-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ମନୋରଞ୍ଜନ

ଝିଲିକ୍ ମୋସନ ପିକ୍‌ଚର୍ସର ଚତୁର୍ଥ ଅବଦାନ ‘ପ୍ରିୟେ ତୁ ମୋ ସିଏ’ର ଶୁଭ ମହୁରତ

30-May-2022



ଭୁବନେଶ୍ଵର : ଓଡିଆ ସିନେମା ଇଣ୍ଡଷ୍ଟ୍ରିରେ ଚହଳ ପକାଇଛି ଝିଲିକ୍ ମୋସନ ପିକ୍‌ଚର୍ସ । ଗୋଟିଏ ପରେ ଗୋଟିଏ ଓଡିଆ ସିନେମା ନିର୍ମାଣ କରି ଏବେ ଚର୍ଚ୍ଚାରେ ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଝିଲିକ୍ ଭଟ୍ଟାଚାର୍ଯ୍ୟ । ଝିଲିକ୍ ମୋସନ ପିକ୍‌ଚର୍ସର ଚତୁର୍ଥ ଅବଦାନ ‘ପ୍ରିୟେ ତୁ ମୋ ସିଏ’ର ଆଜି ଶୁଭ ମହୁରତ ଅନୁଷ୍ଠିତ ହୋଇଛି । କଟକ ସ୍ଥିତ ମା’ ଚଣ୍ଡୀ ମନ୍ଦିର ଠାରେ ନୂଆ ସିନେମାର ଶୁଭ ମହୁରତ ସହ ସ୍କ୍ରିପ୍ଟ ପୂଜା ଶେଷ ହୋଇଛି । ଏହି କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ, କାର୍ଯ୍ୟନିର୍ବାହୀ ପ୍ରଯୋଜକ ଅରୁଣ ସ୍ୱାଇଁ, ଚଳଚ୍ଚିତ୍ରର ନାୟିକା ଏଲିନା ସାମନ୍ତରାୟ, ଅଭିନେତା ଭୁପତି ତ୍ରିପାଠୀ, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ପ୍ରମୁଖ ଉପସ୍ଥିତ ରହିଥିଲେ । 

ଆସନ୍ତା ଜୁନ ୧ ତାରିଖ ଠାରୁ ଓଡିଶାର ବିଭିନ୍ନ ସ୍ଥାନରେ ଚଳଚ୍ଚିତ୍ରର ସୁଟିଂ ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି । ଏହି ସିନେମାର ନାୟକ ଭୁମିକାରେ ଅମ୍ଳାନ ଦାସ ଓ ନାୟିକା ଭାବେ ଏଲିନା ସାମନ୍ତରାୟ ନଜର ଆସିଥିବା ବେଳେ ବବି ମିଶ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ । ସେହିଭଳି ଅନ୍ୟାନ୍ୟ ଭୁମିକାରେ ଭୁପତି ତ୍ରିପାଠୀ, ଇଶା ବେବର୍ତ୍ତା, ଅଭିଷେକ ଗିରି, ଛନ୍ଦିତା ପାଢ଼ୀ ପ୍ରମୁଖ ନଜର ଆସିବେ । ସୁଧାଂଶୁ ମୋହନ ସାହୁ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଥିବା ବେଳେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ବୈଦ୍ୟନାଥ ଦାସ ଓ ସଂଳାପ ରଚନା କରିଛନ୍ତି ଶରଣାବିନ୍ଦ। ପୂର୍ବରୁ ଝିଲିକ୍ ମୋସନ ପିକ୍‌ଚର୍ସ ବ୍ୟାନରରେ ରୁଦ୍ରାଣୀ , କିସମିସ ଓ ତୋର ମୋର କଟି ସୁଟିଂ ଶେଷ ହୋଇ ରିଲିଜ୍ ଅପେକ୍ଷାରେ ରହିଛି । ଆଗାମୀ ରଥଯାତ୍ରାରେ ରୁଦ୍ରାଣୀ ସିନେମା ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ଘୋଷଣା କରିସାରିଛି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm