-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ନିରୀହ ବିକଳାଙ୍ଗର ଘରଡିହ ଚିହ୍ନଟ ହେବ କେବେ ?

30-May-2022



ଆଗଲପୁର (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ପଞ୍ଚାୟତସ୍ଥିତ ଭରସୂଜା ଗ୍ରାମର ବାଲେସ୍ୱର ରଣା ଜଣେ ନିରୀହ, ବିକଳାଙ୍ଗ, ଖଟିଖିଆ, ଦିନ ମଜୁରିଆ ଅଟେ l ତାଙ୍କର ନିଜର ରୟତୀ ଘରଡିହ 362, 363 ପ୍ଲଟ ସହିତ ମୋଟ 27 ଡିସମିଲ ରହିଛି l ଉକ୍ତ ଡିହକୁ ପଡୋଶୀ  ଶିବପ୍ରସାଦ ପାତ୍ର ଜବର ଦଖଲ କରି ନିଜର ବୋଲି ଗଣ୍ଡ ଗୋଲ କରୁ ଥିବାରୁ ଉକ୍ତ ସ୍ଥାନରେ ବାଲେଶ୍ଵର ରଣା ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ଗୃହ ଟିଏ ସରକାରଙ୍କ ତରଫରୁ ପାଇଥିବା ସୂଚନା ଦେଇଛନ୍ତି l ଶିବପ୍ରସାଦ ପାତ୍ର ଏହି ସ୍ଥାନରେ ଜବର ଦଖଲ କରି ଘର ତିଆରି କରି ଦେଉ ନାହାନ୍ତି ବରଂ ଘରୋଇ ଅମିନ ଆଣି ନିଜର ବୋଲି ଦାବୀ ସାବ୍ୟସ୍ତ କରୁଛି l ଏଣୁ ଗତ ଛଅମାସରୁ ଉର୍ଦ୍ଧହେବ ତହସିଲ, ପୁଲିସ ତଥା ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଗୋଚର କଲେ ସୁଦ୍ଧା କର୍ଣ୍ଣପାତ କରୁ ନାହାନ୍ତି l ଅପର ପକ୍ଷରେ ସଦାଶିବ ପାତ୍ର ପ୍ରଶାସନର ତଳିଆ କର୍ମଚାରୀଙ୍କୁ ହାତଗୁଞ୍ଜ ଲାଞ୍ଚଦେଇ ଉକ୍ତ ସ୍ଥାନକୁ ମାପିବାକୁ ମନାକରୁ ଥିବା ବିଶ୍ଵସ୍ତ ସୂତ୍ରରୁ ପ୍ରକାଶ l ଉଚ୍ଚ ସ୍ତରୀୟ କର୍ମଚାରି ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ, ତହସିଲ ଦାର ସହୃଦୟ ପୂର୍ବକ ଦୃଷ୍ଟିଦେଇ ଠିକ ଭାବେ ଘରଡୀହ ମାପ କରାଇ ଘର ନିର୍ମାଣ ପାଇ ଦୃଷ୍ଟି ଦେବାକୁ ଅନୁରୋଧ ପୂର୍ବକ ସଦାଶିବ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀଙ୍କ ସହ ବାଲେଶ୍ଵର ରଣା ଦାବି କରନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like