-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ତେରାପନ୍ଥ ସଭାର ବିଶେଷ ବୈଠକ , ସଭାପତି ମନୋନୟନ ହେଲେ ବଜରଙ୍ଗ ଜୈନ

31-May-2022



ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଅଗ୍ରୱାଲ ଜୈନ ତେରାପନ୍ଥ ଭବନ ଠାରେ ସ୍ଥାନୀୟ ତେରାପନ୍ଥ ସଭାର ଆଗାମୀ ୨୦୨୨-୨୪ ହେତୁ  ନୂତନ ସଭାପତି ଚୟନକୁ ନେଇ ଏକ ଵିଶେଷ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ସଭାପତି ମାଣିକ ଚନ୍ଦ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋଷାଧ୍ୟକ୍ଷ ରମେଶ ଜୈନ ତାଙ୍କର କାର୍ଯ୍ୟକାଳ ର ଆୟବ୍ୟୟ ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ ଓ ସମସ୍ତେ ତାହା ପାରିତ କରିଥିଲେ । ସମ୍ପାଦକ ପ୍ରସନ୍ନ ଜୈନ ତାଙ୍କର କାର୍ଯ୍ୟକାଳ ମଧ୍ୟରେ ତାଙ୍କର କାର୍ଯ୍ୟକାରିଣୀ ଟିମ ପକ୍ଷରୁ ଯେକୋୖଣସି ପ୍ରକାର ଯଦି ଭୁଲ ହୋଇଥାଏ ତାହେଲେ କ୍ଷମା ପ୍ରାର୍ଥନା କରିଥିଲେ ଓ ନୂତନ ସଭାପତି ଚୟନ କରିବା ପାଇଁ ନିର୍ବାଚନ ଅଧିକାରୀ ଭାବରେ ଯୋଗ ଦେଇଥିବା ମହାସଭା ପ୍ରଭାରୀ ଛତ୍ରପାଳ ଜୈନ ଓ ବରିଷ୍ଠ ଶ୍ରାବକ ପ୍ରବୀଣ ଜୈନଙ୍କୁ ନିବେଦନ କରିଥିଲେ । ବୈଠକରେ ଉପସ୍ଥିତ ଥିବା ସଦସ୍ୟମାନେ ନୂତନ ସଭାପତି ପାଇଁ କେତେ ଜଣଙ୍କ ନାମ ପ୍ରସ୍ତାବ ଆଗତ କରିଥିବା ବେଳେ ବଜରଙ୍ଗ ଜୈନଙ୍କୁ ସର୍ବସମ୍ମତି କ୍ରମେ ନୂତନ ସଭାପତି ମନୋନୀତ କରାଗଲା ଓ କିଛିଦିନ ଭିତରେ ତାଙ୍କର ନୂତନ କାର୍ଯ୍ୟକାରିଣୀ ଗଠନ କରି ପରବର୍ତ୍ତୀ ବୈଠକରେ ଘୋଷଣା କରିବା ପାଇଁ କୁହାଗଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସଭାର ଉପ ସଭାପତି ସୁବାଷ ଜୈନ, ସହ ସଂପାଦକ ଅନିଲ ଜୈନ, ଆଦେଶ ଜୈନ, ପୂର୍ବତନ ସଭାପତି ଫୁଲଚନ୍ଦ ଜୈନ, ପ୍ରାନ୍ତୀୟ ସଭା କୋଷାଧ୍ୟକ୍ଷ ସୁଦର୍ଶନ ଜୈନ, ସହ ସଂପାଦକ ସୁନିଲ ଜୈନ, ସୋନୁ ଜୈନ, ପବନ ଜୈନ, ନନ୍ଦକିଶୋର ଜୈନ, ବିମଲ ଜୈନ, ଅନିଲ ଗୋୟଲ, ରାଜେଶ ଜୈନ, କୈଳାସ ଜୈନ, ଗୋପାଳ ଜୈନ, ପ୍ରକାଶ ଜୈନ , ରୋସନ ଜୈନ , ରାମଅବତାର ଜୈନ , ଅମିତ ଜୈନ, ଡିସ୍କୋ ଜୈନ, ସାମ୍ବାଦିକ ଦିନେଶ ଜୈନ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like