-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ନିର୍ବାଚନ ରେ ଅଂଶଗ୍ରହଣ କରିବେ ନାହିଁ ଚାଷୀକୁଳ

31-May-2022



ବରଗଡ଼:-ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ହେଉଛି ଚିର ମରୁଡି ପ୍ରପିଡିତ ଅଂଚଳ । ପଦ୍ମପୁର ସ୍ଥିତ ଗାଇସିଲାଟ ବ୍ଳକ  ଅଂଚଳ ହେଉଛି ଅଣ ଜଳସେଚିତ ଅଂଚଳ ଗତ ବର୍ଷ ୨୦୨୧ ମସିହାରେ ପଦ୍ମପୁର ଉପଖଣ୍ଡ ଗାଇସିଲାଟ ଅଂଚଳରେ ପାଣି ଅଭାବରୁ ଫସଲ ହାନୀ ହୋଇଥିଲା । ହେଲେ ଚାଷୀ କୋୖଣସି ସହାୟତା ପାଇପାରି ନାହାନ୍ତି ଏ ପର୍ଯ୍ୟନ୍ତ ଏବଂ କୃଷି ଋଣ କରିଥିବା ଚାଷୀ ଭାଇ ମାନେ ମଧ୍ୟ ସହାୟତା ପାଇନାହାନ୍ତି ।  ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପ୍ରୀମିୟମ ରାଶିମଧ୍ୟ ପ୍ରଦାନ କରିଥିଲେ । କିନ୍ତୁ ଆଜି ପର୍ଯନ୍ତ ଗତ ବର୍ଷ ର ମରୁଡି ସହାୟତା କିମ୍ବା  ଇନସୁ୍ରେନ୍ସ ଟଙ୍କା ଚାଷୀ ପାଇ ପାରି ନାହାନ୍ତି । ଚାଷୀ ନିଜ ହକ ର ପ୍ରାପ୍ୟ ଯଦି ପାଇ ପାରିବେ ନାହିଁ ତାହେଲେ କାହିଁକି କୃଷି ସେବା ସମବାୟ ସମିତି ରେ ନାମ ପଂଜିକୃତ କରିବେ  ବା କୃଷି ସେବା ସମବାୟ ସମିତି ର କମିଟି ନିର୍ବାଚନ ରେ ଅଂଶ ଗ୍ରହଣ କରିବେ । ସେଇଥିପାଇଁ

ଗାଇସିଲାଟ ବ୍ଲକ ଅଂଚଳର ଚାଷୀମାନେ ଯେତେ ଦିନ ଯାଏଁ ସେମାନଙ୍କ ଇନସୁ୍ରେନ୍ସ ପଇସା ନପାଇଛନ୍ତି, ସେତେ ଦିନ ଯାଏଁ କୃଷି ସେବା ସମବାୟ ସମିତି ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ଅଂଶଗ୍ରହଣକରିବେ ନାହିଁ ବୋଲି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ତେଣୁ ସେମାନେ କଟାବାହାଲ,କଠଉମାଲ ଓ କୁଣ୍ଡାଖାଇ ସେବା ସମବାୟ ସମିତ ଧାରଣାରେ ବସି ଭୋଟକୁ ବର୍ଜନ କରିବାକୁ ନିଷ୍ପତ୍ତି ରେ ଅଡ଼ି ବସିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like