-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ କୁ ରୋକିବା ନିମନ୍ତେ ସୁବର୍ଣପୁର ଜ଼ିଲ୍ଲା ପ୍ରଶାସନ ତରଫରୁ ବାଲ୍ୟ ବିବାହ ପ୍ରତୋରୋଧ ମଞ୍ଚ ବୈଠକ :

04-Jun-2022



ସୁବର୍ଣପୁର(ମନୋରଞ୍ଜନ ତ୍ରିପାଠି) ଜ଼ିଲ୍ଲା ପ୍ରଶାସନ, ସୁବର୍ଣ୍ଣପୁର,  ଆକ୍ସନ ଏଡ଼ ଓ ୟୁନିସେଫ ଓଡିଶାର ମିଳିତ ଆନୁକୂଲ୍ୟରେ ଆଜି ସୁବର୍ଣପୁର ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଆବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚ ର ୨ୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ରେ ଯଦିଓ ବାଲ୍ୟ ବିବାହ କମିବାରେ ଲାଗିଛି ତଥାପି ମଧ୍ୟ ଜିଲ୍ଲାରେ ବାଲ୍ୟ ବିବାହ ଓ କିଶୋରୀ ମାତୃତ୍ୱ, ଶିଶୁ ଶ୍ରମ କୁ ସମ୍ପୂର୍ଣ ମାତ୍ରାରେ ବନ୍ଦ କରାଯିବା ଉପରେ ଜିଲ୍ଲାପ୍ରଶାସନ ତରଫରୁ ଆବଶ୍ୟକ ପଦକ୍ଷେପ ନିମନ୍ତେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ପରିସଂଖ୍ୟନ ମୁତାବକ ଜିଲ୍ଲlରେ ୧୫ ବର୍ଷ ରୁ ୧୭ ବର୍ଷ ମଧ୍ୟରେ ସ୍କୁଲ ଯାଉନଥିବା ଅଥବା ଅଧାରୁ ପାଠ ଛାଡିଥିବା କିଶୋର କିଶୋରୀଙ୍କ ସଂଖ୍ୟା ୨0୮୭ ରହିଛି l ଏହି ସ୍କୁଲ ଡ୍ରପ ଆଉଟ କିଶୋର କିଶୋରୀଙ୍କ ଉପରେ ଆବଶ୍ୟକ ଧ୍ୟାନ ଦେବା ସହିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଏମାନଙ୍କୁ ପୁଣି ଯେପରି ଶିକ୍ଷା କ୍ଷେତ୍ରରେ ଯୋଡି ହୋଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାରେ ବାଲ୍ୟ ବିବାହ କମୁଥିବା ବେଳେ କିଶୋରୀ ମାତୃତ୍ୱ ସଂଖ୍ୟା ବଢ଼ିବାରେ ଲାଗିଛି, ତେଣୁ ସମସ୍ତ ବିଭାଗୀୟ କାର୍ଯ୍ୟକର୍ତ୍ତା ଏହାକୁ ଗୁରୁତର ସହ ନେଇ ଏହାକୁ ରୋକିବା ନିମନ୍ତେ ଆବଶ୍ୟକ ରଣନୀତି ପ୍ରସ୍ତୁତ କରିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଆବୋଲୀ ସୁନିଲ ନରୱଣେ, l ଗତ ତା ୨୧/୧୨/୨୧ ରେ ଜିଲ୍ଲାରେ ବାଲ୍ୟ ବିବାହ କୁ ରୋକିବା, ଶିଶୁ ଶ୍ରମିକ ତଥା ଶିଶୁ ନିର୍ଯାତନା, କିଶୋର କିଶୋରୀ ସଶକ୍ତିକରଣକୁ ତୃଣମୂଳ ସ୍ତରରେ ବ୍ୟାପକ କରିବା ନିମନ୍ତେ କିଶୋର କିଶୋରୀ ମାନଙ୍କୁ ନେଇ ଜିଲ୍ଲା ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚ ଗଠନ କରାଯାଇ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଉଥିବା ସୂଚନା ପ୍ରଦାନ କରାଯାଇଥିଲା l ଆଜି ଅନୁଷ୍ଠିତ ବୈଠକରେ ରାକେଶ ପ୍ରଧାନ ଜ଼ିଲ୍ଲା ସଂଯୋଜକ ଆକ୍ସନ ଏଡ଼ ଓ ୟୁନିସେଫ, ମଞ୍ଚ ସହିତ ଯୋଡି ହୋଇଥିବା କିଶୋରୀ ବାଳିକା ବାଳକ ମାନଙ୍କର ଭୂମିକା ଓ ଜନ ସଚେତନତା ସୃଷ୍ଟି ଦିଗରେ ସେମାନଙ୍କର ଦାୟିତ୍ଵ ସମ୍ବନ୍ଧରେ ଆଲୋକପାତ କରିଥିଲେ Iଜିଲ୍ଲାର ୬ ଟି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ନିଜ ଅଞ୍ଚଳରେ ବାଲ୍ୟ ବିବାହକୁ ନାଁ କହିଥିବା, ବାଲ୍ୟ ବିବାହରୁ ଉଦ୍ଧାର ପାଇଥିବା ଓ ବାଲ୍ୟ ବିବାହ କରି ଗର୍ଭ ଧାରଣ କରିଥିବା କିଶୋରୀ ମାନଙ୍କ ବିଷୟରେ ବିଶେଷ ଆଲୋଚନା କରିଥିଲେ ତଥା ଗ୍ରାମ୍ୟ ସ୍ତରରେ ନିଆଯାଇ ଥିବା ଜନ ସଚେତନ ଉପରେ ନିଜସ୍ୱ ମତବ୍ୟକ୍ତ କରିଥିଲେ  I ପ୍ରତ୍ୟକ ବ୍ଲକରୁ ଆସିଥିବା ସଖି, ସହେଲି,ସଖା ଓ ବନ୍ଧୁ ମାନେ ତାଙ୍କ ଗ୍ରାମର ସ୍ଥିତି,ଗ୍ରାମରେ ହେଉଥିବା ବାଲ୍ୟ ବିବାହ, ଶିଶୁ ଶ୍ରମିକ, ଶିଶୁ ଚାଲାଣ ଓ ନିର୍ଯାତନା ତଥା କିଶୋରୀ ମାତୃତ୍ୱ ଉପରେ ବୈଠକରେ ସୂଚନା ପ୍ରଦାନ କରି  ତାଙ୍କ ନିଜ ତରଫରୁ ନେଇଥିବା ପଦକ୍ଷେପ ବିଷୟରେ ବୈଠକରେ ଉପସ୍ଥାପନ କରିଥିଲେ ଆଜିର ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ  ସୂର୍ଯ୍ୟନାରାୟଣ ଦାଶ, ଡେପୁଟି କଲେକଟର -ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ - ଗୌରମଣୀ ହାଂସଦା , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜା ଦାସ,  ରାକେଶ ପ୍ରଧାନ  ଜ଼ିଲ୍ଲା ସଂଯୋଜକ ଆକ୍ସନଏଡ଼ ଓ ୟୁନିସେଫ, ଅନିତା ଗୁରୁ ପ୍ରୋଗ୍ରାମ ଅଫିସର, ସମସ୍ତ  ୬ ଗୋଟି ବ୍ଲକ ର ସି ଡି ପି ଓ ସହିତ ପ୍ରତ୍ୟକ ବ୍ଲକରୁ ଆସିଥିବା ସଖି, ସହେଲି ସଖା ଓ ବନ୍ଧୁ ମାନେ ବୈଠକରେ ଯୋଗ ଦେଇ ନିଜସ୍ୱ ମତାମତ ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like