-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ପ୍ରେମ, ବିବାହ ଓ ବିଛେଦକୁ ନେଇ ଆସୁଛି ‘ହାର୍ଟ ଲେସ୍‌’

31-May-2022



ଭୁବନେଶ୍ଵର(: ବିବାହ ଏକ ସାମାଜିକ ପରମ୍ପରା । ପତି ପତ୍ନୀ ଉଭୟ ଏହାକୁ ନିଭାଇବାକୁ ଶପଥ ନିଅନ୍ତି । କିନ୍ତୁ ସତରେ କଣ ସ୍ୱାମୀ ସ୍ତ୍ରୀ ଏହି ଶପଥ ପାଳନ କରନ୍ତି ! ଗୋଟିଏ ପଟେ ଅୟସ ଆରାମ ଆଉ ଗୋଟିଏ ପଟେ ସ୍ୱାମୀଙ୍କ ଇଚ୍ଛା ଅନିଚ୍ଛାର ଲକ୍ଷ୍ମଣରେଖା । ଏହାରି ଭିତରେ ସନ୍ତୁଳି ହେଉଥିବା ସ୍ତ୍ରୀ କଣ କରିପାରେ! ତେବେ ପ୍ରେମ, ବିବାହ ଓ ବିଚ୍ଛେଦକୁ ନେଇ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଆସୁଛି ନୂଆ ସର୍ଟ ମୁଭି ‘ହାର୍ଟ ଲେସ୍‌’ । ଯେଉଁଥିରେ ଡାକ୍ତରଖାନାରେ ମରଣ ସହ ଲଢ଼େଇ କରୁଥିବା ଝିଅକୁ ନେଇ ସ୍ୱାମୀ କିଭଳି ସ୍ତ୍ରୀ ସହ ସଉଦା କରୁଛି ତାହା ଚିତ୍ରଣ ହୋଇଛି । ଆସନ୍ତା ଜୁନ୍ ୩ରେ ଏହି ସର୍ଟ ଫିଲ୍ମର  ଷ୍ଟ୍ରିମିଂ  ହେବ ବୋଲି ଜଣାପଡିଛି । 

ସିନେମାର କାହାଣୀ ଓ ଚିତ୍ରନାଟ୍ୟ ସୁଧାରାଗ ବାନାର୍ଜୀ ଲେଖିଥିବା ବେଳେ ନିଶାନ୍ତ ମାଜିଥିଆ ସଂଳାପ ଲେଖିଛନ୍ତି । ମମତା, ପ୍ରିତୀରାଜ ଓ ପ୍ରସନଜିତ ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ । ଅନେକ ସୁପରହିଟ୍ ମ୍ୟୁଜିକ ଭିଡିଓ ଓ ସର୍ଟ ମୁଭି ଭେଟି ଦେଇଥିବା ରାଜା ଡି ‘ହାର୍ଟ ଲେସ୍‌’ର ନିର୍ଦ୍ଦେଶନା ଦେଇଛନ୍ତି । ନିକଟରେ ଷ୍ଟ୍ରିମିଂ ହୋଇଥିବା ତାଙ୍କ ନିର୍ଦ୍ଦେଶିତ ବ୍ରେକ ଅପ୍ ରୁଲ୍ସ ଓ ସୁପାରୀକୁ ଦର୍ଶକ ବଢ଼ିଆ ରେସପନ୍ସ ଦେଇଥିଲେ । ପ୍ରକାଶ ପ୍ରହରାଜ ପ୍ରଯୋଜନା ଭାର ସମ୍ଭାଳିଥିବା ବେଳେ ସର୍ବେଶ୍ୱର ଦାସ ଡିଓପି, କେ ଡି ସିପୁନ ଏଡିଟିଂ ଓ ଭାଗ୍ୟଧର ପାଣି କ୍ରିଏଟିଭ୍ ଦେଖିଛନ୍ତି । 
ପୂର୍ବରୁ ରଂଗୀଲା, ସୁପାରୀ, ଟ୍ରୁ ଲି ୟୋରର୍ସ ଭଳି ସର୍ଟ ଫିଲ୍ମ ଓଟିଟି ପ୍ଲାଟଫର୍ମ କଞ୍ଚାଲଙ୍କାରେ ଧମାଲ କରିଛି । ଏଥର ‘ହାର୍ଟ ଲେସ୍‌’କୁ ମଧ୍ୟ ଦର୍ଶକ ବେଶ ପସନ୍ଦ କରିବେ ବୋଲି ପ୍ରଯୋଜନା ସଂସ୍ଥା ଦୃଢ଼ୋକ୍ତି ପ୍ରକାଶ କରିଛି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like