-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||     

HOME   ଜିଲ୍ଲା

ଗୋଟିଏ ଗ୍ରାମ ର ନିର୍ମିତ ରାସ୍ତାର ଫଳକ ୪ କିଲୋମିଟର ଦୂର ଅନ୍ୟ ଗ୍ରାମ ପୋଖରୀ ତୁଠ ରେ

03-Jun-2022



ବରଗଡ:-ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତ ର କମ୍ପଡ଼ିହି ରୁ ଭୂତଲୋଡ ୫୦ ମିଟର ବିଶିଷ୍ଟ  ପଞ୍ଚାୟତ ସମିତି ପକ୍ଷରୁ ହେଉଥିବା  ଗୋଟିଏ ରାସ୍ତା ଏଠାରୁ ୪ କିଲୋମିଟର ମେହେନା ଗ୍ରାମ ପୋଖରୀ ତୁଠ ରେ ଥିବା ଚେଞ୍ଜିଙ୍ଗ ରୁମ ର କାନ୍ଥ ରେ ଗତକାଲି ସନ୍ଧ୍ୟା ସମୟରେ ଏହାର ଫଳକ  ଲେଖି ହଠାତ ଲିଭେଇ ଦିଆଯାଇଛି ଯାହା ପ୍ରତ୍ୟକ୍ଷଦର୍ଶୀ କହୁଛନ୍ତି। ଆଜି ସକାଳେ ସରପଞ୍ଚ ,ନାଏବ ସରପଞ୍ଚ ଓ ଉକ୍ତ ଗ୍ରାମ ର ୱାର୍ଡ ସଭ୍ୟ ପହଞ୍ଚି ତଦନ୍ତ କରିବାରୁ

ଏହା ସତ୍ୟାସତ୍ୟ ବୋଲି କହିଥିଲେ। ଏଠାରେ ପୂର୍ବତନ ସରପଂଚ ତଥା ବର୍ତ୍ତମାନ ର ଜିଲ୍ଲା ପରିଷଦସଭ୍ୟା ପିଙ୍କି ବଢେଇ ଓ ଜେଇ ଙ୍କ ମଧୁଚନ୍ଦ୍ରିକା ଫଳରେ ମନମାନି କାମ ହେଉଛି ।ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ ବୋଲି ମେହେନା ଗ୍ରାମ ର ରମେଶ ଭୋଇ , ପୁର୍ବତନ ସରପଞ୍ଚ କାମାକ୍ଷୀ ଭୋଇ ଏବଂ ଉକ୍ତ ଗ୍ରାମର ଅନ୍ୟ ଭଦ୍ର ବ୍ୟକ୍ତି ଯୁକ୍ତି ବାଢ଼ିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026

You Might Also Like