-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||     

HOME   ଜିଲ୍ଲା

ବରଗଡ଼ ରେ ପୁଣି ମାଓବାଦୀ ବେନର

03-Jun-2022



ବରଗଡ :- ବରଗଡ ଜିଲ୍ଲା ପାଇକମାଲ ବ୍ଲକ , ପାଇକମାଲ ପଦ୍ମପୁର ରାସ୍ତା ରେ ଅବସ୍ଥିତ ମାଝିପାଲି ( ଭୁଲିଆବନ୍ଧ ) ମୁଖ୍ୟ ଛକ ଠାରୁ କିଛି ଦୂରରେ ଗତକାଲି ସକାଳ ସମୟରେ କିଛି ସ୍ଥାନୀୟ ଲୋକେ ଏକ ଲାଲ ରଙ୍ଗର ମାଓ ବେନର ଲାଗିଥିବା ଦେଖିବାକୁ ପାଇଥିଲେ । ଉକ୍ତ ବେନର ରେ ଗରିବ ଶ୍ରମିକ ମାନଙ୍କର ପାଇଁ ଆସୁଥିବା କାମ ମେସିନ ସାହାଯ୍ୟ ରେ କରା ଯାଉଥିବା ଉଲ୍ଲେଖ ରହିଥିବା ବେଳ , ଝାରମୁଣ୍ଡା, ଭାଙ୍ଗଖୁଣ୍ଟି , ସାଲେପାଲି , ମିଠାପଲି , ଗୁରୁଣ୍ଡା, ଜାମସେଠ , ବରତୁଣ୍ଡା , ଆଦି ଗ୍ରାମର କିଛି ଲୋକ ମାଓବାଦୀ ମାନଙ୍କ ଗତିବିଧି ଉପରେ ନଜର ରଖି ପୋଲିସ କୁ ସୂଚନା ଦେଉଥିବା ଉଲ୍ଲେଖ ରହିଥିବା ବେଳେ , ଅଂଚଲ ର କିଛି ଦୋକାନୀ , ଦୋକାନରୁ ଅଧିକା ସଉଦା କିଣୁଥିବା ବ୍ୟକ୍ତି ମାନଙ୍କ ଉପରେ ସନ୍ଦେହ କରୁଥିବା ଉଲ୍ଲେଖ ରହିଛି । ଯେଉଁମାନେ ଏହିଭଳି କାମ କରୁଛନ୍ତି ସେମାନେ ସୁଧୁରୀ ଯିବା ପାଇଁ ଏହି ବେନର ରେ ଖୋଲାଖୋଲି ଭାବରେ ଚେତାବନୀ  ରହିଛି । 

   ଏଠାରେ ଉଲ୍ଲେଖଯୋଗ୍ୟ ଯେ ଗତ କିଛି ମାସ ପୂର୍ବରୁ ଠିକ ସମାନ ଜାଗାରେ ଆହୁରି ଏକ ବେନର ଲାଗିଥିଲା । ଆଜିକାର ଏହି ବେନର ଲାଗିବା ପରେ ଲୋକଙ୍କ ମନରେ ଅନେକ ପ୍ରକାର ଆଶଙ୍କା ଦେଖାଦେଇଛି । ବହୁଦିନ ପରେ ପୁଣି ଅଂଚଳରେ ମାଓବାଦୀ ମାନେ ନିଜର ଉପସ୍ଥିତି ପରୋକ୍ଷ ଭାବରେ ଜାହିର କରିଥିବା ଏବେ ଅଂଚଳରେ ଚର୍ଚ୍ଚା ଚାଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026

You Might Also Like