-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ର ନେତୃତ୍ୱାଧୀନ ମୋଦୀ ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିକାଶର ଜୟଯାତ୍ରା ସମ୍ପର୍କିତ ପୁସ୍ତିକା ଉନ୍ମୋଚନ

02-Jun-2022



ବଲାଙ୍ଗିର (ଅନ୍ତର୍ଯ୍ୟାମୀ ସାହୁ): ଆଜି ବଲାଙ୍ଗିର ସର୍କିଟ ହାଉସ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି ତରଫରୁ ଦେଶର ସାମୁହିକ ବିକାଶ ଓ ଜନ କଲ୍ଯାଣ ସମ୍ପର୍କିତ ଏକ ତଥ୍ୟଭିତ୍ତିକ କ୍ଷୁଦ୍ର ପୁସ୍ତିକା (ବ୍ରlଉଚର) ଉନ୍ମୋଚିତ ହୋଇଯାଇଛି l ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କେନ୍ଦ୍ରରେ ୮ ବର୍ଷର ଶାସକ ପୁର୍ତ୍ତୀ ଅବସରରେ ଉନ୍ମୋଚିତ ହୋଇଥିବା ଏହି ପୁସ୍ତକରେ କେନ୍ଦ୍ର ନେତୃତ୍ୱାଧୀନ ମୋଦୀ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଓଡ଼ିଶାର ସାଧାରଣ ନାଗରିକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଭିଜନ୍ ସମ୍ପର୍କରେ  ଉଲ୍ଲେଖ କରାଯାଇଛି l ଆଜି ଏକ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଯୋଗ ଦେଇ ଏହି ପୁସ୍ତକକୁ ଉନ୍ମୋଚନ.କରିଥିଲେ l
ମୋଦୀ ସରକାରଙ୍କ  ୮ ବର୍ଷର ଯାତ୍ରାରେ ଓଡ଼ିଶାର ଚାଷୀଙ୍କୁ ତାଙ୍କ ଅଧିକାର ଓ ସମ୍ମାନ ମିଳିଛି l ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଲକ୍ଷା ଲକ୍ଷ ଲୋକଙ୍କୁ ଘର ଯୋଗାଇ ଦିଆଯାଇଛି l ପି ଏମ୍ କିଷାନ ଯୋଜନା ମାଧ୍ୟମରେ ଚାଷୀ

ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି l ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁବେଳେ ଓଡ଼ଶା ପାଇଁ ସ୍ଵତନ୍ତ୍ର ଧ୍ୟାନ ଦେଇ ଆସିଛନ୍ତି ବୋଲି ସାଂସଦ ଶ୍ରୀମତୀ ସିଂହଦେଓ କହିଛନ୍ତି l  ଭାରତର ବିକାଶ ସମ୍ପର୍କିତ ଏହି ବ୍ରlଉଚରର ଉନ୍ମୋଚନ ଉତ୍ସବରେ ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ବଲାଙ୍ଗିର ଜିଲ୍ଲା ପ୍ରଭାରୀ ସୁରେଶ୍ୱର ସତପଥୀ ଓ  ବଲାଙ୍ଗିର ବିଜେପି ମିଡିଆ ସେଲ  ର ସଭାପତି ଦିନେଶ ଶର୍ମl ଯୋଗଦେଇ ସାମ୍ବାଦିକଙ୍କ  ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି  ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like