-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ଉପଲକ୍ଷେ ଭଗବତୀ ପାଠାଗାର ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ - ପ୍ରଭୁ ବରାତ ଓ ମେଲୋଡି ଉପଭୋଗ ପାଇଁ ସହରରେ ଅସଂଖ୍ୟ ଭିଡ଼

04-Jun-2022



ସୁବର୍ଣ୍ଣପୁର -  ବହୁ ପ୍ରତୀକ୍ଷିତ ସୁବର୍ଣ୍ଣପୁରର ଶୀତଳଷଷ୍ଠୀ ଯାତ୍ରା ଚଳିତ ବର୍ଷ  ୬ ତାରିଖ ପର୍ଯ୍ୟନ୍ତ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଉଛ ।ଏଥିପାଇଁ ଇଷ୍ଟଦେବ ବାବା ସୁବର୍ଣ୍ଣମେରୁ ଓ ଜଗତଜନନୀ ମାତା ପାର୍ବତୀବିବାହ ଉତ୍ସବକୁ ସମସ୍ତ ରୀତିନୀତି ସହ ପାଳନ ପାଇଁ  ମହା ଆଡମ୍ବରରେ ମହାପ୍ରଭୁ ସୁବର୍ଣମେରୁ ବାବାଙ୍କ ବାରନୁଗମନ ଆରମ୍ଭ  ହୋଇ ଯାଇଛି l ଶୀତଳଷଷ୍ଠୀ ଯାତ୍ରା  କମିଟି ପକ୍ଷରୁ ସମସ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମର ପ୍ରସ୍ତୁତି ସହ ବରପିତାମାତାଙ୍କ ପ୍ରତିନିଧି ଭାବରେ ବଡ଼ବଜାର ଦୁର୍ଗାମଣ୍ଡପ ସ୍ଥିତ ସନ୍ତୋଷ କୁମାର ମେହେର ଓ ଜ୍ୟୋସ୍ନାମୟୀ ମେହେର ଦାୟିତ୍ୱ ନିର୍ବାହ କରୁଥିବା ବେଳେ କନ୍ୟାପିତା ମାତାଙ୍କ ପ୍ରତିନିଧି ସ୍ୱରୂପ ରେ ଭଗବତୀ ପ୍ଲଟସ୍ଥିତ କୃଷ୍ଣଚନ୍ଦ୍ର ମେହେର ଓ ଜାନକୀ ମେହେର ଦାୟିତ୍ୱ ନିଭେଇ ପ୍ରଭୁ ଙ୍କ ଆଶୀର୍ବାଦ ଲାଭ କରିଛନ୍ତି l ଏଥିପାଇଁ ଉଭୟ କୈଳାସପୁରୀ ଓ ହିମାଦ୍ରୀନଗରୀ  ସମେତ ସାରା ସହର  ଚଳ ଚଞ୍ଚଳ ହୋଇ ଉଠିଛି l  ପ୍ରଭୁଙ୍କ ବରାତ  ଓ ଆଜି  ଉମା  ଏଣ୍ଡ ସାଥି ମେଲୋଡି  ନାଚଗୀତ କାର୍ଯ୍ୟକ୍ରମକୁ ଉପଭୋଗ କରିବା ପାଇଁ ସହର ରେ ଓ ଭଗବତୀ ପ୍ଲଟ ହିମାଦ୍ରୀ ନଗରରେ   ୧୦/୧୫  ହଜାରରୁ ଅଧିକ ଦର୍ଶକ  ଭିଡ଼ ଜମାଇଛନ୍ତି l ଆଜିର ଏହି ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁବର୍ଣ୍ଣପୁର ଏସ ପି  ଶ୍ରୀ ଅମରେଶ ପଣ୍ଡା ଶୁଭ ଉଦଘାଟନ କରି  ସୁବର୍ଣ୍ଣପୁରର ଐତିହ ସଂସ୍କୃତି ଓ ଏ ଯାତ୍ରାର ବିଶେଷତ୍ୱକୁ

ଭୁରି ଭୁରି ପ୍ରଶଂସା କରି ଆମେ ଶାନ୍ତି ଓ ସୁସ୍ଥରେ ବଞ୍ଚିବା ପାଇଁ ବୃକ୍ଷରୋପଣ ଓ ପରିବେଶର ଯତ୍ନ  ନେବା ନିହାତି ଜରୁରୀ ବୋଲିମତ ରଖି ଥିଲେ l  ସମ୍ମାନିତ ଅତିଥି ଭାବେ  ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ତାମସୀ ତମସ୍ୱୀତା ନାଏକ, ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭ୍ରାଂଶୁ ରୁତ, ପ୍ରାକ୍ତନ ପୌର ଅଧ୍ୟକ୍ଷା ପ୍ରକାଶ ସାହୁ, ଭଗବତୀ ପାଠାଗାର ଉପଦେଷ୍ଟା କୃଷ୍ଣ ଚନ୍ଦ୍ର ମେହେର, ବ୍ରିଜ ମହୋନ ଅଗ୍ରୱାଲ, ନନ୍ଦ କିଶୋର ତ୍ରିପାଠୀ, ଭୀଷ୍ମ ମୁନି, ସଭାପତି ନାରାୟଣ ରଥ, ସମ୍ପାଦକ ଧୀରେନ୍ଦ୍ର ମେହେର,  ଯୋଗ ଦେଇ ପ୍ରଭୁଙ୍କ ଯାତ୍ରାର ବିଶେଷତ୍ୱ ଉପରେ ମତ ରଖି ଦର୍ଶକକୁ ଉତ୍ସାହିତ କରିଥିଲେ l  ମଞ୍ଚରେ ସମସ୍ତ ଅତିଥି ଙ୍କୁ  ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ସଭା କାର୍ଯ୍ୟ କୁ ମନୋରଞ୍ଜନ ତ୍ରିପାଠୀ ଓ ବିଜୟିନୀ ରଥ ସଂଯୋଜନା କରିଥିବା ବେଳେ ସମ୍ପାଦକ ଧୀରେନ୍ଦ୍ର ମେହେର ଧନ୍ୟବାଦ ଅର୍ପଣ କରିଥିଲେ l  ଏବର୍ଷ ପ୍ରଥମ ଥର ପାଇଁ  ସ୍ଥାନୀୟ ଭଗବତୀ ପାଠାଗାରର  ଯୁବ ସଂଗଠନ  ଓ ହିମାଦ୍ରୀ ନଗର କନ୍ୟା ପିତା ପରିବାରଙ୍କ ସମସ୍ତ ସହଯୋଗରେ  ଶୀତଳ ଷଷ୍ଠୀ ଯାତ୍ରା ଉପଲକ୍ଷେ  ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଛି l  ଯାତ୍ରାର ଶାନ୍ତିଶୃଙ୍ଖଳା ପାଇଁ  ଏସପି  ଙ୍କ  ପ୍ରତ୍ୟକ୍ଷ ତତ୍ୱାବଧାନ ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷାର ବ୍ୟବସ୍ଥା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like