-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିନିକା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

04-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସଦ୍ୟ ଅବସରପ୍ରାପ୍ତ ବିନିକା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶଶୀଭୂଷଣ ସେଠୀଙ୍କୁ ଶୁକ୍ରବାର ବ୍ଲକର ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ସ୍ଥାନୀୟ ବିନିକା ବାଳକ ଉଚ୍ଚ ବିଦ୍ୟାଳୟରେ ଶୁକ୍ରବାର ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲା ନୂତନ ପେନସନଭୁକ୍ତ ଶିକ୍ଷକ ସଂଘ ସଭାପତି ଶଶାଙ୍କ ଶେଖର ପଣ୍ଡା ସଭାପତିତ୍ୱ କରିଥିଲେ । ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ କୁମାର ଭୋଇ,ବିନିକା ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ନୀଳାଞ୍ଚଳ ମେହେର,ସିଆରସିସି ଅନନ୍ତ ପଣ୍ଡା,କୃଷ୍ଣଚନ୍ଦ୍ର ସାହୁ, ଶିକ୍ଷକ ଅନିଲ ମିଶ୍ର ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସେଠୀଙ୍କ କାର୍ଯ୍ୟକାଳକୁ ସର୍ବୋତ୍କୃଷ୍ଟ ଦର୍ଶାଇ ସଭାପତି ଶଶାଙ୍କ ଶେଖର ପଣ୍ଡା,ଅନନ୍ତ ପଣ୍ଡା,ଶିକ୍ଷକ ନାରାୟଣ ପାଢ଼ୀ,ଗୋବିନ୍ଦ ମେହେର,ତ୍ରିଲୋଚନ ହୋତା,ରାଜେନ୍ଦ୍ର ବଡ଼ମାଳୀ,ପ୍ରେମାନନ୍ଦ

ଦାସ ପ୍ରମୁଖ ଉଚ୍ଚ ପ୍ରଶଂସା କରିଥିଲେ ।ସେହିପରି କୋଭିଡ ସମୟରେ ନିଯୁକ୍ତି ପାଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମଧ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।ଅନୁଷ୍ଟିତ ଏହି ସଭାର ପ୍ରାରମ୍ଭରେ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ଶିକ୍ଷକ ଧ୍ରୁବ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଅନ୍ୟ ସମସ୍ତ ଅବସର ଗ୍ରହଣ କରୁଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ମଧ୍ୟ ବ୍ଲକ ସ୍ତରରେ ଅନୁରୂପ ବିଦାୟ ସମ୍ବର୍ଦ୍ଧନା ସଭାର ଆୟୋଜନ ପାଇଁ ପ୍ରସ୍ତାବ ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like