-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବଣୁଆ ହାତୀଙ୍କ ଆକ୍ରମଣରେ ଦୁଇ ଗୁରୁତର

31-May-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଗତକାଲି ବିଳମ୍ବିତ ରାତିରେ ମହାନଦୀ ପାରି ହୋଇ ବଣୁଆ ହାତୀ ପଲ ବିନିକା ବ୍ଳକ ମହାଦେବପାଲି ପଞ୍ଚାୟତ ପଧାନପାଲି ଗ୍ରାମ ଦେଇ ଯିବା ବେଳେ ବାହାରେ ଖଟରେ ଶୋଇ ଥିବା କାର୍ତ୍ତିକ ଦୀପ (୫୫) ଓ ଫେଲ ଦୀପ (୪୭)ଙ୍କୁ ଶୁଣ୍ଢ ରେ ଟେକି କଚାଡି ଦେବାରୁ ସେମାନେ ଆହତ ହୋଇ ପ୍ରାଣ ବିକଳରେ ଚିତ୍କାର କରିବାରୁ ହାତୀ ପଲ ଚାଲି ଯାଇଥିଲେ । ଆପରିକି ଖଟିଆ ଗୁଡ଼ିକୁ ମଧ୍ୟ ହାତୀ ପଲ ଭାଙ୍ଗି ଦେଇଥିଲେ ।ହାତୀଙ୍କ ଗର୍ଜନରେ ପାଖ ପଡିଶା ଲୋକେ ଭୟଭୀତ ହେବା ସହ ହାତୀମାନେ ସେଠାରୁ ତ୍ୱରିତ ଚାଲି ଯାଇଥିଲେ । ଏହି ଘଟଣା ପରେ ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେବାପରେ ବନବିଭାଗ କର୍ମଚାରୀ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ କରିବା ସହ ହାତୀ ମାନଙ୍କ ଗତିପଥ ନିରୀକ୍ଷଣ କରି କୁଆଡେ ସେମାନେ ଲଛିପୁର ଜଙ୍ଗଲକୁ ଚାଲି ଯାଇଥିବା ସୂଚନା ଦେଇଛନ୍ତି ।ତେବେ ଆହତ ଉଭୟ ବୃଦ୍ଧ ଓ ବୃଦ୍ଧାଙ୍କୁ ବିନିକା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଠିକ ଧାନ ଅମଳ ସମୟରେ ଖାଦ୍ୟ ଅନ୍ବେଷଣରେ ବଣୁଆ ହାତୀ ପଲ ମହାନଦୀ ପାରି ହୋଇ ଅଚାନକ ଚାଲି ଆସୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି । ତେଣୁ ଏଥିପ୍ରତି ବନ ବିଭାଗ ସେମାନଙ୍କ ଗତିପଥ ଉପରେ ତୀକ୍ଷଣ ଦୃଷ୍ଟି ରଖି ଲୋକଙ୍କୁ ଆଗତୁରା ସୂଚନା ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like