-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଓଜେୟୁର ଜ଼ିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ, ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ଦାବି

30-May-2022



ସମ୍ବଳପୁର(ସଂଜୀବ ପାଣୀଗ୍ରାହିଙ୍କ ରିପୋର୍ଟ): ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର କାର୍ଯ୍ୟକାରିଣୀ କମିଟି ବୈଠକ ସୋମବାର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା I ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ଏହି ବୈଠକରେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ରାଶି ୨ ଲକ୍ଷ ରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ଦାବି କରାଯାଇଛି I ଏହା ସହିତ ଆଗାମୀ ବିଧାନସଭା ଅଧିବେଶନରେ ସାମ୍ବାଦିକ ମାନଙ୍କ ସକାଶେ "ସାମ୍ବାଦିକ ସୁରକ୍ଷା ଆଇନ " ବିଲ ଆଗତ  କରିବା, କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ  ପାଇଁ କଠୋର ଦଣ୍ଡ ବିଧାନ ଆଇନ ପ୍ରଣୟନ କରିବା,୬୦ ବର୍ଷରୁ ଉର୍ଦ୍ଧ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନସନ ବୀମା ଭୁକ୍ତ କରିବା, ଏକ୍ରିଡ଼ିଏସନ ନିୟମ ପରିବର୍ତ୍ତନ କରିବା, ଯାତାୟତ ସମୟରେ ରିହାତି ଦେବା, ଟୋଲ ଟେସ୍କ ଛାଡ଼ କରିବା, ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ  ପୂର୍ଣ୍ଣାଙ୍ଗ ତାଲିକା ସଂଗ୍ରହ ପୂର୍ବକ ରାଜ୍ୟ ଗେଜେଟରେ ପ୍ରକାଶ କରିବା, ସାମ୍ବାଦିକ ଆବାସ ଯୋଜନା 

ପ୍ରଣୟନ କରିବା, ସାମ୍ବାଦିକଙ୍କ ସକାଶେ ଉଦ୍ଧିଷ୍ଟ ବ୍ୟାଙ୍କ ଋଣକୁ ସରଳୀକରଣ କରିବା ଆଦି ଦାବି କରାଯାଇଛି I ସଂଘର ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର, ସହ ସମ୍ପାଦକ ଅମଲେନ୍ଦୁ ନାୟକ, ସାଧବ ପ୍ରଧାନ, ଅଜୟ ନାଥ, ନବୀନ ଦାଶ, ହରି ଶଙ୍କର ମିଶ୍ର, ଜିତୁ ନନ୍ଦ, ଚୈତନ୍ୟ ନାୟକ, ସୁବ୍ରତ ପାଢ଼ୀ, ଦେବାଶିଷ ବେହେରା, ସଞ୍ଜିବ ପାଣିଗ୍ରାହୀ, ମାନସ ସାହୁ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରି ସୁଚିନ୍ତିତ ମତାମତ ଦେଇଥିଲେ I ଜିଲ୍ଲା  ସାଧାରଣ ସମ୍ପାଦକ ସରୋଜ ସାହୁ ବିବରଣୀ ଉପସ୍ଥାପନ କରିଥିବା ବେଳେ ପରିଶେଷରେ ସହ ସମ୍ପାଦକ ଜୁସ୍ମନ ରାଣା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like