-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ରାଜ୍ୟସଭା ପ୍ରାର୍ଥୀ ଶ୍ରୀ ନିରଞ୍ଜନ ବିଶି ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିବା ପାଇଁ ଆଦିବାସୀ କଲ୍ୟାଣ ସଂଘର ପ୍ରସ୍ତୁତି ବୈଠକ

31-May-2022



ବଲାଙ୍ଗିର/ପାଟଣାଗଡ (ପୂର୍ଣ୍ଣ ଶଶୀ ଶେଖର ରାଓ ) ଆଦିବାସୀ ମାନଙ୍କ ମଉଡମଣି ଶ୍ରୀଯୁକ୍ତ ନିରଞ୍ଜନ ବିଶି ରାଜ୍ୟସଭାକୁ ମନୋନୀତ ହୋଇଥିବାରୁ ଶ୍ରୀ ବିଶି ମହୋଦୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି   l । ଆଜି ଆଦିବାସୀ ଭବନ ପାଟଣାଗଡ଼ ଠାରେ ବ୍ଲକ ସଭାପତି  ଅଷ୍ଟରତ୍ନ ବରିହାଙ୍କ ସଭାପତିତ୍ୱରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।  ଶ୍ରୀ ନିରଞ୍ଜନ ବିଶି ରାଜ୍ୟସଭାକୁ ସଭାକୁ ମନୋନୀତ ହୋଇଥିବାରୁ ସଭାରେ ଆନନ୍ଦର ଲହରୀ ଖେଳିଯାଇଛି l ପାଟଣାଗଡ଼ ମାଟିରୁ ଜଣେ ଗରିବ ଆଦିବାସୀ ଶ୍ରେଣୀରୁ ରାଜ୍ୟସଭାକୁ ପ୍ରତିନିଧିତ୍ଵ କରିଥିବାରୁ ଅଂଚଳରେ ଖୁସିର ଲହରୀ ଖେଳିଯାଇଛି । ଶ୍ରୀ ବିଶିଙ୍କର ପ୍ରତ୍ୟାବର୍ତ୍ତନ ସମୟରେ ପାଟଣାଗଡ଼ରେ ବଭ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରିବାକୁ ସଭାରେ ଆଲୋଚନା କରାଗଲା ।ଆଜିର ସଭାରେ ବ୍ଲକ ସମ୍ପାଦକ ସାରଥୀ ବାଗ, ଗିରିରାଜ ଭୋଇ,ଗଦି ବରିହା, ଟିକେଶ୍ୱର ଧରୁଆ, ଯଦୁମଣି ବରିହା,ମିନିକେତନ ଧରୁଆ, ଦୁର୍ୟୋଧନ ଭୋଇ, ଧୁବଲେଶ୍ୱର ଭୋଇ, ଜଳ ଧରୁଆ, ଘସିଏନ ସରପଞ୍ଚ ମଣ୍ଟୁ ଗଡତ୍ୟା, ଘନ ଭୁଏ, ହୃଷିକେଶ ଭୋଇ, ଦେବହରି ଭୁଏ, ମନବୋଧ ବରିହା, ମଙ୍ଗଲୁ ଭୁଏ, ଏନ ଏ ସି ସଭାପତି ଚନ୍ଦ୍ର ଶବର, ଗୋରେଖ ନାଥ ବରିହା,ଗୌରୀଶଙ୍କର ବରିହା ,ମିତ୍ର ଭୁଏ ଙ୍କ ସମେତ ଶତାଧିକ ଆଦିବାସୀ ନେତା ଯୋଗ ଦେଇଥିବା ବେଳେ ମିତ୍ରଭାନୁ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like