-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଏଜୁକେସନ୍ ୱାର୍ଲ୍ଡ୍ ଇଣ୍ଡିଆନ୍ ହାୟର୍ ଏଜୁକେସନ୍ ଗ୍ରାଣ୍ଡ୍ ଜୁରୀ ର‌୍ୟାଙ୍କିଂ ୨୦୨୨-୨୩ ରେ ବିକାଶ ଅଣ୍ଡର୍‌ଗ୍ରାଜୁଏଟ୍ କ୍ୟାମ୍ପସ୍ ଓଡ଼ିଶାରେ ଶ୍ରେଷ୍ଠ ଏବଂ ଜାତୀୟ ସ୍ତରରେ ଟପ୍‌-୧୦ ଶ୍ରେଣୀରେ ବିବେଚିତ

02-Jun-2022



ଇରଗଡ଼(ନିରଞ୍ଜନ ତ୍ରିପାଠୀ): ଚଳିତ ବର୍ଷ ଏଜୁକେସନ୍ ୱାର୍ଲ୍ଡ୍ ଇଣ୍ଡିଆନ୍ ହାୟର୍ ଏଜୁକେସନ୍ ଗ୍ରାଣ୍ଡ୍ ଜୁରୀ ର‌୍ୟାଙ୍କିଂ ୨୦୨୨-୨୩ ଦ୍ୱାରା ମହାବିଦ୍ୟାଳୟ ମାନଙ୍କର ଶିକ୍ଷକ, ପୂର୍ବତନ ଛାତ୍ରଛାତ୍ରୀ, ଅଭିଭାବକଙ୍କ ଦ୍ୱାରା ମହାବିଦ୍ୟାଳୟ ରେଟିଂ ନିଆଯିବା ସହିତ ପରୀକ୍ଷା ଫଳାଫଳ, ପ୍ରକୃତ ସର୍ବେକ୍ଷଣ ଓ ଅନୁସନ୍ଧାନ ଆଧାରରେ ମହାବିଦ୍ୟାଳୟ ମାନଙ୍କ ମଧ୍ୟରୁ ବିକାଶ ଅଣ୍ଡର୍‌ଗ୍ରାଜୁଏଟ୍ କ୍ୟାମ୍ପସ୍ ଓଡ଼ିଶାରେ ଶ୍ରେଷ୍ଠ ଏବଂ ଜାତୀୟ ସ୍ତରରେ ଟପ୍‌-୧୦ ଶ୍ରେଣୀରେ ବିବେଚିତ ହୋଇଛି ବୋଲି ଶିକ୍ଷାନୁଷ୍ଠାନର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର୍ ଶ୍ରୀ ଡି.ନାଗେଶ୍ୱର ରାଓ କହିଛନ୍ତି । ବିକାଶ ଡିଗ୍ରୀ କଲେଜ ଏହି ତାଲିକାରେ “ଏକ୍ସଟ୍ରାଅଡିନାରୀ ଲିଡର୍‌ସିପ୍‌” କ୍ୟାଟେଗୋରୀରେ ଜାତୀୟ ସ୍ତରରେ ପଂଚମ ଓ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି “ପ୍ରମିସିଂ ଫ୍ୟୁଚର୍ ରେଡି ଇନ୍‌ଫ୍ରାଷ୍ଟ୍ରକ୍‌ଚର୍‌” କ୍ୟାଟେଗୋରୀରେ ଜାତୀୟ ସ୍ତରରେ ଅଷ୍ଟମ ଓ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍ “ଏକ୍ସିଲେନ୍ସ୍ ଇନ୍ ଅନ୍‌ଲାଇନ୍ ଲର୍ଣ୍ଣିଂ” କ୍ୟାଟେଗୋରୀରେ ଜାତୀୟ ସ୍ତରରେ ଚତୁର୍ଥ ଓ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ, ବିକାଶ ଲ’ ସ୍କୁଲ୍ “ବେଷ୍ଟ୍ ମ୍ୟାନେଜ୍‌ମେଣ୍ଟ୍ ପ୍ରାକ୍ଟିସେସ୍ ଏଣ୍ଡ୍ ସିଷ୍ଟମସ୍‌” କ୍ୟାଟେଗୋରୀରେ ଜାତୀୟ ସ୍ତରରେ ଷଷ୍ଠ ଓ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ, ବିକାଶ ନର୍ସିଂ କଲେଜ “ଷ୍ଟୁଡେଣ୍ଟ୍ ଡାଇଭର୍ସିଟି” କ୍ୟାଟେଗୋରୀରେ ଜାତୀୟ ସ୍ତରରେ ପଂଚମ ଓ ରାଜ୍ୟସ୍ତରରେ ପ୍ରଥମ ସ୍ଥାନରେ ରହିଛି । ୨୮ ମଇ ୨୦୨୨ ରେ ଦି ଲୀଲା ଏମ୍ବିଆନ୍ସ୍ ହୋଟେଲ୍ ଏଣ୍ଡ୍ ରେସିଡେନ୍ସ୍‌, ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏହି ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ବିକାଶ ଶିକ୍ଷାନୁଷ୍ଠାନର ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ବିକାଶ ତରଫରୁ ପୁରସ୍କାରଗୁଡ଼ିକୁ ଗ୍ରହଣ କରିଥିଲେ । ଏହି ଏଜୁକେସନ୍ ୱାର୍ଲ୍ଡ୍ ଇଣ୍ଡିଆନ୍ ହାୟର୍ ଏଜୁକେସନ୍ ଗ୍ରାଣ୍ଡ୍ ଜୁରୀ ର‌୍ୟାଙ୍କିଂ ୨୦୨୨-୨୩ ପାଇଁ ଆବେଦନର ପ୍ରକ୍ରିୟା ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା ଙ୍କ ତତ୍ୱାବଧାନରେ ସଂପାଦିତ ହୋଇଥିଲା । ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ସମସ୍ତ କାର୍ଯ୍ୟକର୍ତା ଓ ଛାତ୍ରଛାତ୍ରୀମାନଙ୍କୁ ଏହି ସଫଳତାର ଶ୍ରେୟ ଦେବାସହ ଆଗାମୀ ଦିନରେ ବିକାଶ ଅଣ୍ଡର୍‌ଗ୍ରାଜୁଏଟ୍ କ୍ୟାମ୍ପସ୍‌କୁ ଏକ ବିଶ୍ୱବିଦ୍ୟାଳୟକୁ ରୂପାନ୍ତରିତ କରିବାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ବିକାଶ ଗ୍ରୁପ୍ ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଭି.ଶ୍ରୀନିବାସ ଓ ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ କୁମାର ଉକ୍ତ ସଫଳତାର ଶ୍ରେୟ ମହାବିଦ୍ୟାଳୟ ମାନଙ୍କର ଉଚ୍ଚମାନର ଶିକ୍ଷାପ୍ରଣାଳୀ, ସମସ୍ତ ଅଧ୍ୟକ୍ଷ-ଉପାଧ୍ୟକ୍ଷ, ଅଧ୍ୟାପକ-ଅଧ୍ୟାପିକା, ମେଧାବୀ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଦେଇଛନ୍ତି । ୩୧ ମଇ ୨୦୨୨ ରେ ବିକାଶ ଅଡିଟୋରିୟମ୍‌ରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ କରାଯାଇ ଏହି ପୁରସ୍କାରଗୁଡ଼ିକୁ ବିକାଶ ଡିଗ୍ରୀ କଲେଜର ଅଧ୍ୟକ୍ଷ ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ଅଧ୍ୟକ୍ଷ ଇଂ.ଅଜୟ କୁମାର ମହାପାତ୍ର, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ୍‌ର ଅଧ୍ୟକ୍ଷ ଡ.କ୍ଷୀରୋଦ ପ୍ରଧାନ, ବିକାଶ ଲ’ ସ୍କୁଲ୍‌ର ଅଧ୍ୟକ୍ଷ ଡ.ବିକ୍ରମ କୁମାର ଦାସ, ବିକାଶ ନର୍ସିଂ କଲେଜର ଅଧ୍ୟକ୍ଷା ଶ୍ରୀମତୀ ୱାଇ.ଡି. ଷ୍ଟେଲା ପ୍ରମୁଖଙ୍କୁ ଉପାଧ୍ୟକ୍ଷ, ଅଧ୍ୟାପକ-ଅଧ୍ୟାପିକାଙ୍କ ଉପସ୍ଥିତିରେ ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ପ୍ରଦାନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like