-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ଆଲୋଚନା

31-May-2022



ବୌଦ୍ଧ,(ପ୍ରେରଣା ଖବର)ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାର ତିନୋଟି ଜିଲ୍ଲା ବୌଦ୍ଧ,ଯାଜପୁର ଓ କୋରାପୁଟ ର ବିଭିନ୍ନ ହିତାଧିକାରୀ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା,ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ ଓ ସହର),ପୋଷଣ ଅଭିଯାନ,ଉଜ୍ଜଳା ଯୋଜନା,ସ୍ୱଛ ଭାରତ,ଜଳ ଜବୀନ ମିଶନ,ପ୍ରଧାନମନ୍ତ୍ରୀ ନିଧି ଯୋଜନା,ଆୟୁଷ୍ମାନ ଭାରତ, ସ୍ୱାସ୍ଥ୍ୟମେଳା,ମୁଦ୍ରା ଯୋଜନା,ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ଯୋଜନାର ହିତାଧିକାରୀଙ୍କ ସହିତ ଆଭାସୀ ଜରିଆରେ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମ ବୌଦ୍ଧଜିଲାରେ ସଫଳତାର ସହିତ ଆୟୋଜନ ହୋଇଯାଇଛି । ସ୍ଥାନୀୟ ଟାଉନହଲଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଜିଲାପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ,ହରଭଙ୍ଗା ବ୍ଳକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ଓ କଂଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତିଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ । ଏହାବ୍ୟତୀତ  ସମସ୍ତ ଯୋଜନାର ୨୦ ଜଣ ଲେଖାଏଁ ହିତାଧିକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଅଳର ବୁଦ୍ଧିଜିବୀ,ବରିଷ୍ଠ ନାଗରିକ,ସମସ୍ତ ବ୍ୟାଙ୍କର ପ୍ରତିନିଧି, ସମସ୍ତ ସରକାରୀ ଅଧିକାରୀ,ସ୍ୱେଛାସେବୀ ସଂଗଠନ,ସାମାଜିକ ସଂଗଠନ ଓ ଗଣମାଧ୍ୟମ ପ୍ରତିନିଧିମାନେ ବହୁଳ ସଂଖ୍ୟାରେ ଯୋଗଦେଇଥିଲେ । ଟାଉନହଲ ପରିସରରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲାଯାଇ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ଜନକଲ୍ୟାଣକାରୀ ଯୋଜନାଗୁଡିକ ଉପରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଜନସାଧାରଣଙ୍କ ସହିତ ସିଧାସଳଖ ଆଲୋଚନା କରି ସେମାନଙ୍କର ଆବଶ୍ୟକତା ଜାଣିବା ଓ ୨୦୪୭ ମସିହାରେ ଦେଶ ସ୍ୱାଧୀନତାର ଶହେବର୍ଷ ପାଳନ ପୂର୍ବରୁ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ । କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଆଭାସି ଜରିଆରେ ବିଭିନ୍ନ ରାଜ୍ୟର ହିତାଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like