-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

ସରପଞ୍ଚଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ । ଭୋଟ ଦେଇନଥିବାରୁ ପାଣି ଯୋଗାଇବାକୁ ମନା କରୁଛନ୍ତି ସ୍ଥାନୀୟ ଜନପ୍ରତିନିଧି ।

29-May-2022



 ବଲାଙ୍ଗୀର , ପାଟଣାଗଡ ବ୍ଳକ ର ତମିଆ  ପଞ୍ଚାୟତ ଭୋଟରେ ମୋତେ ଭୋଟ୍ ଦେଲନି ପାଣି ମିଳିବନି । ସରପଞ୍ଚଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ବାଗବାହାଲି ଗାଁରୁ । ପାଟଣାଗଡ ବ୍ଲକର ତମିଆଁ ପଞ୍ଚାୟତର ବାଗବାହାଲି ଗାଁ । ଗାଁରେ ଜନସଂଖ୍ୟା ୫୦୦ରୁ ଅଧିକ । ଏଠାରେ ବର୍ଷ ତମାମ୍ ପିଇବା ପାଣିର ଅସୁବିଧା ଲାଗି ରହିଛି । ଖରାଦିନେ ସମସ୍ୟା ଦ୍ୱିଗୁଣିତ ହେଉଛି । ଗାଁରେ ଥିବା ୩ଟି ନଳକୁପରୁ ୨ଟି ଅଚଳ ହୋଇଯାଇଛି । ଗୋଟିଏରୁ ଆବଶ୍ୟକ ମୁତାବକ ପାଣି ବାହାରୁ ନଥିବାରୁ ବାଲିଚୂଆ କରି ପାଣି ସଂଗ୍ରହ କରିବାକୁ ପଡୁଛି । ଗରା-ବାଲଟି ଧରି ମହିଳାମାନେ ଘର ଠାରୁ ଏକ କିଲୋମିଟର ଦୂର ନଦୀକୁ ଯାଇ ପାଣି ଆଣୁଛନ୍ତି । ନଳକୂଅ ସଜାଡିବାକୁ ଆଗ୍ରହ ପ୍ରକାଶ କରୁନାହାନ୍ତି ସ୍ଥାନୀୟ ଜନପ୍ରତିନିଧି । ପାଣି ସମସ୍ୟାକୁ ନେଇ ନିର୍ବାଚିତ ସରପଞ୍ଚଙ୍କ ବିରୋଧରେ ସାଘାଂତିକ ଅଭିଯୋଗେ ଆଣିଛନ୍ତି ଗ୍ରାମବାସୀ । ଗତ ନିର୍ବାଚନରେ ଭୋଟ ଦେଇନଥିବା ଆଳ ଦେଖାଇ ସରପଞ୍ଚ ନଳକୂପ ସଜାଡିବା ଦିଗରେ ପଦକ୍ଷେପ ନେଉନାହାନ୍ତି କି ପିଇବା ପାଣି ଯୋଗାଇବାର ବିକଳ୍ପ ବ୍ୟବସ୍ଥା କରୁନାହାନ୍ତି ବୋଲି ଲୋକେ ଅଭିଯୋଗ କରିଛନ୍ତି । ସେପଟେ ତମିଆଁ ପଞ୍ଚାୟତର ମହିଳା ସରପଞ୍ଚ ତାହେରା ବିବି ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଦୁଇ ଦିନ ହେବ ପାଣି ଦେଉଥିବା କହିଛନ୍ତି ।ଏହିଵିସୟ ଟି ଧୀରେ ଧୀରେ ବଲାଙ୍ଗୀର ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି।(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like