-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ମହିଳା ସ୍ବାସ୍ଥ୍ୟକର୍ମୀ ଅନୁପସ୍ଥିତ , ଟିକା ପାଇଁ ପ୍ରଚଣ୍ଡ ଖରାରେ ଅପେକ୍ଷା କଲେ ଗର୍ଭବତୀ, ପ୍ରସୂତି

02-Jun-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଦୁର୍ଜନତୈଲା ପଞ୍ଚାୟତ ଅନ୍ତର୍ଗତ ମସିଣାପାଲି ସ୍ବାସ୍ଥ୍ୟ ଉପକେନ୍ଦ୍ରଠାରେ ମହିଲା ସ୍ବାସ୍ଥ୍ୟ କର୍ମୀ ଙ୍କ ଅନୁପସ୍ଥିତି ଯୋଗୁଁ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ଟିକାକରଣ ହୋଇପାରିନଥିବା ଅଭିଯୋଗ ହୋଇଛି।‌ ସୂଚନା ଅନୁସାରେ, ଉକ୍ତ ସ୍ବାସ୍ଥ୍ୟ କେନ୍ଦ୍ର ରେ ପ୍ରତ୍ୟେକ ମାସ ପ୍ରଥମ ବୁଧବାର ଦିନ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଟିକାକରଣ କରାଯାଇଥାଏ। ଫଲରେ ଏହି କେନ୍ଦ୍ର କୁ ଟିକାକରଣ ପାଇଁ ସ୍ବାସ୍ଥ୍ୟ କର୍ମୀ ମିନତୀ ଋଣା ଦାଇତ୍ୱ ରେ ଥିବା ବେଳେ ସେ  କୈାଣସି ପୂର୍ବ ସୂଚନା ନଦେଇ ଅନୁପସ୍ଥିତ ରହିଥିବା ନେଇ ଟିକା ପାଇଁ ଆସିଥିବା ଗର୍ଭବତୀ ଓ ପ୍ରସୂତି ମହିଳା ମାନେ ଅଭିଯୋଗ କରିଛନ୍ତି। ଏହି କେନ୍ଦ୍ର କୁ  ମସିଣାପାଲି,ହୁତାପାଲି, ବ୍ରାହ୍ମଣୀପାଲି,ବରଘାଟଦାଦାର, ମସିଣାପାଲି ଜଙ୍ଗଲ, ଗୈାଘାଟ ଓ କୁଞ୍ଜାପାଲି ଆଦି ଗ୍ରାମର

ବହୁ ଗର୍ଭବତୀ ଓ ପ୍ରସୂତି ମହିଳା ଛୋଟ ଛୋଟ ଶିଶୁମାନଙ୍କୁ ନେଇ ଆସିଥିଲେ,  ସେଠାରେ ମଧ୍ୟାହ୍ନ ସମୟ ପର୍ଯ୍ୟନ୍ତ ପ୍ରଚଣ୍ଡ ଖରାରେ ଅପେକ୍ଷା କରିଥିଲେ। ଫଲରେ ମହିଳା ସ୍ବାସ୍ଥ୍ୟକର୍ମୀ ଶ୍ରୀମତୀ ଋଣା ନଆସିବାରୁ ସମସ୍ତେ ନିରାଶ ହୋଇ ଘରକୁ ଫେରିଥିଲେ। ଉକ୍ତ ସ୍ବାସ୍ଥ୍ୟ କର୍ମୀ ଜଣକ ବହୁବାର ନିଜ ଦାଇତ୍ୱ ରେ ଅବହେଳା କରି ଆସୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ପ୍ରତ୍ୟେକ ମାସ ମଙ୍ଗଳବାର ଓ ଶୁକ୍ରବାର ଦିନ ପ୍ରସୂତି ମାଁ ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଓ ଓଜନ କରାଯିବାର  ରହିଥିବା ବେଳେ ତାହା ମଧ୍ୟ ନିୟମିତ ଭାବେ କରାଯାଉନାହିଁ ବୋଲି ମହିଳା ମାନେ ଅଭିଯୋଗ କରିଛନ୍ତି। ଏନେଇ ମହିଳା ସ୍ବାସ୍ଥ୍ୟକର୍ମୀ ଙ୍କୁ ଯୋଗାଯୋଗ କରାଯିବାରୁ ସମ୍ଭବପର ହୋଇପାରିନଥିଲା। ଏଥି ପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like