-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ସରପଞ୍ଚ ତାରାକାନ୍ତୀ ତାଣ୍ଡିଙ୍କ ଉଦ୍ୟମରେ କୂଅରୁ ସୁରକ୍ଷିତ ଭାବେ ବଳଦକୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

30-May-2022



ପାଟଣାଗଡ଼/ଖପ୍ରାଖୋଲ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଜିଲ୍ଲା ଖପ୍ରାଖୋଲ ବ୍ଲକ ଦମାଇଁପାଲି ପଞ୍ଚାୟତ ଅନ୍ତର୍ଗତ ବଡ଼ଉଡେନ ଗ୍ରାମର ଡୁଙ୍ଗୁରିପାଲି ପଡ଼ା  ଠାରେ ଏକ ବଳଦ ଅଳ୍ପକେ ମୃତ୍ୟୁ ମୁଖରୁ ବଞ୍ଚିପାରିଛି । 'ରଖେ ହରି ତ ମାରେ କିଏ ଆଉ ମାରେ ହରି ତ ରଖେ କିଏ" ଭଲି  କୂଅ ପାଖରେ ଚରୁ ଚରୁ ଏକ ବଳଦ ଗଭୀର କୁଅ ଭିତରେ ପଡିଯାଇଥିଲା । କୂଅରୁ ସୁରକ୍ଷିତ ଉଦ୍ଧାର ହେଲା   ବଳଦ ପାଣି ପିଇ ବାଡି କୁ ଚଳିବାକୁ ଯିବା ବେଳେ ଗୋଡ଼ ଖସି କୂଅରେ  ପଡି ଯାଇଥିବା ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ। ଖବର ପାଇ ଦମାଇଁପାଲି ପଞ୍ଚାୟତ ସରପଞ୍ଚ ତାରାକାନ୍ତୀ ତାଣ୍ଡି ଖପ୍ରାଖୋଲ  ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ଦେଢ ଘଣ୍ଟା ପରିଶ୍ରମ କରି ବଳଦକୁ କୂଅ ଭିତରୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି ।ପ୍ରାୟ ୪୦ ଫୁଟ ଗଭୀର କୂଅ ଭିତରେ ପଡିଥିଲେ ବି ବଳଦକୁ ଅକ୍ଷତ ଭାବେ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିବାରେ ସକ୍ଷମ ହୋଇଛନ୍ତି।  ବଳଦଟି ଏବେ ସୁସ୍ଥ ଥିବା ଜଣାପଡିଛି। ଖପ୍ରାଖୋଲ  ଅଗ୍ନିଶମ  ବିଭାଗ କର୍ମଚାରୀ ଚନ୍ଦ୍ର ମଣି ବାଗ , ପ୍ରେମାନନ୍ଦ ବେହେରା ସରୋଜ ସିଦ୍ଧାର ବେଲାର ସିଂ ପୁଟା ପ୍ରମୋଦ ସ୍ବାଇଁ ମୋହିତ ମୋହନ ଶବର ପ୍ରମୁଖ ପହଞ୍ଚି ବଳଦ କୁ ଉଦ୍ଧାର କରିଥିଲେ ।  କର୍ମଚାରୀଙ୍କୁ ପ୍ରଶଂସା କରିବା ସହ ସରପଞ୍ଚ ଶ୍ରୀମତୀ ତାରାକାନ୍ତୀ ତାଣ୍ଡିଙ୍କ ଏପରି ଉଦ୍ୟମ ତଥା ବିପଦ ର ବନ୍ଧୁ ଭଲି ସେବା ସହଯୋଗ ଉଦ୍ୟମ ଜାରି ରଖିଥିବା ହେତୁ ଅଞ୍ଚଳବାସୀ ଖୁସି ବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like