-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ଚୋରି ଘଟଣାରେ ବାପ ପୁଅ ଗ୍ୟାଙ୍କ ପର୍ଦ୍ଧାଫାଶବ୍ରହ୍ମପୁର:

21-Nov-2020



-ବ୍ରହ୍ମପୁର:
(ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ) ଗତ ଅକ୍ଟୋବର ମାସରେ ହୋଇଥିବା ଚୋରି ଘଟଣାରେ ବେଲଗୁଣ୍ଠା ପୋଲିସ୍ କୁ ଏକ ବଡ଼ ଧରଣର ସଫଳତା ମିଳିଛି I ଘଟଣାର ତଦନ୍ତ କରି ପୋଲିସ ଏକ ବାପ ପୁଅ ଚୋରି ଗ୍ୟାଙ୍ଗ୍ ର ଚାରି ଜଣଙ୍କୁ ଗିରଫ କରିଛି I ଖବର ଅନୁଯାୟୀ ଗତ ଅକ୍ଟୋବର 15/16 ତାରିଖ ମଧ୍ୟ ରାତ୍ରିରେ ଚୋର ମାନେ ସାଇକେଲ୍ ହାତୁଡି ଏବଂ ସ୍କୃ ଦ୍ୱାରା ଗ୍ରୀଲ ତାଡ଼ି ବେଲଗୁଣ୍ଠା ମୁଖ୍ୟ ସଡ଼କ ପାର୍ଶ୍ୱରେ ଥିବା ଲୋକନାଥ ଭବନରୁ ନଗଦ 82000 ଟଙ୍କା ସହ କିଛି ସୁନା ଅଳଙ୍କାର ଚୋରି କରିନେଇଥିଲେ I ଏନେଇ ଚୋରିର ଶିକାର ହୋଇଥିବା କାଳୁ ଚରଣ ପଣ୍ଡା ବେଲଗୁଣ୍ଠା ଫାଣ୍ଡିରେ 16 ତାରିଖରେ ଅଭିଯୋଗ କରିବା ପରେ ଫାଣ୍ଡି ଅଧିକାରୀ ପ୍ରକାଶ ସାହୁ ଘଟଣା ସ୍ଥଳକୁ ଯାଇ ଅନୁସନ୍ଧାନ କରିବା ସହ 542/20 ରେ ଏକ କେସ୍ ରୁଜୁ କରି ତଦନ୍ତ ଜାରି ରଖିଥିଲେ I ଦୀର୍ଘ ଏକ ମାସର ତଦନ୍ତ ପରେ ଏହି ଘଟଣାରେ ପୋଲିସ୍ ଆଜି ଚାରି ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ 45250 ଟଙ୍କା ସହ ଗୋଟିଏ ସୁନା ମୁଦି, ରୂପା ସିନ୍ଦୁର ଫରୁଆ, ରୂପା ପାଉଁଜି ସହିତ୍ ଚୋରିରେ ବ୍ୟବହୃତ ଦୁଇଟି ସାଇକେଲ୍ ହାତୁଡି, ସ୍କୃ ଡ୍ରାଇଭର ସହିତ୍ ଅନ୍ୟାନ୍ୟ କବାଟ ଭଙ୍ଗା ସାମଗ୍ରୀ ଜବତ କରିଛି I ଗିରଫ ହୋଇଥିବା ସମସ୍ତ ଚାରି ଜଣ ହେଲେ ବୁଗୁଡା ଗୋଲାପୂରର ଲକ୍ଷ୍ମୀ ପାତ୍ର (46), ଲକ୍ଷ୍ମୀ ପାତ୍ରର ପୁଅ ଉତ୍ତମ ପାତ୍ର (25), ଲକ୍ଷ୍ମୀ ପାତ୍ରର ଜ୍ୱାଇଁ ପୋଚାଲୁଣ୍ଡି ଗ୍ରାମର ଚିରଞ୍ଜିବୀ ପାତ୍ର ଏବଂ ଶଳା ନରସିଂହପୁର ରଣେଶପୁରର ଜାପାନୀ ପାତ୍ର ଓରଫ ମୁନା I ଘଟଣାର ତଦନ୍ତ କରି ଏହି ବାପ ପୁଅ ଗ୍ୟାଙ୍ଗ୍ ଆଗରୁ ବୁଗୁଡା, ଜଗନ୍ନାଥପ୍ରସାଦ ,ଭଞ୍ଜନଗର, ଶେରଗଡ଼, ଧରାକୋଟ, ବଡ଼ଗଡ଼, ପାଟପୁର ଆଦି ଅଞ୍ଚଳରେ 11 ଟି ମାମଲାରେ ସମ୍ପୃକ୍ତି ଥିବା ଜାଣି ପାରିଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like