-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜାଲ ଶିକ୍ଷା ପ୍ରମାଣ ପତ୍ର ଦେଇ ଦୁଇ ଶିକ୍ଷକ ଚାକିରୀ ହାତେଇ ଜେଲ ଗଲେ

04-Jun-2022



ଟିଟିଲାଗଡ/ବଲାଙ୍ଗୀର/ପାଟଣାଗଡ଼, ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ  ଯୋଗୀମୁଣ୍ଡା  ରାଜେନ୍ଦ୍ର ମେହେର ଜୁନିୟର କଲେଜରେ ଯୁକ୍ତ ଦୁଇ ର  ଜାଲ  କାଗଜପତ୍ର ଦାଖଲ କରି ଦୁଇ  ଅଧ୍ୟାପକ  ନରେନ୍ଦ୍ର ନାଗ ଏବଂ ଲିଙ୍ଗରାଜ ମେହେର ଚାକିରି ହାତେଇଥିବା ଜଣାଯାଇଛି । ଉଭୟଙ୍କ ନାମରେ ପାଟଣାଗଡ଼ ଥାନାରେ  ଏତଲା ଦେଇଛନ୍ତି  ଉକ୍ତ କଲେଜର ଅଧ୍ୟକ୍ଷ ତଥା ପରିଚାଳନା କମିଟି ସମ୍ପାଦକ ଅଶୋକ କୁମାର ତ୍ରିପାଠୀ  ।

ଏହି ଶିକ୍ଷାନୁଷ୍ଠାନରେ ଅଧ୍ୟାପକ ନିଯୁକ୍ତି ପାଇଁ ଗତ ୧୯୯୯ ମସିହାରେ ଏକ ବିଜ୍ଞାପନ ପ୍ରକାଶ ପାଇଥିଲା । ଏଥିରେ  ଆଶାୟୀ  ମାନେ ସେମାନଙ୍କ ପ୍ରାର୍ଥିତ୍ୱ ଦାଖଲ କରିଥିଲେ ମଧ୍ୟ ସାକ୍ଷାତକାରର ଫଳାଫଳ ଅନୁଯାୟୀ  ପାଟଣାଗଡ ବ୍ଲକ୍ ଅନ୍ତର୍ଗତ ବାଲିପଟା ଗ୍ରାମର ନରେନ୍ଦ୍ର ନାଗଙ୍କୁ ରାଜନୀତି ବିଜ୍ଞାନ ଏବଂ ବନାଇମୁଣ୍ଡା ଗ୍ରାମର ଲିଙ୍ଗରାଜ ମେହେରଙ୍କୁ ଓଡିଆ ବିଭାଗର ଅଧ୍ୟାପକ ଭାବରେ ନିଯୁକ୍ତି ଦିଆଯାଇଥିଲା । ଉକ୍ତ ଦିନ ଠାରୁ ଉଭୟେ ପରିଚାଳନା କମିଟି ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ବେତନ ତଥା ଅନ୍ୟାନ୍ୟ ସୁବିଧା ସୁଯୋଗ ପାଇ ଆସୁଥିଲେ । ଉଭୟେ ନକଲି ମୂଲ୍ୟାଙ୍କନ ପତ୍ର(ମାର୍କ ସିଟ୍‌) ଦେଇ ଚାକିରି କରୁଥିବା ସଂପର୍କରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଗତ ୦୪ ଏପ୍ରିଲ୍ ୨୦୨୨ ଦିନ କୌଣସି ବିଶ୍ୱସ୍ତ ସୂତ୍ରରୁ ଜାଣିବା ପରେ ୫ ତାରିଖ ଦିନ କର୍ମଚାରୀଙ୍କ ଏକ ଜରୁରୀ ବୈଠକ ଡାକି ତଦନ୍ତ ଆରମ୍ଭ କରିଥିଲେ । ଏହାବ୍ୟତୀତ ୯ ଏପ୍ରିଲ୍ ୨୦୨୨ ଦିନ ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଏକ ପତ୍ର ଲେଖି ମହାବିଦ୍ୟାଳୟରେ କାର୍ଯ୍ୟରତ ଅଧ୍ୟାପକମାନଙ୍କ ପ୍ରକୃତ ମୂଲ୍ୟାୟନ ପତ୍ରର ନକଲ ମାଗିଥିଲେ । ତାହା ପାଇବା ପରେ ଉଭୟ ଲିଙ୍ଗରାଜ ମେହେର ଏବଂ ନରେନ୍ଦ୍ର ନାଗ ନିଜ ନିଜ ମୂଲ୍ୟାୟନ ପତ୍ରରେ ଜାଲିଆତି କରି ଚାକିରି ହାତେଇଥିବା ଜାଣିବାକୁ ପାଇଥିଲେ ।ସୂଚନାଯୋଗ୍ୟ ଯେ, ଉଭୟ ଶ୍ରୀ ମେହେର ଏବଂ ନାଗ ବର୍ତ୍ତମାନ ସୁଦ୍ଧା ୪୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ସରକାରୀ ତହବିଲ ଏବଂ ପରିଚାଳନା କମିଟି ଠାରୁ ନେଇସାରିଥିବା ଅଧ୍ୟକ୍ଷ ଉକ୍ତ ଏତଲାରେ ଦର୍ଶାଇଛନ୍ତି । ଅନ୍ୟପଟେ ଅଧ୍ୟକ୍ଷଙ୍କ ଲିଖିତ ଏତଲାକୁ ଭିତ୍ତି କରି ପୁଲିସ ଭାରତୀୟ ପିଙ୍ଗଳ କୋଡ୍ ଧାରା ୪୬୫, ୪୬୬, ୪୬୮, ୪୭୧ ଏବଂ ୩୪ ଅନୁଯାୟୀ ଏକ ମାମଲା ରୁଜୁ କରିଥିବା ଥାନାଧିକାରୀ ଅନନ୍ତ କୁମାର ପ୍ରଧାନଙ୍କ ଠାରୁ ସୂଚନା ମିଳିଛି  ।   ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ଏ ବିଷୟରେ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗକୁ ମଧ୍ୟ ଲିଖିତ ଜଣାଇଥିବା କହିଛନ୍ତି ।

(ସନ୍ତୋଷ କୁମାର ନାଏକଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like