-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ତରଭା ମଦ ଦୋକାନ ଚୋରି ର ପର୍ଦ୍ଦାଫାସ କଲା ସୋନପୁର ପୋଲିସ୍

31-May-2022



ସୁବର୍ଣ୍ଣପୁର-(ମନୋରଞ୍ଜନ ତ୍ରିପାଠି) ଗତ ୧୯ତାରିଖରେ ତରଭା ମଦ ଦୋକାନରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାସ କରିଛି ସୁବର୍ଣ୍ଣପୁର ଜିଲ୍ଲା ପୋଲିସ । ଗତ ୧୯ ତାରିଖ ଦିନ ତରଭା ବିଦେଶୀ ମଦ ଦୋକାନରୁ ୧୫୨ କାର୍ଟୁନ ମଦ ସହିତ ୯୦ ହଜାର ଟଙ୍କା ଚୋରି ହୋଇଥିବା ମଦ ଦୋକାନ ମାଲିକ ତରଭା ଥାନାରେ ଅଭିଯୋଗ କରିଥିଲେ । ପରେ ପରେ ତରଭା ପୋଲିସ ସହିତ ଜିଲ୍ଲା ପୋଲିସ ଏହି ଘଟଣାର ଅନୁସନ୍ଧାନ କରି ଏକ ଆନ୍ତଃରାଜ୍ୟ ଚୋରି ରାକେଟର ଫର୍ଦ୍ଦାଫାସ କରିଛି ।ଏହି ରାକେଟ ଓଡିଶାର ବିଭିନ୍ନ ଜିଲ୍ଲାର ମଦ ଦୋକାନରୁ ଚୋରୀ କରି ଅନ୍ୟତ୍ର ବିକ୍ରି କରୁଥିବା ପୋଲିସ ସୂଚନା ଦେଇଛି । ଏହି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ତାଙ୍କ ଠାରୁ ଗୋଟେ ବଲେରୋ ପିକଅପ ଗାଡି , ୧୩୪ କାର୍ଟୁନ ମଦ, ଗୋଟେ ଗ୍ୟାସ କଟର ଓ ଚୋରୀରେ ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି । ଅଭିଯୁକ୍ତ ଦୁଇଜଣ ହେଲେ ଅନୁଗୁଳ ଜିଲ୍ଲା ନୂଆଖଟା ଗାଁର ୨୧ ବର୍ଷିୟ ଆଶିଶ ଖିଲାର ଓ କଟକ ଜିଲ୍ଲା ଗୋଡିଜିହାରିଆ ଗାଁର ୫୧ବର୍ଷିୟ ଭୋଳେଶ୍ବର ସାହୁ ବୋଲି ପୋଲିସ ସୂଚନା ଦେଇଛି । ତେବେ ଏହି ଘଟଣାରେ ଆହୁରି ଅଭିଯୁକ୍ତ ସାମିଲ ଥିବା ପୋଲିସ କହିଥିବା ବେଳେ ତାଙ୍କୁ ମଧ୍ୟ ଖୋଜା ଚାଲିଛି । ଏନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like