-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ଉଦବେଗ : ବଲାଙ୍ଗିରର ବିଭିନ୍ନ ସଂଗଠନ ସହ ମିଶି ମେଡ଼ିକାଲ ଅଧିକ୍ଷକଙ୍କ ସହ ଆଲୋଚନା କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

01-Jun-2022



ବଲାଙ୍ଗିର // ଆଜି ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ବଲାଙ୍ଗିରର ବିଭିନ୍ନ ସଂଗଠନ ସହ ମିଶି ମେଡ଼ିକାଲ ଅଧିକ୍ଷକଙ୍କ ସହ ଆଲୋଚନା କରିଥିଲେ । ମେଡିକାଲରେ ରେଡ଼ିଓଲୋଜିଷ୍ଟ  ଛୁଟିରେ ଥିବାରୁ ଦୀର୍ଘଦିନ ଧରି ଅଲ୍ଟ୍ରାସାଉଣ୍ଡ ହେଇପାରୁ ନ ଥିଲା। ଯଦ୍ୱାରା ଏହି ମେଡିକାଲ ଉପରେ ନିର୍ଭର କରୁଥିବା ସ୍ଥାନୀୟ ତଥା ଦୂରଦୂରାନ୍ତରୁ ଆସୁଥିବା ରୋଗୀମାନେ ଦୈନନ୍ଦିନ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଡାକ୍ତର ଥିଲା ସମୟରେ ମଧ୍ୟ ସୀମିତ ସଂଖ୍ୟାରେ ଅଲ୍ଟ୍ରାସାଉଣ୍ଡ ହେଉଥିବାରୁ ଲୋକେ ରାତିରୁ ଧାଡି ବାନ୍ଧିବା ଆରମ୍ଭ କରୁଥିଲେ ଏବଂ ବାକି ରହିଯାଉଥିବା ରୋଗୀ ହଇରାଣରେ ପଡୁଥିଲେ। ଅନ୍ୟ ଦାବିମାନ ମୁତାବକ ମେଡିକାଲରେ ଏଣ୍ଡୋସ୍କୋପି ସୁବିଧା ଉପଲବ୍ଧ ନାହିଁ, ଏମ୍ ଆର୍

ଆଇ ସୁବିଧା ନାହିଁ, ଏକ ବର୍ଣ୍ଣ ୟୁନିଟ ସ୍ଥାପନ, ସିକିଲ ସେଲ ୟୁନିଟ ସ୍ଥାପନ ଏବଂ ସୀମିତ ସଂଖ୍ୟାରେ ହେଉଥିବା ଅପରେସନକୁ ବଢ଼େଇବା ଉପରେ ଆଲୋଚନା କରାଗଲା। ଏହି ସବୁ ଦାବିମାନ ମେଡିକାଲ ଅଧିକ୍ଷକଙ୍କୁ ଉପସ୍ଥାପନ କରିବା ସହିତ ଏହାର ତୁରନ୍ତ ସମାଧାନ କରିବା ଦିଗରେ ପଦକ୍ଷେପ ନେବା ବିଷୟରେ ଆଲୋଚନା ହୋଇଥିଲା ।

ମେଡିକାଲ ଅଧିକ୍ଷକ ପ୍ରତିଶ୍ରୁତି ଦେଇ କହିଥିଲେ ଯେ, ସ୍ଥାନୀୟ ଏକ ଡାକ୍ତରଙ୍କ ସହିତ ଯୋଗାଯୋଗ କରି ଆଜିଠାରୁ ହିଁ ଅଲ୍ଟ୍ରାସାଉଣ୍ଡ ନିୟମିତ କରାଯିବ। ଏକ ସିକିଲସେଲ ୟୁନିଟ ଓ ବର୍ଣ୍ଣ ୟୁନିଟ ଏକ ସପ୍ତାହ ଭିତରେ କାର୍ଯ୍ୟକ୍ଷମ କରାଯିବ। ଅନ୍ୟ ଦାବି ଗୁଡିକ ମଧ୍ୟ ଶୀଘ୍ର ପୂରଣ କରିବା ଦିଗରେ କାର୍ଯ୍ୟ କରିବେ ବୋଲି ମେଡିକାଲ ଅଧିକ୍ଷକ ପ୍ରତିଶ୍ରୁତି ଦେଇଛନ୍ତି।

ଆଜି ଏହି ଆଲୋଚନାରେ ବଲାଙ୍ଗିର ଏକ୍ସନ କମିଟିର ଗୋପାଳଜୀ ପାଣିଗ୍ରାହୀଙ୍କ ସମେତ ବିଧୁଭୂଷଣ ତ୍ରିପାଠୀ, ପ୍ରତାପ ଚନ୍ଦ୍ର ରଥ, ସାଗରିକା ଗୁରୁ, ନିହାରିକା ମିଶ୍ର, ବିଶ୍ୱମୟ ପୂଜାରୀ, ଶ୍ରୀପଦା ଷଡଙ୍ଗୀ, କାନ୍ହା ଶତପଥୀଙ୍କ ସହ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସନ୍ତୋଷ ପଟ୍ଟନାଏକ, ଗୋବିନ୍ଦ ଚନ୍ଦ୍ର ଶତପଥୀ, ସୁମିତ ମିଶ୍ର, ରବିନ୍ଦ୍ର ପ୍ରଧାନ, ଲିଙ୍କନ ସେଠ, ସନ୍ଦୀପ ବାଗ, ଅମିତ ନାୟକ, ଶ୍ୟାମସୁନ୍ଦର ଗହୀର, ସଞ୍ଜୟ ସାହୁ, ସୁଶାନ୍ତ ପୁଟେଲ, ଦେବରାଜ ନାଗ, ସୁରେଶ କମ୍ପ ଉପସ୍ଥିତ ରହି ମେଡିକାଲ ଅଧିକ୍ଷକଙ୍କ ସହ ସମ୍ପୂର୍ଣ୍ଣ ଆଲୋଚନା କରିଥିଲେ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like