-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ପିଏମ କେୟାର ଯୋଜନାର ଶୁଭାରମ୍ଭ l କୋଭିଡ୍ ମହାମାରୀ ସମୟର ଅନାଥ ପିଲାମାନଙ୍କୁ ସହାୟତା କରିବ ପ୍ରଶାସନ

30-May-2022



 ସୁବର୍ଣ୍ଣପୁର,ସମଗ୍ର ଦେଶରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍ ମହାମାରୀ ସମୟରେ  ଉଭୟ  ପିତାମାତା ତଥା ଅବିଭାବକ ଙ୍କୁ ହରାଇ ଥିବା ଅନାଥ ପିଲାମାନଙ୍କୁ ପିଏମ କେୟାର ଯୋଜନା ମାଧ୍ୟମରେ ବିଭିନ୍ନ ସହାୟତା ପ୍ରଦାନ କରିଛନ୍ତି I  ଆଭାସୀ ଜରିଆରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ  କେନ୍ଦ୍ର ମହିଳା ଏବଂ ବାଳ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ,  ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ କାର୍ଯ୍ୟାଳୟ ଯୋଡି ହୋଇଥିଲା I ଏହି ଯୋଜନାରେ  ଲାଭାର୍ଥି ମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ବାରା ଦଶ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସହିତ, ପିଏମ ଜୟ  ହେଲଥ୍ କାର୍ଡ ରେ ପାଞ୍ଚ ଲକ୍ଷ ଟଙ୍କା ର ସ୍ୱାସ୍ଥ୍ୟ ବୀମା,  ପ୍ରଧାନ ମନ୍ତ୍ରୀ ଙ୍କ ବ୍ୟକ୍ତିଗତ ପତ୍ର ଇତ୍ୟାଦି ମିଳିବ l ସେହିଭଳି ସେମାନଂକୁ ଓଡିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ 22 ରୁ ପ୍ରତିମାସ ମିଶନ ବାତ୍ସଲ୍ୟ ଯୋଜନା ରେ ଚାରି ହଜାର ଟଙ୍କା,  ଶିଶୁ ମାନଙ୍କୁ ଅଠର ବର୍ଷ  ହେବାଯାଏଁ ଆଶୀର୍ବାଦ ଯୋଜନାରେ ପ୍ରତିମାସ ଅଢେଇ ହଜାର ଟଙ୍କା ସହାୟତା  ପ୍ରଦାନ କରାଯିବ l ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ସହିତ ଏହାଙ୍କୁ  ଖାଦ୍ୟ  ନିରାପତ୍ତା ଯୋଜନାରେ ସାମିଲ କରାଯିବ l ଏହାସହିତ ଏହି ପିଲାମାନଙ୍କୁ ନିକଟବର୍ତ୍ତୀ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଭଲ ସ୍କୁଲ ରେ ଆଡ଼ମିସନ୍ କରାଯିବ I  ସୁବର୍ଣ୍ଣପୁର ଜିଲ୍ଲା ରେ ଆଜି ଏହି କାର୍ଯ୍ୟକ୍ରମ ଏନ୍ ଆଇ ସି ଏବଂ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l  ପିଡି ଡିଆରଡିଏ ଡ଼ୋଲାମଣୀ ପଟେଲ୍ ଏଥିରେ ଅଧ୍ୟକ୍ଷତା କରି ହିତାଧିକାରୀ ମାନଙ୍କୁ ଦଶ ଲକ୍ଷ ଟଙ୍କାର ବ୍ଯାଙ୍କ ପାସବୁକ ସହିତ ଉପରୋକ୍ତ ସମସ୍ତ ସହାୟତା ପ୍ରଦାନ କରିଥିଲେ I ଏହି ଯୋଜନାରେ ଜିଲ୍ଲାର  ମହୁଲେ ଗ୍ରାମର ମନ୍ଦାକିନୀ ଓ ସୁଵାସିନୀ ମହାନନ୍ଦ, ସାନ ଫଟାମୁଣ୍ଡା ର ସିଦ୍ଧାନ୍ତ ଓ ସ୍ମୃତି ଭୁଏ ଏବଂ ରକ୍ସ୍I ଗାଁ ର ସ୍ମିତାଞ୍ଜଳି କୁଅଁର ହିତାଧିକାରୀ ଭାବରେ ଉପସ୍ଥିତ ଥିଲେ I  ଏମାନଙ୍କୁ ଏହାସହିତ ଜିଲ୍ଲା ପ୍ରଶାସନ ତରଫରୁ ସ୍କୁଲ ବେଗ,  ଛତା ଏବଂ ପାଣି ବୋତଲ ଉପହାର ଦିଆଯାଇଥିଲା I ଆଜିକାର କାର୍ଯ୍ୟକ୍ରମରେ  ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ବରିଷ୍ଠ ଆଇନଜୀବୀ ମଧୁସୂଦନ ପଧାନ,  କିଶୋର ନ୍ୟାୟ ବୋର୍ଡ ସଭ୍ଯ ଆଇନଜୀବୀ ଛବିଳ କର୍ଣ୍ଣ,  ମଞ୍ଜୁଲତା ବାବୁ, ଏନ୍ଆଇସି ଅଧିକାରୀ ବିକାଶ  ନାୟକ, ଶିଶୁ ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସଭା ପରିଚାଳନା କରିଥିଲେ  ଏବଂ ଏଥିରେ କେଶବ ଚନ୍ଦ୍ର ମେହେର, ମାଳତୀ ଜେନା, ରଜନୀକାନ୍ତ ରଥ,  ଜିତେନ୍ଦ୍ରିୟ ନାୟକ,  ଥବିର କାଲସେ ,ସ୍ଵାଗତ ରାଜ ମିଶ୍ର, ବିଶ୍ଵେଶ୍ଵର ହୋତା,  ରୁଦ୍ରପ୍ରସନ୍ନ ମିଶ୍ର  ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like