-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଓଜେୟୁ ସମ୍ବଲପୁର ଜ଼ିଲ୍ଲା କାର୍ଯ୍ୟକାରିଣୀ କମିଟି ବୈଠକର ଗୃହୀତ ପ୍ରସ୍ତାବ ଜ଼ିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ

04-Jun-2022




ସମ୍ବଲପୁର (ସଂଜୀବ ପାଣୀଗ୍ରାହିଙ୍କ ରିପୋର୍ଟ) : ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା କାର୍ଯ୍ୟକାରିଣୀ କମିଟି ବୈଠକର ଗୃହୀତ ପ୍ରସ୍ତାବ ଗୁଡିକ ଆଜି ଜ଼ିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଥିଲା I ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର ସଭାପତି ହିମାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱ ରେ ସାମ୍ବାଦିକ ମାନେ  ଜ଼ିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କୁ ସାକ୍ଷାତ ଆଲୋଚନା ପୂର୍ବକ ଏହି ଦାବି ପତ୍ର ପ୍ରଦାନ କରିଥିଲେ I ଗତ ୩୦ ତାରିଖ  ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ର ଜ଼ିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ରାଶିକୁ ୨ ଲକ୍ଷ ରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିବା, ଆଗାମୀ ବିଧାନସଭା ଅଧିବେଶନରେ ସାମ୍ବାଦିକ ମାନଙ୍କ ସକାଶେ "ସାମ୍ବାଦିକ ସୁରକ୍ଷା ଆଇନ " ବିଲ ଆଗତ  କରିବା, କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ  ପାଇଁ କଠୋର ଦଣ୍ଡ ବିଧାନ ଆଇନ ପ୍ରଣୟନ କରିବା, ୬୦ ବର୍ଷରୁ ଉର୍ଦ୍ଧ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନସନ୍ ବୀମା ଭୁକ୍ତ କରିବା, ଏକ୍ରିଡ଼ିଏସନ୍ ନିୟମ ପରିବର୍ତ୍ତନ କରିବା, ଯାତାୟତ ସମୟରେ ରିହାତି ଦେବା ସହ ଟୋଲଟେସ୍କ ଛାଡ଼ କରିବା , ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ଏକ ପୂର୍ଣ୍ଣାଙ୍ଗ ତାଲିକା ସଂଗ୍ରହ ପୂର୍ବକ ରାଜ୍ୟ ଗେଜେଟରେ

ପ୍ରକାଶ କରିବା, ସାମ୍ବାଦିକ ଆବାସ ଯୋଜନା ପ୍ରଣୟନ କରିବା, ସାମ୍ବାଦିକଙ୍କ ସକାଶେ ଉଦ୍ଧିଷ୍ଟ ବ୍ୟାଙ୍କ ଋଣକୁ ସରଳୀକରଣ କରିବା, ସମ୍ବେଦନଶୀଳ ଘଟଣା ଅନୁସନ୍ଧାନ (ମାଓପ୍ରବଣ, ବନ୍ୟା, ବାତ୍ୟା, ଦଙ୍ଗା)  ଆଦି ଘଟଣା ସମ୍ପର୍କରେ ଖବର ସଂଗ୍ରହ ସମୟରେ ସାମ୍ବାଦିକଙ୍କ ଭୂମିକା ନେଇ ଏକ ଆଦର୍ଶ ମାର୍ଗଦର୍ଶିକା (ଏସ. ଓ. ପି) ଜାରୀ କରିବା ସହିତ ପର୍ଯ୍ୟାୟକ୍ରମେ ପ୍ରଶିକ୍ଷଣ ପ୍ରଦାନ କରିବା ଆଦି ଦାବି କରାଯାଇଛି I ଆଜିକାର ଏହି ଦାବି ପତ୍ର ପ୍ରଦାନ ସମୟରେ  ଜିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ର, ସାଧାରଣ ସମ୍ପାଦକ ସରୋଜ ସାହୁ,  ରାଜ୍ୟ ଉପସଭାପତି ସୁଶାନ୍ତ ମହାପାତ୍ର, ସାଧବ ପ୍ରଧାନ, ସୁଧାଂଶୁ ମହାରଣା, ବାଦଶାହା ଜୁସମନ୍ ରାଣା, ଅଜୟ ନାଥ, ନବୀନ ଦାଶ, ହରି ଶଙ୍କର ମିଶ୍ର, ପ୍ରାସିଶ ପଣ୍ଡା, ଜ୍ୟୋତିଷ ମହାନ୍ତି, ସୁବ୍ରତ ପାଢ଼ୀ, ଦେବାଶିଷ ବେହେରା, ଜିତୁ ନନ୍ଦ, ନର୍ସିଙ୍ଗ ବଗର୍ତ୍ତୀ, ସରୋଜ ସେଠ୍, ସଞ୍ଜିବ ପାଣିଗ୍ରାହୀ  ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like