-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ପିଏମ କେୟାର ଯୋଜନାର ଶୁଭାରମ୍ଭ l କୋଭିଡ୍ ମହାମାରୀ ସମୟର ଅନାଥ ପିଲାମାନଙ୍କୁ ସହାୟତା କରିବ ପ୍ରଶାସନ I

31-May-2022



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠି)
ସମଗ୍ର ଦେଶରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍ ମହାମାରୀ ସମୟରେ  ଉଭୟ  ପିତାମାତା ତଥା ଅବିଭାବକ ଙ୍କୁ ହରାଇ ଥିବା ଅନାଥ ପିଲାମାନଙ୍କୁ ପିଏମ କେୟାର ଯୋଜନା ମାଧ୍ୟମରେ ବିଭିନ୍ନ ସହାୟତା ପ୍ରଦାନ କରିଛନ୍ତି I  ଆଭାସୀ ଜରିଆରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ  କେନ୍ଦ୍ର ମହିଳା ଏବଂ ବାଳ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ,  ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ କାର୍ଯ୍ୟାଳୟ ଯୋଡି ହୋଇଥିଲା I ଏହି ଯୋଜନାରେ  ଲାଭାର୍ଥି ମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ବାରା ଦଶ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସହିତ, ପିଏମ ଜୟ  ହେଲଥ୍ କାର୍ଡ ରେ ପାଞ୍ଚ ଲକ୍ଷ ଟଙ୍କା ର ସ୍ୱାସ୍ଥ୍ୟ ବୀମା,  ପ୍ରଧାନ ମନ୍ତ୍ରୀ ଙ୍କ ବ୍ୟକ୍ତିଗତ ପତ୍ର ଇତ୍ୟାଦି ମିଳିବ l ସେହିଭଳି ସେମାନଂକୁ ଓଡିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ 22 ରୁ ପ୍ରତିମାସ ମିଶନ ବାତ୍ସଲ୍ୟ ଯୋଜନା ରେ ଚାରି ହଜାର ଟଙ୍କା,  ଶିଶୁ ମାନଙ୍କୁ ଅଠର ବର୍ଷ  ହେବାଯାଏଁ ଆଶୀର୍ବାଦ ଯୋଜନାରେ ପ୍ରତିମାସ ଅଢେଇ ହଜାର ଟଙ୍କା ସହାୟତା  ପ୍ରଦାନ କରାଯିବ l ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ସହିତ ଏହାଙ୍କୁ  ଖାଦ୍ୟ  ନିରାପତ୍ତା ଯୋଜନାରେ ସାମିଲ କରାଯିବ l ଏହାସହିତ ଏହି ପିଲାମାନଙ୍କୁ ନିକଟବର୍ତ୍ତୀ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଭଲ ସ୍କୁଲ ରେ ଆଡ଼ମିସନ୍ କରାଯିବ I  ସୁବର୍ଣ୍ଣପୁର ଜିଲ୍ଲା ରେ ଆଜି ଏହି କାର୍ଯ୍ୟକ୍ରମ ଏନ୍ ଆଇ ସି ଏବଂ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l  ପିଡି ଡିଆରଡିଏ ଡ଼ୋଲାମଣୀ ପଟେଲ୍ ଏଥିରେ ଅଧ୍ୟକ୍ଷତା କରି ହିତାଧିକାରୀ ମାନଙ୍କୁ ଦଶ ଲକ୍ଷ ଟଙ୍କାର ବ୍ଯାଙ୍କ ପାସବୁକ ସହିତ ଉପରୋକ୍ତ ସମସ୍ତ ସହାୟତା ପ୍ରଦାନ କରିଥିଲେ I ଏହି ଯୋଜନାରେ ଜିଲ୍ଲାର  ମହୁଲେ ଗ୍ରାମର ମନ୍ଦାକିନୀ ଓ ସୁଵାସିନୀ ମହାନନ୍ଦ, ସାନ ଫଟାମୁଣ୍ଡା ର ସିଦ୍ଧାନ୍ତ ଓ ସ୍ମୃତି ଭୁଏ ଏବଂ ରକ୍ସ୍I ଗାଁ ର ସ୍ମିତାଞ୍ଜଳି କୁଅଁର ହିତାଧିକାରୀ ଭାବରେ ଉପସ୍ଥିତ ଥିଲେ I  ଏମାନଙ୍କୁ ଏହାସହିତ ଜିଲ୍ଲା ପ୍ରଶାସନ ତରଫରୁ ସ୍କୁଲ ବେଗ,  ଛତା ଏବଂ ପାଣି ବୋତଲ ଉପହାର ଦିଆଯାଇଥିଲା I ଆଜିକାର କାର୍ଯ୍ୟକ୍ରମରେ  ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ବରିଷ୍ଠ ଆଇନଜୀବୀ ମଧୁସୂଦନ ପଧାନ,  କିଶୋର ନ୍ୟାୟ ବୋର୍ଡ ସଭ୍ଯ ଆଇନଜୀବୀ ଛବିଳ କର୍ଣ୍ଣ,  ମଞ୍ଜୁଲତା ବାବୁ, ଏନ୍ଆଇସି ଅଧିକାରୀ ବିକାଶ  ନାୟକ, ଶିଶୁ ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସଭା ପରିଚାଳନା କରିଥିଲେ  ଏବଂ ଏଥିରେ କେଶବ ଚନ୍ଦ୍ର ମେହେର, ମାଳତୀ ଜେନା, ରଜନୀକାନ୍ତ ରଥ,  ଜିତେନ୍ଦ୍ରିୟ ନାୟକ,  ଥବିର କାଲସେ ,ସ୍ଵାଗତ ରାଜ ମିଶ୍ର, ବିଶ୍ଵେଶ୍ଵର ହୋତା,  ରୁଦ୍ରପ୍ରସନ୍ନ ମିଶ୍ର  ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like