-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ବ୍ଲକ ବାଉଁଶୁଣୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

03-Jun-2022



ବୌଦ୍ଧ (ଅକୃର ସାହୁ) ବୌଦ୍ଧ ବ୍ଲକ ବାଉଁଶୁଣୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜ଼ିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି ଶିବିରରେ ସର୍ବମୋଟ ୧୪୪ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇ ଥିବା ବେଳେ ୧୧୭ ଟି ବ୍ୟକ୍ତିଗତ ଓ ୨୭ଟି ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଅଭିଯୋଗ ଆସିଥିଲା l ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ୫ଜଣଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ସାହାୟତା ମଂଜୁର କରାଯାଇଥିଲା l ଅଭିଯୋଗ ଗୁଡିକ ମଧ୍ୟରୁ ୨୩ ଟି ର ତତ୍କାଳ ସମାଧାନ କରାଯାଇଥିଲା l ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଜ଼ିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ଅବନୀକାନ୍ତ ସାହୁ ପରିଚାଳନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶ୍ବିନୀ କୁମାର ମେହେର, ଜ଼ିଲ୍ଲା ପରିଷଦ ସଭ୍ୟ ଜୋନ-  ୪  ରାକେଶ ତ୍ରିପାଠୀ, ସରପଞ୍ଚ ଅଇଁଠୁ ମାହାଳିକ, ଜ଼ିଲ୍ଲା ଶିକ୍ଷl ଅଧିକାରୀ ଉଦୟନାଥ ମାଝୀ ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୂଜାରୀ, ଜିଲ୍ଲା ଶିଶୁ ସୁରକ୍ଷl ଅଧିକାରୀ ରାହୁଲ ପ୍ରଧାନ,ଜିଲ୍ଲା ମଙ୍ଗଳ ଅଧିକାରୀ ବିନୋଦ ଚନ୍ଦ୍ର ନାୟକ,ଏଆର ସିଏସ ମଙ୍ଗଳ ସୋରେନ, ପ୍ରକଳ୍ପ  ଇର୍ଦେଶକ ଜଳ ଛାୟା ମିଶନ ପ୍ରଦୀପ୍ତ କୁମାର ମହାନ୍ତି,ଉପନିର୍ଦେଶକ ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ଡ ହରେକୃଷ୍ଣ ବେହେରା,ବିଡ଼ିଓ ବୌଦ୍ଧ ପ୍ରମୋଦ କୁମାର ମିଶ୍ର,ତହସିଲଦାର ବୌଦ୍ଧ ଦେବୀ ପ୍ରସାଦ ଦାଶ ଓ ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।ସର୍ବମୋଟ ୫୫.୦୦୦ ଟଙ୍କା  ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ ଦିଆ ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like