-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଗୁଡଭେଲା ସମ୍ବାଦ ସାହିତ୍ୟ ଘରର "ବିଶ୍ବ ତାପନ ତାର କାରଣ ଓ ନିରାକରଣ" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

30-May-2022



ଗୁଡଭେଲା(ପ୍ରେରଣା ଖବର) : ସମ୍ବାଦ ସାହିତ୍ୟଘର, ଗୁଡଭେଲା ଆନୁକୂଲ୍ୟରେ "ବିଶ୍ବ ତାପନ ତାର କାରଣ ଓ ନିରାକରଣ" ଶୀର୍ଷକ ଆଲୋଚନା ଚକ୍ର ରବିବାର ଅପରାହ୍ଣରେ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ତୁଷୁରା ଠାରେ ସଭାପତି ଶ୍ରୀ ଶ୍ୟାମ
ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ସଂପାଦକ ଆଶୁକବି ହେମନ୍ତ ଦାଶଙ୍କ ସଂଯୋଜନାରେ ଅନୁଷ୍ଠିତ ଆଲୋଚନା ଚକ୍ର ରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାମଦତ୍ତ ଭୋଇ ଯୋଗଦେଇ ବିଶ୍ବ ତାପନ କୁ ନିୟନ୍ତ୍ରଣ କରିବାକୁ ହେବେ ପର୍ଯ୍ୟାପ୍ତ ବନୀକରଣ କରିବାକୁ ହେବ ବୋଲି କହିଥିଲେ, ଏବଂ ସମସ୍ତେ ରାସ୍ତା କଡରେ ମଞ୍ଜି ବୁଣିବାକୁ ଆହ୍ବାନ ଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ସାହିତ୍ୟିକ, ଆଲୋଚକ ଶ୍ରୀ ତୁଳସୀ ଜୈନ ପରିବେଶ ଦୂଷିତୀକରଣ ନ ରୋକିଲେ ଜନ ସାଧାରଣ ଆଗକୁ ଭୟଙ୍କର ସ୍ଥିତିର ସାମ୍ନା କରିବେ ବୋଲି କହିଥିଲେ। ଡଃ ସୁଧାଂଶୁ ଭୂଷଣ ମେହେର ସମ୍ମାନୀତ ଅତିଥି ଭାବେ ଯୋଗଦେଇ ବିଶ୍ବ ତାପନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ମୁଖ୍ୟବକ୍ତା ଭାବରେ ଯୋଗଦେଇ ଓଡିଆ ଅଧ୍ୟାପକ ଡଃ ଜଳଧର ମାଝୀ ବିଶ୍ବ ତାପନର କାରଣ ଓ ନିରାକରଣ ଉପରେ ପ୍ରାଞ୍ଜଳ ଭାବରେ ବ୍ୟାଖ୍ୟା କରିଥିଲେ। ନିମନ୍ତ୍ରିତ ଅତିଥୀ ଶ୍ରୀ ବରୁଣ ସାହୁ
ବିଶ୍ବ ତାପନ ବୃଦ୍ଧି ପାଇଁ ମାନବର ସୁଖ ସ୍ବାଛନ୍ଦ୍ୟ ଜୀବନ ଶୈଳୀ ଦାୟୀ ବୋଲି ମତ ପୋଷଣ କରିଥିଲେ। ସମାଜସେବୀ ମନ୍ମଥ ପୁରୋହିତ ଓ ସାଧୁ ଚରଣ ପ୍ରଧାନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। 
       ସାହିତ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କବି ଶୁଭ୍ରାଂଶୁ ଭୂଷଣ ମେହେର ଓ କବି ସନ୍ତୋଷ କୁମାର ବେହେରାଙ୍କୁ ସମ୍ବାଦ ସାହିତ୍ୟ ଘର ତରଫରୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।
    ଦ୍ବିତୀୟ ପର୍ଯ୍ୟାୟରେ କବି ଦେବେନ୍ଦ୍ର ଭୋଇଙ୍କ ସଂଯୋଜନାରେ କବିତା ପାଠ ଅନୁଷ୍ଠିତ ହୋଇଥିଲା। ଏଥିରେ କବୟିତ୍ରୀ ବବିତା ନାୟକ, ହୀରାବତୀ ସାହୁ, କନକଲତା ପଣ୍ଡା, ତୃପ୍ତିମୟୀ ତ୍ରିପାଠୀ, ହେମବନ୍ତୀ ଭାଟି, ଆଲିଶା ପୁରୋହିତ, ଲକ୍ଷ୍ମୀପ୍ରିୟା ଧରୁଆ ଓ କବି ସନ୍ତୋଷ କୁମାର ବେହେରା, ଭକ୍ତବନ୍ଧୁ ସାହୁ, ନିତ୍ୟାନନ୍ଦ ଷଡଙ୍ଗୀ, ଦଶରଥ ସାମଲ୍, ଅବନୀ ସାହୁ, ରତି ରଞ୍ଜନ ଝାଙ୍କର, ଲିପୁନ୍ ସାହୁ, କୃଷ୍ଣେନ୍ଦୁ ହୋତା,
ନେପାଳ ଘିଭେଲା, ଶୁଭ୍ରାଂଶୁ ଭୂଷଣ ମେହେର,
ଦେବାଶିଷ ମହାପାତ୍ର, ଚୁଟୁ ନାଗ, ଶୁଭେନ୍ଦୁ ପ୍ରସାଦ ଷାଣ୍ଢ, ପ୍ରହଲ୍ଲାଦ ଦଣ୍ଡସେନା, ଶ୍ୟାମ ସୁନ୍ଦର ପ୍ରଧାନ, ସୁବଲ କୁମାର ସାହୁ, ପ୍ରକାଶ ନାଗ,ଡଃ ସୁଧାଂଶୁ ମେହେର, ଆଶୁକବି ହେମନ୍ତ ଦାଶ ପ୍ରମୁଖ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ କବୟିତ୍ରୀ ବବିତା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like