-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ମନୋରଞ୍ଜନ

ସାବିତ୍ରୀ ବ୍ରତ ଅବସରରେ ରିଲିଜ ହେଲା "ପୁରୁଣା ଚିଠି"

30-May-2022



 ବେଦି ସିନେ ପ୍ରଡକ୍ସନ୍ ର ୨୪ତମ ଅବଦାନ "ପୁରୁଣା ଚିଠି" କାହାଣୀ ଆଲବମ ଆଜି ସାବିତ୍ରୀ ବ୍ରତ ଅବସରରେ ରିଲିଜ ହେଇସାରିଛି । "ସବୁସରିଗଲା ସବୁ ଚାଲିଗଲା ରହିଗଲା କେବଳ ତୋମ ପୁରୁଣା ଚିଠି ତୋମ ପୁରୁଣା ଚିଠି"  ଏହି ସୁନ୍ଦର ଆଲବମରେ ଏମିତି ଏକ ପ୍ରେମ କାହାଣୀ ବିଷୟରେ ବର୍ଣ୍ଣନା କରାଯାଇଛି, ଯାହା ଆପଣ କେବେ କେଉଁଠି ଦେଖିନଥିବେ ବୋଲି ଡ଼ାଇରେକ୍ଟର ଓ ଲେଖକ ମିଲନ ବେଦୀ ପ୍ରକାଶ କରିଛନ୍ତି। ଏହି ଭିଡିଓଟି ଏକ ଦୁଃଖଦାୟକ କାହାଣୀ ସଂଗୀତ ଅଟେ। ଭୀର ଓ ସିମ୍ରାନ ଏହି ସଂଗୀତରେ ହିରୋ ଓ ହିରୋଇନ ଚରିତ୍ରରେ ସୁନ୍ଦର ପରିବେଷଣ କରିଛନ୍ତି। ମିଲନ ବେଦୀ ଖୁବ ସୁନ୍ଦର ଭାବରେ କାହାଣୀକୁ ସଜେଇଥିବା ବେଳେ ଡିଓପି ଚିନ୍ମୟ, ପୋଷ୍ଟର ଡିଜାଇନ୍ ଓ ଏଡିଟିଂ ର ଭାର ପ୍ରେମ ବେଦୀ ଖୁବ ସୁନ୍ଦର ଭାବରେ ସମ୍ଭାଳିଛନ୍ତି। ପ୍ରଡ଼କସନର ଭାର ସମ୍ଭାଳିଛନ୍ତି ଦେବବ୍ରତ ଦେ, ସହକାରୀ ନିର୍ଦ୍ଦେଶକ ସିଦ୍ଧାର୍ଥ ପଣ୍ଡା, ମେଡ଼ିଆ ପାର୍ତ୍ନେର୍ ଦୀପଟୋଗ୍ରାଫ୍ୟ, ସପୋର୍ଟିଙ୍ଗ ପାର୍ଟନର  ଦେଵ ଫୋଟୋଗ୍ରାଫ୍ୟ, ମର୍କେତିଙ୍ଗ୍ ବିଭାଗ କ୍ରିଷ୍ଣା ଖୁବ ସୁନ୍ଦର ଭାବରେ ସମ୍ଭାଳିଛନ୍ତି। ଏହି ଭିଡ଼ିଓକୁ ଅଧିକରୁ ଅଧିକ ଦେଖି ବହୁତ ଭଲ ପାଇବା ଦେବାକୁ ପ୍ରଡକ୍ସନ୍ ପକ୍ଷରୁ କରାଯାଇଛି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm