-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ଜିଲ୍ଲା

ଜିଲ୍ଲା ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଶିକ୍ଷା ଅଧିକାରୀ ଙ୍କ ସ୍କୁଲ ପରିଦର୍ଶନ ୧୨ଜଣଙ୍କ ଦରମା ବନ୍ଦ ଓ ୨୨ଜଣଙ୍କୁ କାରଣ ଦର୍ଶାଅ ନୋଟିସ

04-Jun-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ଶନିବାର ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ରାଧାକାନ୍ତ ଗଡ଼ତ୍ୟା ଅଚାନକ ଭାବରେ ବିନିକା ବ୍ଳକ ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିବା ସହ କାର୍ଯ୍ୟରେ ଅବହେଳା ଓ ଅନୁପସ୍ଥିତ ରହୁଥିବା ଯୋଗୁଁ ୧୨ଜଣଙ୍କ ଦରମା ବନ୍ଦ କରିଥିବା ବେଳେ କର୍ତ୍ୟବ୍ୟରେ ଅବହେଳା କରୁଥିବା ୨୨ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ।ମିଳିଥିବା ସୂଚନା ଅନୁସାରେ କର୍ତଙ୍ଗ ୟୂପି ସ୍କୁଲର ୨ଜଣ ଶିକ୍ଷକ,ସଂସାମୁରା ପ୍ରାଇମେରି ସ୍କୁଲର ୨ଜଣ,ମହାଦେବପାଲି ୟୁପି ସ୍କୁଲର ୪ଜଣ ଓ ବିନିକା ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ୪ଜଣ କର୍ମଚାରୀଙ୍କ ଦରମା ବନ୍ଦ  କରାଯାଇଛି ।ସେହିପରି ଠିକ ଭାବରେ ସ୍କୁଲକୁ ଆସୁନଥିବା ଓ କର୍ତ୍ତବ୍ୟ ସମ୍ପାଦନରେ ଅବହେଳା କରୁଥିବାରୁ ବିନିକା ଏନଏସି ଭମରପାଲି ୟୁପି ସ୍କୁଲର ୪ଜଣ ଶିକ୍ଷକ,ଫୁଲମୁଠି ପ୍ରାଇମେରି ସ୍କୁଲର ୩ଜଣ,ଶଙ୍କରା ହାଇସ୍କୁଲର ୧୨ଜଣ,ଚରଦା ୟୁପି ସ୍କୁଲର ୪ଜଣ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ଜଣାପଡିଛି । ସ୍କୁଲ ଗସ୍ତବେଳେ ଉଭୟ ଅଧିକାରୀ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ପାଠ ପଡ଼ା ଉପରେ ସଂପୃକ୍ତ ଦାୟିତ୍ୱରେ ଥିବା ଶିକ୍ଷକ ମାନେ ଠିକ ଭାବରେ ପଢାଉଛନ୍ତି କି ନାହିଁ ପଚାରି ବୁଝିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like