,କିଟର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କର ଜଣେ ଘନିଷ୍ଠଲୋକ । କିସ ଫାଉଣ୍ଡେସନ ସହିତ ମଧ୍ୟ ସଂପର୍କ ରହିଛି । ପଶ୍ଚିମଓଡିଶାର ଜଣେ ଦକ୍ଷ ଆଦିବାସୀନେତା ଭାବରେ ସେ ଜଣାଶୁଣା ଥିବା ବେଳେ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷା ପାଇଁ ତଥା ଆଦିବାସୀଙ୍କ ନ୍ୟାର୍ଯ୍ୟ ଦାବୀ ପାଇଁ ଦୀର୍ଘବର୍ଷ ହେଲା ସଂଗ୍ରାମ କରିଆସୁଛନ୍ତି । ଆଜି ତାଙ୍କ ନାମ ରାଜ୍ୟସଭା ପ୍ରାର୍ଥି ପାଇଁ ଘୋଷଣା ହେବାପରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହିତ ଆଦିବାସୀଙ୍କ ସ୍ୱାର୍ଥପାଇଁ ସେ କାମ କରିବେ ବୋଲି କହିଛନ୍ତି । ଆଜିର ଏହି ଘୋଷଣା ପରେ ବଲାଙ୍ଗୀର ଜିଲ୍ଲା ବିଜେଡିର ସଭାନେତ୍ରୀ ତଥା ମିଶନଶକ୍ତି,ମହିଳା ଓ ଶିଶୁକଲ୍ୟାଣ ବିଭାଗର ମନ୍ତ୍ରୀ ଟୁକୁନୀ ସାହୁ,ବିଜେଡିର ଝାରସୁଗୁଡା ସହପର୍ଯ୍ୟବେକ୍ଷକ ବିଷ୍ଣୁପ୍ରସାଦ କେଡିଆ ପ୍ରମୁଖଙ୍କ ସହିତ ବିଭିନ୍ନ ସଂଗଠନ ପକ୍ଷରୁ  ନିରଂଜନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026

You Might Also Like