-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

ରକ୍ତଦାନ କଲେ ଯୁବ କୁଲୁତା ସମାଜର ଦୁଇ ସଦସ୍ୟ

30-May-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) : ଆଗଲପୁର ବ୍ଲକ ଖୁଟୁଲିମୁଣ୍ଡା ଗ୍ରାମର ଅଞ୍ଜଳି ପ୍ରଧାନ (୨୪) ଗତ ୫ ଦିନ ହେଲା ବଲାଙ୍ଗିର ଭୀମ ଭୋଇ ମେଡିକାଲ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତ ପରିମାଣ ୪.୫ ଥିବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ ପରମର୍ଶ ଦେଇଥିଲେ । ଅଞ୍ଜଳି ପ୍ରଧାନଙ୍କ ବାପା ୪ ଦିନ ହେଲା ରକ୍ତ ପାଇଁ ରକ୍ତ ଭଣ୍ଡାର ତଥା ଅନେକ

ଲୋକଙ୍କୁ ରକ୍ତ ପାଇଁ ସହଯୋଗ ମାଗିଥିଲେ ମଧ୍ୟ ରକ୍ତ ପାଇ ନ ପାରି ନିରୁତ୍ସାହ ହୋଇ ପଡିଥିଲେ । ଶେଷରେ ଆଜି ପଞ୍ଚମ ଦିନରେ ଜିଲ୍ଲା ଯୁବ କୁଲୁତା ସମାଜ ପାଖକୁ ଏହି ଖବରଟି ପହଞ୍ôଚଲା । ଖବର ପାଇବା ମାତ୍ରେ ଜିଲ୍ଲା ଯୁବ କୁଲୁତା ସମାଜ ସଭାପତି ଅସୀମ କୁମାର ଭୋଇ ଙ୍କ ନେତୃତ୍ୱରେ ଇନ୍ଦିରାନଗରର ରମେଶ ଭୋଇ ଓ ଆଗଲପୁର ବ୍ଲକର

ବିରେନ୍ଦ୍ର ପ୍ରଧାନ ଆସି ରକ୍ତଦାନ କରିଥିଲେ । ପ୍ରକାଶ ଥାଉକି ବଲାଙ୍ଗିର ବ୍ଲଡ ବ୍ୟାଙ୍କରେ ବି ପୋଜିଟିଭ୍ ରକ୍ତ ଗଚ୍ଛିତ ନ ଥିବା ବ୍ଲଡ ବ୍ୟାଙ୍କ କର୍ମଚାରୀ ଗଣ କହିଥିଲେ ଯଦ୍ୱାରା ଏହି ରକ୍ତ ର ଆବଶ୍ୟକତା ହେଉଥିବା ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ରକ୍ତଦାନ ସମୟରେ ଜିଲ୍ଲା ଯୁବ କୁଲୁତା ସମାଜର ସକ୍ରିୟ ସଦସ୍ୟ ଜିତେନ୍ଦ୍ର ବିଶ୍ୱାଲ, ମୁକେଶ ପ୍ରଧାନ ଓ ଗୋବର୍ଦ୍ଧନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like