-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ପାରମ୍ପାରିକ ଆଦିବାସୀ କଳା ବିକାଶ ବୈଠକ ଅନୁଷ୍ଠିତ

02-Jun-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତ ଠାରେ ଜୀବନଜ୍ୟୋତି କଳା ପରିଷଦ ତରଫରୁ ପାରମ୍ପାରିକ ଆଦିବାସୀ କଳା ବିକାଶ ଉପରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା । ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ରଜନୀ କାନ୍ତ ଦିଗାଳ ଙ୍କ ଅଧ୍ୟକ୍ଷତାରେ ଏବଂ ବାଲିଗୁଡା ଉପଖଣ୍ଡ କଳାକାର ସଂଘ ର ନିମନ୍ତ୍ରିତ ଅତିଥି ଙ୍କ ଗହଣ ରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ପାରମ୍ପରିକ କଳା ର ପୁନରୁଦ୍ଧାର ,ତାର ବିକାଶ ଏବଂ କିପରି ତାହା ଲୋକାଭିମୁଖୀ ହୋଇପାରିବ ସେ ଉପରେ ଆଲୋଚନା ହୋଇଥିଲା । ଆଲୋଚନା ରେ ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ଙ୍କ ସହ , ଉପସଭାପତି ହେବଳ ଦିଗାଳ , ସମ୍ପାଦକ ପରମାନନ୍ଦ ନାୟକ ,ଉପଦେଷ୍ଟା ଡୀକ୍ ସନ ନାୟକ ,ସୁରେନ୍ଦ୍ର ମଲ୍ଲିକ ଏବଂ କନ୍ଧମାଳ ଜିଲ୍ଲାରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବାଲିଗୁଡା ଉପଖଣ୍ଡ କଳାକାର ସଂଘର ସଭାପତି ପ୍ରଦୀପ କୁମାର ମଲ୍ଲିକ, ଉପସଭାପତି ଶୁକଦେବ ନାୟକ ,ସମ୍ପାଦକ ରଞ୍ଜିତ କୁମାର ପଣ୍ଡା ,ସହ ସମ୍ପାଦକ ତଥା ନୃତ୍ୟ ଓ ସଙ୍ଗୀତ ବିଦ୍ୟାଳୟ ର ଅଧକ୍ଷ ଦେବରାଜ କୈବର୍ତ୍ତ ,ଉପଦେଷ୍ଟା ସୁନିଲ କୁମାର ନାୟକ ,ନୃତ୍ୟ ଗୁରୁ ପୀତବାସ ନାୟକ ଏବଂ କଳାକାର ସଦସ୍ୟ ସୁରଜ ମୁଖୀ,ତୁଷାର ମୁଖୀ ଓ ରାକେଶ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଜୀବନ ଜ୍ୟୋତି କଳା ପରିଷଦ ର ସମ୍ପାଦକ ନିଜ ବିବୃତି ରେ କହିଥିଲେ ଯେ , ସଂଗଠନ ଦ୍ଵାରା ପ୍ରତି ଗାଁ ଗାଁ ରେ ଲୁଚି ରହିଥିବା କଳା ପ୍ରତିଭା ର ଉଦ୍ଧାର ଏବଂ ବିଲୁପ୍ତ ପ୍ରାୟ କଳା ସଂସ୍କୃତି କୁ ପୁନର୍ଜୀବିତ କରିବା ପାଇଁ ତାଙ୍କ ସଂଗଠନ ର ପ୍ରୟାସ ଜାରି ରହିଛି ,ତତ୍ ସହିତ ଉପଖଣ୍ଡ କଳାକାର ସଂଘ ର ସମ୍ପାଦକ କହିଥିଲେ ଯେ , କନ୍ଧମାଳ ର କଳା ସଂସ୍କୃତି ଓ ପରମ୍ପରା କୁ ବିଶ୍ଵ ଦରବାର ରେ ପରିଚିତ କରାଇବା ଆମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଶେଷରେ ମଞ୍ଚାସିନ ସମସ୍ତ ଅତିଥି ଓ ଉପସ୍ଥିତ କଳାକାର ମାନଙ୍କର ଉନ୍ନତି କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like