-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବିଦାୟକାଳୀନ ସମ୍ବର୍ଦ୍ଧନା ସଭା

31-May-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)- ବିଜୁଳିମୁଣ୍ଡା ସ.ପ୍ର. ସ୍କୁଲ ବଲାଙ୍ଗିର ଠାରେ ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ତଥା ସ୍କୁଲ ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପାଢୀଙ୍କୁ, ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସାଧାରଣ ସଂପାଦକ ହରେକୃଷ୍ଣ ରଥଙ୍କ ଅଧ୍ୟକ୍ଷତାରେ ଏକ ଶୈକ୍ଷିକ ଆଲୋଚନା ଚକ୍ର ଅନୁଷ୍ଠାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସଭାରେ ବଲାଙ୍ଗିର ବ୍ଲକର ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଉତ୍ତମ ନାୟକ ମୁଖ୍ୟ ଅତିଥି ଥିଲେ ଓ ମନୋଜ ଅଗସ୍ତି ସମ୍ମାନିତ ଅତିଥି ଥିଲେ । ମୁଖ୍ୟବକ୍ତା ଭାବେ ଅଶୋକ ନାୟକ ବରିଷ୍ଠ ସାଧନକର୍ମୀ ବଲାଙ୍ଗିର ଜିଲ୍ଲା କାର୍ଯ୍ୟ ନିର୍ବାହ କରିଥିଲେ । ଉକ୍ତ ସଭାରେ ବିଜୁଳିମୁଣ୍ଡା ସ୍କୁଲ ପରିଚାଳନା କମିଟିର ସଭ୍ୟ, ସଭ୍ୟା ବ୍ୟତିତ କେନ୍ଦ୍ର ବିଦ୍ୟାଳୟର ପ୍‌ରଧାନ ଶିକ୍ଷକ ବସନ୍ତ ବୁଡେକ, ସଂଯୋଜକ ଗୋପାଳଜୀ ଚୈାଧୁରୀ ତଥା କବିତା ପଣ୍ଡା, ସୌଭାଗ୍ୟବନ୍ତ ନାୟକ ସଭାରେ ଅଂଶ ଗ୍ରହଣ କରିଥିଲେ । ବିଦାୟ ସମ୍ବର୍ଦ୍ଧନା ବ୍ୟତିତ କୋଭିଡ୍ ୧୯ ପରେ ବିପର୍ଯ୍ୟୟ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମାଧାନ ପାଇଁ ଶିକ୍ଷକମାନଙ୍କର ଭୂମିକା ଉପରେ ଆଲୋଚନା ଚକ୍ରଟି ଅନୁଷ୍ଠିତ ହୋଇଥିଲା । ସଭା ଶେଷରେ ଗୋପାଳଜୀ ଚୌଧୁରୀ ସମସ୍ତ ଉପସ୍ଥିତ ସଭ୍ୟ / ସଭ୍ୟାଙ୍କୁ ଧନ୍ୟବାଦ ଅର୍ପଣ କଲା ପରେ ସଭପତି ସଭା ସାଙ୍ଗ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like