-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

04-Jun-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) କଣ୍ଟାବାଞ୍ଜି ପୂର୍ତ୍ତ ଓ ରାସ୍ତା ଗୃହ ନିର୍ମାଣ ବିଭାଗ ଉପଖଣ୍ଡ ମଣ୍ଡଳ କାର୍ଯ୍ୟାଳୟରେ କାର୍ଯ୍ୟରତ ସହକାରୀ ନିର୍ବାହୀଯନ୍ତ୍ରୀ ସୁରେଶ କୁମାର ପାତ୍ର  ୬୦ବର୍ଷ   ପୂର୍ତ୍ତି ଅବସରରେ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି l ଇଂ ପାତ୍ରୋ ୧୯୮୩ ମସିହା ଅକ୍ଟୋବର ମାସ ୨୪ ତାରିଖ ଦିନ ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗରେ ଚାକିରୀରେ ଯୋଗ ଦେଇଥିଲେ l ଭୁବନେଶ୍ୱର ମୁଖ୍ୟାଳୟରେ ଥାଇ  ୨୦୧୮ମସିଆ ଅକ୍ଟୋବର ମାସ ୧୭ତାରିଖରେ କଣ୍ଟାବାଞ୍ଜିରେ ଯୋଗ ଦେଇ କାର୍ଯ୍ୟରତ ଥିଲେ l ଶ୍ରୀ ପାତ୍ର ଜନେ ମିଷ୍ଟଭାଷୀ ଅମାୟିକ ବେକ୍ତିତ୍ୱ ଓ ଧର୍ମପରାୟଣ କାର୍ଯ୍ୟ ନିଜକୁ ନିୟୋଜିତ ଯୋଗୁଁ ସମସ୍ତଙ୍କ ପ୍ରିୟପାତ୍ର ଥିଲେ l ଏହି ଅବସର ରେ ଉପଖଣ୍ଡ କାର୍ଯ୍ୟାଳୟରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ପୂର୍ତ୍ତ ଓ ରାସ୍ତା ଗୃହନିର୍ମାଣ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ ଅର୍ଜୁନ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ଦ୍ବୟ ଅରୁଣ କୁମାର ଟେଟେ, ସିଦ୍ଧାର୍ଥ ଦାସ କର୍ମଚାରୀ ଗହଣ ରେ ଉପସ୍ଥିତ ଥାଇ ଫୁଲତୋଡ଼ା, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ l ତାଙ୍କର କାର୍ଯ୍ୟକାଳ ସମୟ ମଧ୍ୟ୍ୟରେ କାର୍ଯ୍ୟ ଶୈଳୀର ପ୍ରଶଂସା କରିଥିଲେ l ପରେ ସମସ୍ତ କର୍ମଚାରୀ, ବାଦ୍ୟଯନ୍ତ୍ର ସାହାଯ୍ୟ ରେ  ଉଚ୍ଚ ଅଧିକାରୀ ଇଂ ପାତ୍ରୋଙ୍କୁ ପାଛୋଟି ନେଇ ସରକାରୀ ଗୃହ କୁ .ଛାଡି ବିଦାୟ ଦେଇଥିଲେ liiiii ଅନ୍ୟମାନଙ୍କ ମଧ୍ୟରେ ସୁଶାନ୍ତ ଭୋଇ, ସତ୍ୟନାରାୟଣ ସାହୁ, କୁସୁମ ମାଝି. ଟିକନୁ ବାଗ,ସଦ୍ୟ  ଅବସର ନେଇଥିବା  କର୍ମଚାରୀ ଡମ୍ବରୁ ରାଉତ ପ୍ରମୁଖ ସମ୍ବର୍ଦ୍ଧନା ସମୟରେ ଉପସ୍ଥିତ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like