-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଆଫ୍ରିକାର କିଲିମାଞାର ପର୍ବତ ଶୃଗଂ ଅଭିମୁଖେ ଓଡ଼ିଆ ପୁଅ

04-Jun-2022



ପୁରୀ (ସମୀର ରଞ୍ଜନ ନାୟକ): ପୁରୀ ରଘୁରାଜପୁରର ଯୁବ ପର୍ବାତାରୋହୀ ଚିନ୍ମୟ ମହାରଣା ସାଉଥ ଆଫ୍ରିକାର କିଲିମାଞାର ପର୍ବତ ଶୃଗଂ ଆରୋହଣ ଲକ୍ଷ୍ୟରେ ଯାତ୍ରା ଆରମ୍ଭ କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସମର୍ଥ ବର୍ମା ଚିନ୍ମୟଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରିଥିଲେ। ଏଥିସହିତ ଯାତ୍ରାର ଶୁଭାରମ୍ଭ କରିବା ସହ ଶୁଭେଚ୍ଛା ଜଣାଇ  ସଫଳତା କାମନା କରିଥିଲେ। ଚିନ୍ମୟ ଚଳିତ ମାସ ୫ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ସାଉଥ ଆଫ୍ରିକାର କିଲିମାଞାର ଶୃଗଂ ର ୧୯,୩୪୧ ଫୁଟ ଆରୋହଣ କରିବା ସହ ପର୍ବତ ଶିଖରରେ ମହାପ୍ରଭୁ ଜଗନ୍ନାଥଙ୍କ ନାଗାର୍ଜ୍ଜୁନ ବେଶର ପଟ୍ଟଚିତ୍ର ଓ ଜାତୀୟ  ପତାକାକୁ ସ୍ଥାନିତ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ  ସାଉଥ୍ ଆଫ୍ରିକା ର ଟୁର୍ ଆଣ୍ଡ ସଫାରୀ ପକ୍ଷରୁ ତାଙ୍କୁ ଅନୁମତି ପତ୍ର ମଧ୍ୟ ପ୍ରାପ୍ତ ହୋଇଛି। ଏହି କାର୍ଯ୍ୟ ପାଇଁ ରାଜ୍ୟ ସରକାର,ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ଖଣି ନିଗମ ପକ୍ଷରୁ ତାଙ୍କୁ ସହଯୋଗ ପ୍ରଦାନ କରାଯାଇଛି। ସେହିପରି ଖେଲୋ ଇଣ୍ଡିଆ ପାଇଁ ଜିଲ୍ଲା ରୁ ୧୮ ବର୍ଷରୁ କମ୍ ବର୍ଗରେ ଶ୍ରୀ ସୌମ୍ୟରଞ୍ଜନ ଦାଶ ଓ ଶ୍ରୀ ସତ୍ୟ ନାରାୟଣ ବେହେରା ହରିୟଣା ର ପଚଂକୁଲାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଥିବାରୁ ଜିଲ୍ଲାପାଳ ପୁଷ୍ପ ଗୁଛ ଦେଇ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଆନ୍ତର୍ଜାତୀୟ ପର୍ବତାରୋହୀ ଶ୍ରୀ ଗଣେଷ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ପୂର୍ବରୁ ଶ୍ରୀ ମହାରଣା ପର୍ବତାରୋହଣ କୋର୍ସ୍ କରିବା ପରେ ହିମାଚଳ ପ୍ରଦେଶର ସେତଧାରା, ମନାଲିର ଲାମ୍ବାଡୁଗ, ରାଣିସୁଇ, ଲାଦାଖର ଷ୍ଟକ୍ କାଂଗ୍ରି, ହିମାଳୟ କିକିମର ପାଲୁଗଂ-୨ ଓ ୟୁନମ, ଉତ୍ତର କାଶୀ ର ଦରୱା ଓ ରୁଡୁ ଗଇରା ଶିଖରକୁ ସଫଳତା ର ସହ ଅତିକ୍ରମ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like