-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ବାବା ତ୍ରିଲିଙ୍ଗେଶ୍ୱର ପୀଠରେ ପାଳିତ ହେଲା ଶୀତଳ ଷଷ୍ଠୀ ମହୋତ୍ସବ ତଥା ଶିବ ବିବାହ

04-Jun-2022



ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଳା ପଂଚାୟତ କନ୍ଦରାଭଟ୍ଟା ମନ୍ଦିର ପ୍ରାଙ୍ଗଣରେ ପାଳିତ ହେଲା ଶୀତଳ ଷଷ୍ଠୀ ଯାତ୍ରା ଓ ଶିବ ବିବାହ ଉତ୍ସବ l ଦୀର୍ଘ ଦୁଇ ବର୍ଷ ଧରି କରୋନା ମହାମାରୀ ହେତୁ ମନ୍ଦିର ବନ୍ଦ ଥିବା ବେଳେ ସମସ୍ତ ପୂଜାପାଠ ବନ୍ଦ ରହିଥିଲା lଏ ବର୍ଷ କରୋନା କଟକଣା  ନଥିବା ଯୋଗୁଁ   ଧୁମଧାମ ରେ ପାଳିତ ହେଉଛି ଶୀତଳଷଷ୍ଠୀ ତଥା ଶିବ ବିବାହ l ବାବା ତ୍ରିଲିଙ୍ଗେଶ୍ୱର ମନ୍ଦିର କମିଟିର ପୂଜକ ଉଦ୍ଧବ ଚାନ୍ଦ ପୂଜା ଅର୍ଚ୍ଚନା କରୁଥିବା ବେଳେ ପ୍ରାଙ୍ଗଣରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିବା ଦେଖାଯାଇଛି l ଅନେକ ପର୍ଯ୍ୟଟକ ପ୍ରକୁତିକ ଝରଣାର ସ୍ନାନ ମଜା ନେଉଥିବା ବେଳେ ଶିବ ଏବଂ ପାର୍ବତୀ ଙ୍କ ବିବାହ ଶେଷ ପର୍ଯ୍ୟଜରେ  ଉପନୀତ lସାଂସ୍କୃତିକ ମନରଞ୍ଜନ ନାଚ ଗୀତ ବାଦ୍ୟ ତାଳେ ତାଳେ, ଘୋଡା ନାଚ ଶହ ଘୁମୁରା ମାନ୍ଦଲ ମହୁରୀ ବାଦ୍ୟ ସମସ୍ତଙ୍କ ମନ କିଣି ନେଇଛି l  ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଆନନ୍ଦ ବଜାର ରେ ଭୋଜି ଭାତ ମଧ୍ୟ ହୋଇଥିଲା ଏବଂ ଖୁବ

ସୁରୁଖୁରୁରେ ପାଳିତ ହୋଇଥିଲା l  ସଂକ୍ରାନ୍ତି କମିଟିର ସଭାପତି ଶଶୀଭୁଷଣ ପୂଝରୀଙ୍କ ନେରୁତ୍ୱରେ ପାଳନ ହୋଇଥିବା ଏହି ପବିତ୍ର ଶିବ ବିବାହ ଉତ୍ସବରେ ବେଳେ ସାଧୁ ଚରଣ ମେହେର, ରୋହିତ ମେହେର, ପହ୍ଲାଦ ଚାନ୍ଦ, ମହେନ୍ଦ୍ର ଭୋଇ,ଲୋଚନ ମେହେର,ବିପ୍ର ବିଶି ଉଦ୍ଧବ ସାହୁ,ସୁରୁବାବୁ ମାଝୀ, ଜେନା ବାବୁ ପ୍ରମୁଖ ସଂକ୍ରାନ୍ତି କମିଟିର ସଦସ୍ୟ ଅଂଶ ଗ୍ରହଣ କରିଥିଲେ l

(ବସନ୍ତ ମେହେରଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like