-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରର ଶୀତଳଷଷ୍ଠୀ: ୪ରେ ଶିବବିବାହ ୫ ରାତିରେ ଶିବ ପାର୍ବତୀଙ୍କ ପ୍ରତ୍ୟାବର୍ତ୍ତନ ନଗର ପରିକ୍ରମା ଓ ଶୋଭାଯାତ୍ରା - ଆଜି ୧୦୮ ତୋଳାର ନାଗ ମୂର୍ତ୍ତିଙ୍କ ଆଗମନ

02-Jun-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ବହୁ ପ୍ରତୀକ୍ଷିତ ସୁବର୍ଣ୍ଣପୁରର ଶୀତଳଷଷ୍ଠୀ ଯାତ୍ରା ଚଳିତ ବର୍ଷ ଆଜି ଠାରୁ ୬ତାରିଖ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ ହେବାପାଇଁ ସମସ୍ତ ପ୍ରସ୍ତୁତି ସରିଛି।ଏଥିପାଇଁ ଇଷ୍ଟଦେବ ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀଙ୍କ ବିବାହ ଉତ୍ସବକୁ ସମସ୍ତ ରୀତିନୀତି ସହ ପାଳନପାଇଁ ଶୀତଳଷଷ୍ଠୀ ଯାତ୍ରା କମିଟି ପକ୍ଷରୁ ସମସ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମର ପ୍ରସ୍ତୁତି ସହ ବରପିତାମାତାଙ୍କ ପ୍ରତିନିଧି ଭାବରେ ବଡ଼ବଜାର ଦୁର୍ଗାମଣ୍ଡପ ସ୍ଥିତ ସନ୍ତୋଷ କୁମାର ମେହେର ଓ ଜ୍ୟୋସ୍ନାମୟୀ ମେହେର ଦାୟିତ୍ୱ ନିର୍ବାହ କରୁଥିବା ବେଳେ କନ୍ୟାପିତା ମାତା ଙ୍କପ୍ରତିନିଧି ସ୍ୱରୂପରେ ଭଗବତୀ ପ୍ଲଟସ୍ଥିତ କୃଷ୍ଣଚନ୍ଦ୍ର ମେହେର ଓ ଜାନକୀ ମେହେର ଦାୟିତ୍ୱ ନିଭେଇ ପ୍ରଭୁଙ୍କ ଆଶୀର୍ବାଦ ଲାଭ କରିଛନ୍ତି l ଆଜି ସୁବର୍ଣ୍ଣପୁରର କୋଷାଗାରରୁ  ୧୦୮ ତୋଳାର ସୁନା ନାଗମୂର୍ତ୍ତି ବାବା ଚନ୍ଦ୍ରଶେଖରଙ୍କୁ ଦେବୋତ୍ତର ବିଭାଗ ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷାରେ ସ୍ଥାନୀୟ ଚନ୍ଦ୍ରଶେଖର ମନ୍ଦିରକୁ ଅଣା ଯାଇ ଯାତ୍ରାର ପୂଜା ଵିଧି ଆରମ୍ଭ କରାଯାଇଛି l ଏଥିପାଇଁ ଉଭୟ କୈଳାସପୁରୀ ଓ ହିମାଦ୍ରୀନଗରୀ  ସମେତ ସାରା ସହର  ଚଳଚଞ୍ଚଳ ହୋଇ ଉଠିଛି l ଏଥିପାଇଁ ଆଜି ୨ ତାରିଖ ଗୁରୁବାର ଦିନ ଦେବନିମନ୍ତ୍ରଣ,କରେଇବସା, ମାଟିପକା ଓ ୩ ତାରିଖରେ ଅଳଙ୍କାର ଧାରଣ ୪ ତାରିଖରେ ବରାନୁଗମନ ଓ ରାତ୍ର ୧.୧୦ ରୁ ରାତ୍ର ୨.୧୦ମଧ୍ୟରେ ଶିବପାର୍ବତୀଙ୍କ ବିବାହ ପାଣିଗ୍ରହଣ ଅନୁଷ୍ଠିତ ହୋଇ ପରବର୍ତ୍ତୀ ଦିନ ୫ତାରିଖ ରାତିରେ  ଶିବ ପାର୍ବତୀ ଓ ଅଷ୍ଠ ଶମ୍ଭୁ ଅଷ୍ଠ ବିଷ୍ଣୁଙ୍କ ନଗର ପରିକ୍ରମା ଓ ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ଅନୁଷ୍ଠିତ ହେବ l ଚଳିତ ବର୍ଷ ଯାତ୍ରାକୁ ଶୃଙ୍ଖଳିତ  ଭାବେ ପରିଚାଳନା ପାଇଁ ଯାତ୍ରା ପରିଚାଳନା କମିଟି ଓ ଦେବୋତ୍ତର ବିଭାଗ, ପୋଲିସ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସହଯୋଗ କାମନା କରାଯାଇଛି।  ଏହି ଯାତ୍ରାର ବିଶେଷ ଆକର୍ଷଣ ୧୦୮ ତୋଳା ର ସୁନା ନାଗ ମୂର୍ତ୍ତି ଓ ଶିବ ପାର୍ବତୀଙ୍କ ସହିତ ସହରର ସମସ୍ତ ଦେବାଦେବୀଙ୍କୁ  ଏକାଠି ଦର୍ଶନ କରିବାର ଅପୂର୍ବ ସୁଯୋଗ l ଯାହାକି ବର୍ଷକୁ ଥରେ ଏହି ସୁଯୋଗ ସାଧାରଣ ଜନତା ପାଇଥାନ୍ତି l ଏବର୍ଷ ପ୍ରଥମ ଥର ପାଇଁ  ସ୍ଥାନୀୟ ଭଗବତୀ ପାଠାଗାରର  ଯୁବ ସଂଗଠନ  ଓ  କନ୍ୟାପିତା ପରିବାରଙ୍କ ସମସ୍ତ ସହଯୋଗରେ  ଶୀତଳ ଷଷ୍ଠୀ ଯାତ୍ରା ଉପଲକ୍ଷେ  ଆସନ୍ତାକାଲି ୩ ତାରିଖ  ଠାରୁ ଯାତ୍ରା ଶେଷ ଯାଏ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି l ଏଥିପାଇଁ ଭଗବତୀ କଲ୍ୟାଣ ମଣ୍ଡପ ଠାରେ ସମସ୍ତ ପ୍ରସ୍ତୁତି ସରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like