-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ଏନ୍ଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳଙ୍କ ଦ୍ଵାରା ଗଙ୍ଗାଧର ପାର୍କ ନିକଟରେ ଓମଫେଡ୍‌ ପାର୍ଲର ଓ ଭେଣ୍ଡିଂ ଜୋନର ଭିତ୍ତି ପ୍ରସ୍ତର ସ୍ଥାପନ

01-Jun-2022



ପାଟଣାଗଡ଼ / ଖପ୍ରାଖୋଲ : ସ୍ଥାନୀୟ ଗଙ୍ଗାଧର ପାର୍କ ନିକଟରେ ଓମଫେଡ୍‌ ପାର୍ଲର ଓ ଭେଣ୍ଡିଂ ଜୋନ ପାଇଁ ଭିତ୍ତି ପ୍ରସ୍ତର ଏନ୍ଏସି ଅଧ୍ୟକ୍ଷା ମାନସୀ ବିଶ୍ଵାଳଙ୍କ ଦ୍ଵାରା ସ୍ଥାପନ ହୋଇଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଡ଼ ବିଜୟା ନନ୍ଦ ସେଠୀ , ଏନ୍ଏସି ଉପାଧ୍ୟକ୍ଷ ପ୍ରଫୁଲ୍ଲ ମେହେର , ବିଧାୟକଙ୍କ ପ୍ରତିନିଧି ସୁକୁମାର ବାରିକ , ତହସିଲଦାର ଡ଼ ପୁଷ୍ପାଞ୍ଜଳି ପଣ୍ଡାଙ୍କ ସହ ସମସ୍ତ କାଉନସିଲର ଉପସ୍ଥିତ ଥିବା ବେଳେ ଉଠା ଓ ଠେଳା ଦୋକାନୀ ସଂଘର ସଭାପତି ଅନୀଲ ମେହେର ଉପସ୍ଥିତ ରହି ଉଠା ଓ ଠେଳା ଦୋକାନୀ ମାନଙ୍କ ସମସ୍ୟା ଥଇଥାନ ଉପରେ ଏନ୍ଏସି କତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ । ପରେ ଉଠା ଓ ଠେଳା ଦୋକାନୀଙ୍କ ପାଇଁ ସ୍ଥାୟୀ ଭେଣ୍ଡିଂ ଜୋନ ନିର୍ମାଣ ପାଇଁ ଏନ୍ଏସି ପକ୍ଷରୁ ପ୍ରତିଶ୍ରୁତି ଦେଇଥିଲେ । ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିବା ସ୍ଥାନରେ ଗୋଟିଏ ଓମଫେଡ୍‌ ପାର୍ଲର ସହ ୪୯ ଭେଣ୍ଡିଂ ଜୋନ ନିର୍ମାଣ କରାଯାଇ ଠେଲା ଓ ଉଠାଦୋକାନୀଙ୍କୁ ଥଇଥାନ କରାଯିବ ବୋଲି ଏନ୍ଏସି ଅଧ୍ୟକ୍ଷା ଶ୍ରୀମତୀ ବିଶ୍ଵାଳ କହିଛନ୍ତି । ନିର୍ମାଣ କାର୍ଯ୍ୟ ଶେଷ ନହେବା ପର୍ଯ୍ୟନ୍ତ ଗଙ୍ଗାଧର ପାର୍କ ଠାରେ ଏବଂ ଉଠା ଦୋକାନୀ ଅସ୍ଥାୟୀ ‌ଭାବେ ମାସେ ଯାଏଁ ନିଜର ବ୍ୟବସାୟ କରିପାରିବେ ବୋଲି ଏନ୍ଏସି ପକ୍ଷରୁ ସୂଚନା ଦିଆଯାଇଛି । ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଗୈାରହରୀ ମହନ୍ତଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like