-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ଆଲୋଚନା

31-May-2022



ବୌଦ୍ଧ,(ପ୍ରେରଣା ଖବର): ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାର ତିନୋଟି ଜିଲ୍ଲା ବୌଦ୍ଧ,ଯାଜପୁର ଓ କୋରାପୁଟ ର ବିଭିନ୍ନ ହିତାଧିକାରୀ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଯୋଜନା,ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ ଓ ସହର),ପୋଷଣ ଅଭିଯାନ,ଉଜ୍ଜଳା ଯୋଜନା,ସ୍ୱଛ ଭାରତ,ଜଳ ଜବୀନ ମିଶନ,ପ୍ରଧାନମନ୍ତ୍ରୀ ନିଧି ଯୋଜନା,ଆୟୁଷ୍ମାନ ଭାରତ, ସ୍ୱାସ୍ଥ୍ୟମେଳା,ମୁଦ୍ରା ଯୋଜନା,ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ଯୋଜନାର ହିତାଧିକାରୀଙ୍କ ସହିତ

ଆଭାସୀ ଜରିଆରେ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମ ବୌଦ୍ଧଜିଲାରେ ସଫଳତାର ସହିତ ଆୟୋଜନ ହୋଇଯାଇଛି । ସ୍ଥାନୀୟ ଟାଉନହଲଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର,ଜିଲାପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରତ୍ୟୁଷ ପ୍ରିୟଦର୍ଶୀ ରଥ,ହରଭଙ୍ଗା ବ୍ଳକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ ଓ କଂଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତିଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ । ଏହାବ୍ୟତୀତ  ସମସ୍ତ ଯୋଜନାର ୨୦ ଜଣ ଲେଖାଏଁ ହିତାଧିକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଅଳର ବୁଦ୍ଧିଜିବୀ,ବରିଷ୍ଠ ନାଗରିକ,ସମସ୍ତ ବ୍ୟାଙ୍କର ପ୍ରତିନିଧି, ସମସ୍ତ ସରକାରୀ ଅଧିକାରୀ,ସ୍ୱେଛାସେବୀ ସଂଗଠନ,ସାମାଜିକ ସଂଗଠନ ଓ ଗଣମାଧ୍ୟମ ପ୍ରତିନିଧିମାନେ ବହୁଳ ସଂଖ୍ୟାରେ ଯୋଗଦେଇଥିଲେ । ଟାଉନହଲ ପରିସରରେ ବିଭିନ୍ନ ବିଭାଗ ପକ୍ଷରୁ ଷ୍ଟଲ ଖୋଲାଯାଇ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ଜନକଲ୍ୟାଣକାରୀ ଯୋଜନାଗୁଡିକ ଉପରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ଆଜାଦିକା ଅମୃତ ମହୋତ୍ସବ ପାଳନ ଅବସରରେ ଜନସାଧାରଣଙ୍କ ସହିତ ସିଧାସଳଖ ଆଲୋଚନା କରି ସେମାନଙ୍କର ଆବଶ୍ୟକତା ଜାଣିବା ଓ ୨୦୪୭ ମସିହାରେ ଦେଶ ସ୍ୱାଧୀନତାର ଶହେବର୍ଷ ପାଳନ ପୂର୍ବରୁ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ । କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଆଭାସି ଜରିଆରେ ବିଭିନ୍ନ ରାଜ୍ୟର ହିତାଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like