-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ନେତା ରୁ ଅଭିନେତା ବନିବେ ପୂର୍ବତନ ମନ୍ତ୍ରୀ ତଥା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ

03-Jun-2022



ବରଗଡ:-ଜୀବନ ଏକ ରଙ୍ଗମଞ୍ଚ ଏଠି ସମସ୍ତେ ଗୋଟିଏ ଗୋଟିଏ କଳାକାର। ସେହିପରି ଜଣେ ନେତାରୁ ଅଭିନତା ହେବାକୁ ଯାଉଛନ୍ତି ରାଜନୀତି ମୈଦାନର ପୋଖତ ଖେଳାଳୀ ବରଗଡ ସାଂସଦ ପ୍ରସନ୍ନ ଆାଚାର୍ଯ୍ୟ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ଶ୍ରୀମାନ ଆଚାର୍ଯ୍ୟ ରାଜ୍ୟସଭାରୁ ଅବ୍ୟାହତି ନେଇ ବରଗଡ ପ୍ୟାଭେଲିୟନକୁ ଫେରି ଆସିଥିଲେ ମଧ୍ୟ ତାଙ୍କ ଖେଳୁଆଡ ମନୋବୃତ୍ତିରେ ଊଣା ହୋଇନାହିଁ କି ଖେଳାଳୀ ଓ କଳାକାର ମାନଙ୍କୁ ପ୍ରୋତ୍ସାହନ ଦେବାରେ କାର୍ପଣ୍ୟତା ନାହିଁ। ବରଗଡର କିଛି ଖେଳାଳୀ ନ୍ୟାସନାଲ କରାଟେ ଚମ୍ପିଆନସିପ ରେ ସଫଳତା ଲାଭ କରିଥିବାର ଖବର ପାଇ ପ୍ରସନ୍ନ ଆଚାର୍ଯ୍ୟ ତାଙ୍କ ବରଗଡ ସ୍ଥିତ ବାସଭବନକୁ ନିମନ୍ତ୍ରଣ କରିବା ସହ ଚାରିଜଣ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ରାଜନୀତିରୁ ସାମୟିକ ବିରତି ପରେ ସେ ଚଳଚ୍ଚିତ୍ର ନିର୍ଦ୍ଦେଶକ ଲିଟୁ ମହାନ୍ତିଙ୍କ ଦ୍ବାରା ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତାଃ ପାର୍ବତୀ ଗିରିଙ୍କ ଜୀବନୀକୁ ନେଇ ପ୍ରସ୍ତୁତ ଚଳଚ୍ଚିତ୍ର “ବଡମା” ରେ ଅଭିନୟ କରିବେ ବୋଲି ଜଣାପଡିଛି। ଏଥିରେ ତତ୍କାଳୀନ ଓଡିଶାର ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୟାନନ୍ଦ ପଟ୍ଟନାୟକ, ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତା ପାର୍ବତୀ ଗିରି ଓ କ୍ୟାବିନେଟ ମନ୍ତ୍ରୀ ଥିବା ପ୍ରସନ୍ନ ଆଚାର୍ଯ୍ୟ ମଧ୍ୟରେ ହୋଇଥିବା କଥୋପକଥନର ଏକ ଦୃଶ୍ୟରେ ପ୍ରସନ୍ନ ଆଚାର୍ଯ୍ୟ ନିଜେ ତାଙ୍କ ଭୁମିକାରେ ଅଭିନୟ କରୁଥିବା ଜଣାପଡିଛି। ଜୁନ ଦ୍ବିତୀୟ ସପ୍ତାହରେ ବରଗଡରେ ଏହି ଚଳଚ୍ଚିତ୍ରର ଅନ୍ତିମ ପର୍ଯ୍ୟାୟ ସୁଟିଂ ଶେଷ ହେବ। ଏହି ଦୃଶ୍ୟଟି ପ୍ରସନ୍ନ ଆଚାର୍ଯ୍ୟଙ୍କ ଯୁବ ବୟସ ର ହୋଇଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କ ପାଇଁ ସ୍ବତନ୍ତ୍ର ଚୁଟି ର ବ୍ୟବସ୍ଥା କରା ଯାଇଥିବା ଜଣାପଡିଛି। ଜୀବନ ଓ ରାଜନୀତିକୁ ଖେଳ ସ୍ବରୂପ ବିଚାର କରୁଥିବା ପ୍ରସନ୍ନ ଆଚାର୍ଯ୍ୟଙ୍କ ଭିନ୍ନ ଏକ ରୂପ ଖୁବ ଶିଘ୍ର ସିଲଭର ସ୍କ୍ରୀନରେ ଦେଖିବାକୁ ମିଳିବ। ଏଠାରେ ପ୍ରକାଶଯୋଗ୍ୟ ଯେ, କଳାହାଣ୍ଡିର ଶିଶୁବିକ୍ରୀ ଓ ପାର୍ବତୀ ଗିରି ପ୍ରସଙ୍ଗରେ ଅଞ୍ଚଳର ଅନ୍ୟତମ ବରିଷ୍ଠ ସାମ୍ବାଦିକ ବାମାପଦ ତ୍ରିପାଠୀ ମଧ୍ୟ ଏହି ଚଳଚ୍ଚିତ୍ରରେ ଅଭିନୟ କରୁଥିବା ଜଣାପଡିଛି। ଏହି କାରଣରୁ ମୁକ୍ତିଲାଭ ପୂର୍ବରୁ ଲିଟୁ ମହାନ୍ତିଙ୍କ “ବଡମା” ଚଳଚ୍ଚିତ୍ର ଏବେ ଚର୍ଚ୍ଚାର ପ୍ରସଙ୍ଗ ପାଳଟିଛି। ଭାରତୀୟ ସ୍ବାଧିନତା ପ୍ରାପ୍ତିର ୭୫ ବର୍ଷ ଉପଲକ୍ଷେ ‘ଆଜାଦିକା ଅମୃତ ମହୋତ୍ସବ’ ଅବସରରେ  ଚଳଚ୍ଚିତ୍ର ମୁକ୍ତିଲାଭ କରିବ ଏବଂ ଏହି ଚଳଚ୍ଚିତ୍ର ମାଧ୍ୟମରେ ପଶ୍ଚିମ ଓଡିଶାର ବହୁ ଅନାଲୋଚିତ ସ୍ବାଧିନତା ସଂଗ୍ରାମୀଙ୍କ ସମ୍ପର୍କରେ ଜନସାଧାରଣ ଅବଗତ ହୋଇ ପାରିବେ ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ଲିଟୁ ମହାନ୍ତି ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like