-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

୨୦୦ ୟୁନିଟ୍ ବିଦ୍ୟୁତ୍ ମାଗଣା କରାଇବା ପାଇଁ ଆପ ଦଳର ଦସ୍ତଖତ ଅଭିଯାନ

31-May-2022



ବଲାଙ୍ଗିର/ପାଟଣାଗଡ (ପୂର୍ଣ୍ଣ ଶଶୀ ଶେଖର ରାଓ)ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ତଥା ଆପ୍ ଓଡ଼ିଶା ମୁଖପାତ୍ର ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରୀ ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ବଲାଙ୍ଗିର ଜିଲ୍ଲା ର ପ୍ରତ୍ୟେକ ବ୍ଲକ ରେ ଓଡ଼ିଶା ର ପ୍ରତ୍ୟେକ ପରିବାର ଙ୍କୁ 200 ୟୁନିଟ୍ ଲେଖାଏଁ ବିଜୁଳି ମାଗଣା ଦେବା ପାଇଁ  କୁ ସରକାରଙ୍କୁ ଯେଉଁ ଦାବି କରିଥିଲେ। ତାହା ବଲାଙ୍ଗିର ର ଜିଲ୍ଲାର ସକୋଣ ଅନୁକୋଣ ରେ ଦସ୍ତଖତ ଅଭିଯାନ ଜୋର ସୋର୍ ଚାଲିଛି ।ଆଜି ଦେଓଗାଁ ବ୍ଲକ ର କରୁଆଁଝର୍ , ବାଞ୍ଜିବହାଲି, ଏବଂ ଦେଓଗାଁ ବ୍ଲକ ହେଡ କ୍ବାଟର   ଦେଓଗାଁ ଠାରେ  ଶ୍ରୀ ପାଣ୍ଡେ ଏବଂ ପାର୍ଟି ର ଯୁବା କର୍ଯ୍ୟକର୍ତ୍ତା ରମାକାନ୍ତ ବେହେରା, କୁନା ତରିଆ, କାହ୍ନୁ କରନ୍,ରାଜା ସେଠ୍. ଗୋପାଳ ଭୋଇ, ସଞ୍ଜୀବ,ଦମ୍ରୁ ରଣା , ଶ୍ରୀକାନ୍ତ ଆଦି ଘର୍ ଘର ବୁଲି ଦସ୍ତକତ୍ ଅଭିଯାନ ଜୋରଦାର କରାଇଥିଲେ। ଶ୍ରୀ ପାଣ୍ଡେ ଲୋକଙ୍କୁ ଆମ୍ ଆଦମୀ ପାର୍ଟି କରୁଥିବା ଜନକଲ୍ୟାଣ କାର୍ଯ୍ୟ ବିଷୟରେ କହିଥିଲେ ଏବଂ ଦିଲ୍ଲୀ ରେ ଆମ୍ ଆଦମୀ ପାର୍ଟି ସରକାର୍ ବାହାର ରାଜ୍ୟରୁ ବିଜୁଳି କିଣି ଦିଲ୍ଲୀ ର ପ୍ରତ୍ୟେକ ପରିବାର ଙ୍କୁ 200 ୟୁନିଟ୍ ବିଜୁଳି ମାଗଣା ଦେଇପାରୁଛି  କିନ୍ତୁ ଓଡ଼ିଶା ସରକାର ଏଠି ବିଜୁଳି ଉତ୍ପାଦନ କରିକି କାହିଁକି ଲୋକଙ୍କୁ ବିଜୁଳି ମାଗଣା ଦେଇପାରୁ ନାହିଁ। ବିଜୁଳି ଦର ବାରମ୍ବାର ବଢ଼ାଇ  ଚାଲିଛି ଏବଂ ଲୋକଙ୍କୁ ଲୁଟୁଛି ବୋଲି ଶ୍ରୀ ପାଣ୍ଡେ ଲୋକଙ୍କୁ କହିଥିଲେ। ଲୋକ ବିଜେଡ଼ି ଏବଂ ବିଜେପି ସରକାର୍ ଙ୍କୁ ଖୁବ ନିନ୍ଦା କରିଥିବା ବେଳେ ଏଥର ଗୋଟେ ମଉକା ଆମ୍ ଆଦମୀ ପାର୍ଟି କୁ ଦିଆଯିବ ବୋଲି କହି ଆନନ୍ଦ ର ସହିତ ଦସ୍ତଖତ ଅଭିଯାନ ରେ ସାମିଲ୍ ହୋଇଥିଲେ ।ଆମ୍ ଆଦମୀ ପାର୍ଟି ସାଧାରଣ ଜନତା ଙ୍କ ପାଇଁ ଗଢୁଛି ତେଣୁ ଆମେ ଆପଣଙ୍କର ସାଙ୍ଗେ ଅଛୁ ବୋଲି ଜନସାଧରଣ କହିଥିଲେ ଏବଂ ଏହି ଦସ୍ତକତ ଅଭିଯାନ ରେ ଦସ୍ତକତ ଦେଈ ସମ୍ମର୍ଥନ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like