-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବ୍ଯବସ୍ଥା, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଭେଟିଲେ ଏନଏସି ଅଧ୍ୟକ୍ଷ

31-May-2022



ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ରେ ରହିଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଲାଗି ରହିଛି ଅବ୍ଯବସ୍ଥା। ଏହି ସ୍ବାସ୍ଥ୍ୟ କେନ୍ଦ୍ରଟି ଆଇପିଏଚ୍ ଷ୍ଟାଣ୍ଡାର୍ଡ ମାନ୍ଯତା ପାଇଥିବା ବେଳେ ଏଠାରେ ୪ ଟି ସ୍ପେଶାଲିଷ୍ଟ ଓ ୨ ଟି ଏମ୍ ବି ବି ଏସ୍ ଡାକ୍ତର ରହିବା କଥା। କିନ୍ତୁ ଦୁର୍ଭାଗ୍ୟର ବିଷୟ ଜଣେ ବି ଡାକ୍ତର ଏଠାରେ ନାହାନ୍ତି। ଜଣେ ଆୟୁଷ ଡାକ୍ତରଙ୍କ ଦ୍ବାରା ଚାଲିଛି ଏହି ସ୍ବାସ୍ଥ୍ୟକେନ୍ଦ୍ର। କେବଳ ଡାକ୍ତର ନୂହେଁ, ଅନ୍ଯାନ୍ଯ ଷ୍ଟାଫ୍ ମଧ୍ୟ ଆବଶ୍ୟକତା ଠାରୁ ଅତି କମ୍ ସଂଖ୍ୟକ ରହିଛନ୍ତି। ଫଳରେ ମେଡିକାଲ ରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଅତି ଛୋଟ ଛୋଟ ରୋଗ କ୍ଷେତ୍ରରେ ଏଠି ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ବେଗୁନିଆପଡ଼ା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ସୁମଣ୍ଡଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମଧ୍ୟ ସମାନ ଅବସ୍ଥା ଲାଗି ରହିଛି। କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉନ୍ନତ ମାନର ଯନ୍ତ୍ରପାତି ଥାଇ ମଧ୍ୟ କୌଣସି କାମରେ ଲାଗୁନି। ନିରାମୟ ଔଷଧରୁ ବଞ୍ଚିତ ହେଉଛନ୍ତି ଲୋକେ। ଲୋକେ ବାଧ୍ୟ ହୋଇ ଘରୋଇ କ୍ଲିନିକ୍ ଓ ହସ୍ପିଟାଲ୍ ଉପରେ ନିର୍ଭର କରୁଛନ୍ତି। ଗରିବ

ରୋଗୀ ହନ୍ତସନ୍ତ ହେଉଛନ୍ତି। ଏସବୁ ଅବ୍ଯବସ୍ଥାକୁ ନେଇ ଆଜି ଏନ୍ଏସି ଅଧ୍ଯକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ଉପାଧ୍ୟକ୍ଷା ପ୍ରତିନିଧି ରଜନୀ ସେଠୀ, କୋଦଳା ବିଜେପି ଯୁବମୋର୍ଚ୍ଚା ଅଧ୍ଯକ୍ଷ ଭଗବାନ ସ୍ୱାଇଁ, ରବୀନ୍ଦ୍ର ପରିଡା ପ୍ରମୁଖ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଭେଟି ଦାବି ଜଣାଇଛନ୍ତି ।ଏଥି ସହିତ ଗଞ୍ଜାମ ଜିଲ୍ଲାପାଳ, ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ମଧ୍ୟ ଚିଠି ଲେଖି ଜଣାଇଛନ୍ତି। ତୁରନ୍ତ ଏଥିପ୍ରତି ପଦକ୍ଷେପ ନେବାକୁ ଦାବି କରାଯାଇଛି ।

(ଉମା ମହାରଣାଙ୍କ ରିପୋର୍ଟ - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like