-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଐତିହାସିକ ଗନ୍ଧରାଢୀ ଲୋକକଳା ମହୋତ୍ସବ-୨୦୨୨ର ଉଦ୍‌ଘାଟନୀ ସମାରୋହ, ମହାନଦୀରୁ କଳସ ଶୋଭାଯାତ୍ରା ବୌଦ୍ଧରୁ ମଶାଲ ଯାତ୍ରା

04-Jun-2022



ବୌଦ୍ଧ (ପ୍ରେରଣା ଖବର) ଅଷ୍ଟମ ଶତାଦ୍ଦୀରେ ନିର୍ମିତ ହୋଇଥିବା ହରିହର ପୀଠରେ ନୂତନ ଭାବେ ତ୍ରିବସୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ-୨୦୨୨ ଗତକାଲି ଉଦଘାଟନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି  ଅବସରରେ ଆଜି ସକାଳୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଲୁପ୍ତ ରାଜଧାନୀ ଯଯାତିନଗର ନିକଟସ୍ଥ ମହାନଦୀ କୁଳରୁ ଶତାଧିକ ସଂଖ୍ୟାରେ ମହିଳା ମାନେ ସଙ୍କୀର୍ତନ ମାଧ୍ୟମରେ କଳସ ଶୋଭାଯାତ୍ରାରେ ମନ୍ଦିର ପରିସରରେ ପହଂଚିଥିଲେ । ବ୍ରାହ୍ମଣ ସମାଜର କାର୍ଯ୍ୟକର୍ତାଙ୍କ ପକ୍ଷରୁ ଆୟୋଜିତ ବିଶ୍ୱଶାନ୍ତି ନିମନ୍ତେ ଏବଂ ମହୋତ୍ସବର ସଫଳତା ନିମନ୍ତେ ଯଜ୍ଞ ଅନୁଷ୍ଠିତ ହୋଇଥିଲା ।ଏଥିରେ କର୍ତ୍ତାଭାବେ ମନରଞ୍ଜନ ପୁରୋହିତ ଓ ଭାରତୀ ପୁରୋହିତ ଦାୟିତ୍ଵ ତୁଲାଇଥିଲେ।ଗନ୍ଧରାଢୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମହୋତ୍ସବ ସଚେତନତା ସାଇକେଲ ଶୋଭାଯାତ୍ରା ମହାବିଦ୍ୟାଳୟ ଠାରୁ ବାହାରୀ ନଗର ପରିକ୍ରମା କରି ଗନ୍ଧରାଢୀପୀଠରେ ପହଂଚିଥିଲେ । ସଂଧ୍ୟାରେ ବୌଦ୍ଧ ସହରର ମାଁ ଭୈରବୀପୀଠରୁ, ତେଲିବନ୍ଧ ପନ୍ଥାଇ ଓ ଜହ୍ନ।ପଙ୍କ ହନୁମାନ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ୫୭ନମ୍ବର ଜାତୀୟ ରାଜପଥ ଦେଇ ଜହ୍ନାପଙ୍କ ଠାରେ ପହଂଚିବା ପରେ ସେଠାରୁ ସ୍ୱାଗତ ସମ୍ବର୍ଦ୍ଧନା ମାଧ୍ୟମରେ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରା ମାଧ୍ୟମରେ ଗନ୍ଧରାଢୀ ଠାରେ ପହଂଚିଥିଲା । ଗୋଟିଏ ପୀଠରେ ବିରାଜମାନ କରିଥିବା ହରି ଓ ହରଙ୍କୁ ନୀତିକାନ୍ତି ମାଧ୍ୟମରେ ପୁଜାଧ୍ୱଜା କରି ଐତିହାସିକ ମହୋତ୍ସବର ଉଦ୍‌ଘାଟନ ପର୍ବ ଅନୁଷ୍ଠିତ ହୋଇଥିଲା । କମିଟିର ସଭାପତି ଅଶୋକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା ।ସହ ସାମ୍ପାଦକ ସ୍ଵାଧୀନ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ। ସାଧାରଣ ସଂପାଦକ ଶମ୍ଭୁ ଗିରି ମହୋତ୍ସବ ଆୟୋଜନର ଲକ୍ଷ୍ୟ ଓ

ଉଦ୍ଦେଶ୍ୟ ସଂପର୍କରେ ବିବରଣୀ ପାଠ କରିଥିଲେ । ମୂଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ପ୍ରଦିପ କୁମାର ଅମାତ୍‌,ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର,, ଜିଲ୍ଲା ପରିଷଦ ସଭ୍ୟା କଳ୍ପନାରାଣୀ  ସାହୁ, ଉର୍ମିଳା ଝାଙ୍କର, ସଭ୍ୟ ଇଂ ରାକେଶ ତ୍ରିପାଠୀ, ଲକ୍ଷ୍ମୀ ପ୍ରସାଦ ପଂଚାୟତର ସରପଂଚ ଭାରତୀ ପୁରୋହିତ ଯୋଗଦାନ କରି ପୀଠର ବିକାଶ ସଂପର୍କରେ ନିଜ ନିଜ ମତ ଉପସ୍ଥାପନ କରିଥିଲେ । ମୁଖ୍ୟବକ୍ତା ଭାବେ ସାହିତ୍ୟିକ ହାଡିବନ୍ଧୁ ମହାକୁଡ ଯୋଗଦାନ କରି ପୀଠର ମହାନତା ସମ୍ପର୍କରେ ଆଲୋକପାତ କରିଥିଲେ । ବୌଦ୍ଧର ଲୋକକଳା ଓ ସଂସ୍କୃତି ଉପରେ ଆଧାରୀତ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।ଏହାକୁ ପୂଜା ଜେନା ଓ ରଶ୍ମିତା ମେହେର ପରିଚାଳନା କରିଥିଲେ। ଶୋଭାଯାତ୍ରାକୁ କୃତିବାସ ପଲିଆ, ମନୋଜ ଗୁରୁ ପରିଚାଳନା କରିଥିବା ବେଳେ ଯଜ୍ଞ କାର୍ଯ୍ୟକ୍ରମକୁ ପଣ୍ଡିତ ସୁଶୀଲ କୁମାର ପାଣିଗ୍ରାହୀ ଓ ଧିରେନ ଗୁରୁ ଆୟୋଜନ କରିଥିଲେ । ମଂଚ ପରିଚାଳନା ପ୍ରମୋଦ କୁମାର ପ୍ରଧାନ କରିଥିବା ବେଳେ ଉପ ସଭାପତି ବିଦ୍ୟାଧର ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଆସନ୍ତା କାଲି ବୌଦ୍ଧର ଲୋକ ସଂସ୍କୃତି ଓ କଳା ସଂପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ । ଏଥିରେ ଆଲୋଚକ ଭାବେ ପ୍ର. ଡ. ଜ୍ୟୋତିରଞ୍ଜନ ବହିଦାର, ନାଟ୍ୟଶ୍ରୀ ଗଦାଧର ବାରିକ, ପ୍ର ବାସୁଦେବ ପାତ୍ର, ଗବେଷକ ସୁଦାମ ନାଏକ, କମଳଲୋଚନ ପଣ୍ଡା ଓ ରାଧାକାନ୍ତ ସେଠ୍ ଅଂଶଗ୍ରହଣ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like