-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ମହୁରୁଣ୍ଡି ଗାଁରେ ପବିତ୍ର ସାବିତ୍ରୀ ବ୍ରତ ପାଳିତ

30-May-2022



ପାଟଣାଗଡ଼ / ଖପ୍ରାଖୋଲ : ଆଜି ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଖପ୍ରାଖୋଲ ପଞ୍ଚାୟତ ମହୁରୁଣ୍ଡି ଗାଁରେ ପବିତ୍ର ସାବିତ୍ରୀ ବ୍ରତ ପାଳନ କରାଯାଇଥିଲା । ଗାଁର ସଧବା ନାରୀମାନେ ଓ ପୂଜକ ଯୁଧିଷ୍ଠିର ଥାନାପତି ପୂଜାରେ ଉପସ୍ଥିତ ଥିଲେ । ଆଜି ହେଉଛି ପବିତ୍ର ସାବିତ୍ରୀ ବ୍ରତ । ସଧବା ନାରୀମାନେ ଏହି ଦିନ ସ୍ୱାମୀଙ୍କ ଦୀର୍ଘ ଆୟୁଷ ଓ ମଙ୍ଗଳ କାମନା କରି ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି । ପ୍ରତ୍ୟେକ ନାରୀ ନିଜ ସ୍ୱାମୀଙ୍କର ସୁନ୍ଦର ସ୍ୱାସ୍ଥ୍ୟ ଓ ନିରାମୟ ଜୀବନ ଲାଗି ଦେବୀ ସାବିତ୍ରୀଙ୍କ ନିକଟରେ ପ୍ରାର୍ଥନା କରିଥାନ୍ତି । ପୂରାଣ କଥା ବସ୍ତୁ ଅନୁସାରେ ଦେବୀ ସାବିତ୍ରୀ ନିଜ ସ୍ୱାମୀଙ୍କୁ ଯମ ଦେବତାଙ୍କଠାରୁ ଫେରାଇ ଆଣିଥିଲେ । ସେହିଦିନଠାରୁ ସମସ୍ତ ସଧବା ନାରୀମାନେ ନିଜ ନିଜ ସ୍ୱାମୀ ମାନଙ୍କ ପାଇଁ ଏହି ବ୍ରତ ପାଳନ କରିଥାନ୍ତି । ଏହି ଅବସରରେ ଲକ୍ଷ୍ମୀ ନାରାୟଣଙ୍କ ମୂର୍ତ୍ତି ସ୍ଥାପନା କରି ପୂଜା କରାଯାଏ । ଉଖୁଡ଼ା , ନଡ଼ିଆ , ଆଖୁ , ଖଇ , ଛେନା , ଗୁଡ଼ , ନାନାଦି ଫଳ ସଜାଡ଼ି , ଅରୁଆ ଚାଉଳ , ଦୁବ ଓ ନାନା ପ୍ରକାର ଫୁଲରେ ପୂଜା କରାଯାଏ । ଏହାପରେ ବ୍ରତକାରିଣୀମାନେ ବ୍ରତ ବାନ୍ଧନ୍ତି । ଏହି ଦିନ ନାରୀମାନେ ଘର ଅଗଣାରେ ବୃନ୍ଦାବତୀଙ୍କ ନିକଟରେ ମଧ୍ୟ ପୂଜା କରିଥାନ୍ତି । ନୂଆ ଶାଢ଼ୀ , ଶଙ୍ଖା , ସିନ୍ଦୂର , ନାଲି ବ୍ରତ ଓ ଭୋଗ ସଜାଡ଼ି ରଖନ୍ତି । ପାଚିଲା ଆମ୍ବ , ପଣସ , ସପୁରି , ତାଳସଜ , ନଡ଼ିଆ , କଦଳୀ , ଲିଚୁ , ଜାମୁକୋଳି ଆଦି ୬୪ ପ୍ରକାର ପକ୍ୱଫଳ ଓ ଧୂଆମୁଗ ନୈବେଦ୍ୟ ରୂପେ ବଢାଯାଏ । ଅଳତା-ସିନ୍ଦୂର ପିନ୍ଧି ସଜେଇ ହୋଇ ପୂଜା ପାଇଁ ଅପେକ୍ଷା କରିଥାନ୍ତି । ତା’ପରେ ପୂଜକ ପୂଜା କରନ୍ତି । ପୂଜା ହୋଇଥିବା ଶାଢ଼ୀ , ଚୁଡ଼ି ଓ ସିନ୍ଦୂର ପିନ୍ଧି ବୃନ୍ଦାବତୀଙ୍କୁ ବନ୍ଦାପନା କରି ସ୍ୱାମୀଙ୍କ ଆଶୀଷ ନେଇ ଜଳ ଗ୍ରହଣ କରନ୍ତି । ଶିଳପୁଆରେ ମଧ୍ୟ କେହି କେହି ସାବିତ୍ରୀ ବ୍ରତ ପୂଜା କରିଥାନ୍ତି । ଏହି ବ୍ରତରେ ଦେବୀ ସାବିତ୍ରୀ , ଯମଦେବତା ଓ ସତ୍ୟବାନଙ୍କୁ ପୂଜା କରାଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like