-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ଡିଆରଏମ୍ ସହ ଆଲୋଚନା (ବଲାଙ୍ଗିର ରେଳ ଷ୍ଟେସନର ଉନ୍ନତି ଓ ଉପଭୋକ୍ତାଙ୍କ ସୁବିଧା ନେଇ ୧୪ ଦଫା ଦାବିପତ୍ର ସଂଘ ପକ୍ଷରୁ ପ୍ରଦାନ)

01-Jun-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ରେଳ ଉପଭୋକ୍ତା ସଂଘ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ନେତୃତ୍ୱରେ ଆଜି ଏକ ପ୍ରତିନିଧି ଦଳ ସମ୍ବଲପୁର ଡିଭିଜନ ଡିଆରଏମ୍ ପ୍ରଦୀପ କୁମାରଙ୍କୁ ତାଙ୍କ ସମ୍ବଲପୁର କାର୍ଯ୍ୟାଳୟରେ ସାକ୍ଷାତ କରି ବଲାଙ୍ଗିର ରେଳ ଷ୍ଟେସନ ଓ ରେଳ ଉପଭୋକ୍ତାଙ୍କ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ । ଏନେଇ ଏକ ୧୪ ଦାଫା ଦାବିପତ୍ର ଡିଆରଏମ୍‌ଙ୍କୁ ପ୍ରଦାନ କରିବା ସହ ଡିଆରଏମ୍‌ଙ୍କ ଦ୍ୱାରା ହୋଇପାରୁଥିବା କାର୍ଯ୍ୟ ତୁରନ୍ତ ସମାପନ କରିବାକୁ ପ୍ରତିନିଧି ଦଳ ଦାବି ଉପସ୍ଥାପନ କରିଥିଲେ । ଦାବି ଗୁଡିକ ହେଲା ବୟସ୍କ ବ୍ୟକ୍ତି ଓ ରୋଗୀମାନଙ୍କ ପାଇଁ ଲିପ୍ଟ ଓ ରେମ୍ପ୍‌ର ବ୍ୟବସ୍ତା କରିବା, ବିଶାଖାପାଟନମ୍‌-ଅମୃତସର ଟ୍ରେନକୁ ବକେୟା ୪ଦିନ ବଲାଙ୍ଗିର ଓ ବରଗଡ ଦେଇ ଦିଲ୍ଲୀ ଚଳାଇବା, ସମତା ଏକ୍ସପ୍ରେସକୁ ଦୁଇଦିନ ବଲାଙ୍ଗିର, ବରଗଡ ଓ ସମ୍ବଲପୁର ଦେଇ ଦିଲ୍ଲୀ ଚଳାଇବା, ବଲାଙ୍ଗିର ଓ ବରଗଡ ଜିଲ୍ଲାର ଲୋକଙ୍କ ସୁବିଧା ପାଇଁ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସକୁ ଟିଟିଲାଗଡ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ବର୍ଷା ଓ ଖରାରୁ ରେଳ ଉପଭୋକ୍ତାଙ୍କୁ ସୁରକ୍ଷା ଦେବା ପାଇଁ ବୁକିଙ୍ଗ୍ କାଉଣ୍ଟରରୁ ଷ୍ଟେସନ ପର୍ଯ୍ୟନ୍ତ ଏକ ସେଡ ତିଆରି କରିବା, ଟ୍ରେନର ସମୟ ଓ ପ୍ଲାଟଫର୍ମ ଇଣ୍ଡିକେସନ ଡିସ୍‌ପ୍ଲେ ବୋଡ ୨ ଓ ୩ ନମ୍ବର ପ୍ଲାଟଫର୍ମରେ ତୁରନ୍ତ ଲଗାଇବା ସହ ଥଣ୍ଡା ପାନୀୟ ଜଳ ଓ ଆର୍‌ଓ ପାଣିର ବ୍ୟବସ୍ଥା କରିବା, ବଲାଙ୍ଗିର ରେଳ ଷ୍ଟେସନକୁ ଗ୍ରେଡ “ବି” ରୁ “ଏ” ଗ୍ରେଡ କୁ ଅପଗ୍ରେଡେସନ କରିବାକୁ ସମସ୍ତ ଉନ୍ନତି ମୂଳକ ପଦକ୍ଷେପ ନେବା, ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନ୍ ସୋନପୁର ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ କରିବା ସହ ସୋନପୁର ପର୍ଯ୍ୟନ୍ତ ଟ୍ରେନ ଚଳାଇବା, ସମସ୍ତ ପ୍ଲାଟଫର୍ମରେ ସ୍ୱଚ୍ଛାଳୟର ବ୍ୟବସ୍ତା କରିବା ଓ ଲିପ୍ଟ ନ ହେବା ପର୍ଯ୍ୟନ୍ତ ସମସ୍ତ ଟ୍ରେନକୁ ପ୍ଲାଟଫର୍ମ ୧ରେ ରଖିବାର ବ୍ୟବସ୍ଥା ଆଦି ଦାବି କରିବା ସହ ବିଭିନ୍ନ ସମସ୍ୟା ବିଷୟରେ ଆଲୋକପାତ କରିଥିଲା ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ପ୍ରତିନିଧି ଦଳ । ଆଜିର ଏହି ଆଲୋଚନାରେ ସଂଘର ସଭାପତି ପ୍ରଫେସର ଶ୍ରୀ ମିଶ୍ରଙ୍କ ସମେତ ସାଧାରଣ ସଂପାଦକ ନାରାୟଣ ପାଢୀ, ଉପସଭାପତି ଅଶୋକ କୁମାର ମିଶ୍ର ଓ କାର୍ଯ୍ୟକାରିଣୀ ସଦସ୍ୟ ହିତେଶ ସାହୁ ଉପସ୍ଥିତ ଥିଲେ । ଜଦି ଏହାର ସମାଧାନ ଡିଆରଏମ୍‌ଙ୍କ ଦ୍ୱାରା ସମ୍ଭବ ହେବ ନାହିଁ ତେବେ ଆଗାମୀ ଦିନରେ ଜିଏମ୍ ଭୂବନେଶ୍ୱର, ରେଳମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ଦାବୀପତ୍ର ପ୍ରଦାନ କରାଯିବ ବୋଲି ସାଧାରଣ ସଂପାଦକ ଶ୍ରୀ ପାଢୀ କହିଛନ୍ତି । ପ୍ରକାଶ ଯେ, ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଡିଆର୍‌ଏମ୍‌ଙ୍କୁ ସାକ୍ଷାତ କରିବା ପୂର୍ବରୁ ବଲାଙ୍ଗିର ଷ୍ଟେସନ ମାଷ୍ଟରଙ୍କୁ ସାକ୍ଷାତ କରିବା ସହ ରେଳ ଉପଭୋକ୍ତାଙ୍କ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ଏକ ଦାବିପତ୍ର ପ୍ରଦାନ କରିଥିଲା ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like