-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ଢଙ୍ଗରେ ବିଶ୍ୱ ସାଇକେଲ ଦିବସ ପାଳିତ

03-Jun-2022



ବୌଦ୍ଧ,(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ଢଙ୍ଗରେ ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ତିନିଜଣ କର୍ମଚାରୀ ବରିଷ୍ଠ ସହାୟକ ସର୍ବେଶ୍ୱର ଦାନୀ ,ଚତୁର୍ଥ ଶ୍ରେଣୀ କର୍ମଚାରୀ ଓ ଶେଷଦେବ ସ୍ୱାଇଁ ବର୍ଷତମାମ ସାଇକେଲରେ କାର୍ଯ୍ୟାଳୟକୁ ଆସିବାସହ ସମୟାନୁବର୍ତ୍ତିତା ଏବଂ କର୍ତ୍ତବ୍ୟ ପରାୟଣତା ରକ୍ଷା କରି କାର୍ଯ୍ୟାଳୟର କାର୍ଯ୍ୟ ସଂପାଦନ

ପୂର୍ବକ ଘରକୁ ଫେରୁଥିବାରୁ ବିଶ୍ୱ ସାଇକେଲ ଦବସ ଅବସରରେ ତାଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଜିଲାପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଉପଢୌକନ,ସ୍ମାରକୀ ଓ ମାନପତ୍ର ଦେଇ ଏହି କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରି ସାଇକେଲ ଚାଳନା ପାଇଁ ଉତ୍ସାହିତ କରିବାସହ ସୁସ୍ଥ ଓ ନିରୋଗ ଜୀବନ କାମନା କରିଥିଲେ । ଏହାଦ୍ୱାରା ଅନ୍ୟ କର୍ମଚାରୀମାନେ ସାଇକେଲ ଚାଳନା କରିବା ପାଇଁ ପ୍ରୋତ୍ସାହିତ ହେବାସହିତ ଅଯଥା ଖର୍ଚ୍ଚାନ୍ତରୁ ରକ୍ଷା ପାଇବେ ଓ ଶାରିରୀକ ଭାବରେ ସୁସ୍ଥ ରହିବେ ବୋଲି କର୍ମଚାରୀ ମହଲରେ ମତପ୍ରକାଶ ପାଇଛି ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଇକେଲ

ଚାଳନା କରୁଥିବା କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ପ୍ରଶଂସା କରାଯାଇଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ । ସେହିପରି ନେହେରୁ ଯୁବକେନ୍ଦ୍ର ପକ୍ଷରୁ ବୌଦ୍ଧ ବ୍ଳକ ଗନ୍ଧରାଢୀ ମହାବିଦ୍ୟାଳୟଠାରେ ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି । ସାଇକେଲ ଚାଳନା ଦ୍ୱାରା ଶାରିରୀକ ସୁସ୍ଥତା ନେଇ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା । ଅଧ୍ୟାପକ ପ୍ରବୀର କୁମାର ଦାସ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like