-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ଲୋକ କଳା ପୁନରୁଦ୍ଧାର ପରିଷଦର ପ୍ରସ୍ତୁତି ବୈଠକ

03-Jun-2022



ପାଟଣାଗଡ଼ / ଖପ୍ରାଖୋଲ : ପଶ୍ଚିମ ଓଡ଼ିଶା ଲୋକକଳା ପୁନରୁଦ୍ଧାର ପରିଷଦ ବଲାଙ୍ଗିରର ବାର୍ଷିକ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ପାଟଣାଗଡ଼ ସ୍ଥିତ ସାରଦା ହଷ୍ଟେଲର ସଭାଗୃହ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ଜିଲ୍ଲା ସଭାପତି ଅମିଲ ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ୧୪ ଟି ବ୍ଳକର କର୍ମକର୍ତ୍ତା ସଦସ୍ୟମାନେ ଯୋଗଦେଇଥିଲେ । ପ୍ରାରମ୍ଭରେ କେତେ ଜଣ ଦିବ୍ୟଗତ କଳାକାରଙ୍କ ଆତ୍ମାର ସଦଗତି ନିମନ୍ତେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ପରିଷଦର ଜିଲ୍ଲା ସଂଯୋଜକ ତଥା ବିଶିଷ୍ଟ ପାଲା ଗୁରୁ ଗାୟକ ରସରାଜ ବୁଡେକ ଜଗନ୍ନାଥଙ୍କ ଏକ ଭଜନ ସୁମଧୁର କଣ୍ଠସ୍ୱରରେ ଗାଇ ଶୁଣାଇଥିଲେ । ବୈଠକରେ ରାଜ୍ୟ ସରକାରଙ୍କ କଳାକାରମାନଙ୍କ ପାଇଁ ପ୍ରଣିତ କଳାକାର ଭତ୍ତା ଯୋଜନା, ଭାଗବତ ଟୁଙ୍ଗି ପାଇଁ ଅନୁଦାନ ପାଇଁ ଆବେଦନକୁ କାର୍ଯ୍ୟକାରୀ କରି ଅନୁଦାନ ଯୋଗାଇ ଦେବା । ଜଗନ୍ନାଥ ସଂସ୍କୃତି, କଳାକାରମାନଙ୍କ ହକ୍ ଏବଂ କଳାକାର ଭତ୍ତା ପାଇବା ପାଇଁ ଆବେଦନ କରାଯାଇଥିଲେ ମଧ୍ୟ ଦୀର୍ଘ ଦିନ ହେବ ଅନେକ କଳାକାର ଭତ୍ତା ପାଇବାରୁ ବଞ୍ଚିତ ହେଉଥିବା ଯୋଗୁଁ ତୁରନ୍ତ କାର୍ଯ୍ୟକାରୀ କରିବା ଉପରେ ଜିଲ୍ଲା ସଭାପତି ଅମିଲ ପୁଟେଲ, ରସରାଜ ବୁଡେକ, କର୍ପୁଚନ ଛତ୍ରିଆ ମତପ୍ରକାଶ କରିଥିଲେ । ଏହାକୁ ତ୍ୱରାନ୍ୱିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କର ଦୃଷ୍ଟି ଆକର୍ଷଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ପାଟଣାଗଡ଼ ବ୍ଲକର (ବିକେଏସ୍‌ଏସ୍‌) କମିଟି ପୁନଃ ଗଠନ ପାଇଁ ଚିଠି ଆସିଥିଲେ ମଧ୍ୟ ମିଟିଂ କରାଯାଇ ନଥିବା ବେଳେ ଡିସିଓଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ପରିଷଦର ବାର୍ଷିକ ଉତ୍ସବ ପାଳନ କରିବା ପାଇଁ ପ୍ରତ୍ୟେକ ବ୍ଳକ ଓ ପଞ୍ଚାୟତ ସ୍ତରରେ କଳାକାର ସଚେତନତା ଶିବିର ଆୟୋଜନ କରିବା, ଯୋଗ୍ୟ କଳାକାରମାନେ କିପରି କଳାକାର ଭତ୍ତା ପାଇପାରିବେ ଆଦି ବିଷୟ ଆଲୋଚନା କରାଯାଇଥିଲା । ଅନୁଷ୍ଠାନର ସଂପାଦକ ମିନକେତନ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିବା ସହ ସଭା ପରିଚାଳନା କରିଥିଲେ । ଏଥିରେ ବଙ୍ଗୋମୁଣ୍ଡା ବ୍ଳକ ସଭାପତି ଜଗଦୀଶ ଭୋଇ, ଟିଟିଲାଗଡ଼ ସଂଯୋଜକ ଗୋଳାପ ଜେନା, ଦେଓଗାଁ ବ୍ଲକ ସଭାପତି ଚେରମେନ ବୁଦ୍ଧିଆ, ଲୋଇସିଂହା ବ୍ଳକ ସଭାପତି ପ୍ରଭାକର ସିଂ, ପାଟଣାଗଡ଼ ବ୍ଲକ ସଂଯୋଜକ ନିଲମଣି ପଟେଲ, ଖପ୍ରାଖୋଲ ବ୍ଳକ ସଂଯୋଜକ ସୁନାରାମ ପୁଟେଲ, ବେଲପଡା ବ୍ଳକ ସଭାପତି ନରେନ୍ଦ୍ର ମେହେର, ବ୍ଳକ ସଂଯୋଜକ ଜବାହରଲାଲ ସାହୁ, ପାଟଣାଗଡ଼ ବ୍ଲକ ସଭାପତି କିଶୋର ସାହୁ, ସଂଯୋଜକ ଜୟସିଂ ବଢିଆ, ଖପ୍ରାଖୋଲ ବ୍ଳକ ସଭାପତି ଶୋଭାକର ବାରିକ, ସଂଯୋଜକ ସୁବାଷ ବର୍ଗତ୍ତି ପ୍ରମୁଖଙ୍କ ସହ ୪୦ ଜଣ କର୍ମକର୍ତ୍ତା ସଦସ୍ୟମାନେ ଯୋଗଦେଇଥିଲେ । ସୁନାରାମ ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like